
ଭୁବନେଶ୍ୱର,୨୪/୬: ସାରା ରାଜ୍ୟକୁ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁବା ସହ ଅଧିକାଂଶ ଜିଲାରେ ସକ୍ରିୟ ହୋଇଛି। ଫଳରେ ସେସବୁ ଅଞ୍ଚଳରେ ବର୍ଷା ଲାଗି ରହିଛି। ରବିବାର ଚାନ୍ଦବାଲିରେ ସର୍ବାଧିକ ୩୧.୨ ମି.ମି. ବର୍ଷା ହୋଇଥିବା ବେଳେ ବାରିପଦାରେ ୧୫.୨, ରାୟଗଡ଼ା ୧୨.୬, ହୀରାକୁଦ ୧୨.୨, ଦାରିଙ୍ଗବାଡ଼ି ୧୨, ଫୁଲବାଣୀ ୬.୮, ସୋନପୁର ୬.୪ ମିମି ବର୍ଷା ରେକର୍ଡ କରାଯାଇଛି।ତେବେ ଆସନ୍ତା ୨୬ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ୨୬ ତାରିଖରେ Continue Reading