ରାଇରଙ୍ଗପୁର/ଓଡ଼ିଶା,୨୦/୩ : କାହିଁକି ବନ୍ଦ ବାମନଘାଟି । ୪୮ ଘଣ୍ଟା ବନ୍ଦ ପାଳନ କରୁଛି ମୟୁରଭଞ୍ଜ ଆଦିବାସୀ ଏକତା ମଞ୍ଚ। ଏହି ବନ୍ଦ୍ରେ ସମସ୍ତ ଅଫିସ, ଦୋକାନ ବଜାର, ସରକାରୀ ବେସରକାରୀ ଶିକ୍ଷାନୁଷ୍ଠାନ ସହ ଗାଡି ମଟର ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି ।ବିଶୋଇ, ରାଇରଙ୍ଗପୁର, ବହଳଦା ଓ ତିରିଂ ଅଞ୍ଚଳର ସମସ୍ତ ଛକରେ ସଂଗଠନ ର କର୍ମୀମାନେ ପିକେଟିଂ କରି ବନ୍ଦ ପାଳନ କରୁଛନ୍ତି । ତିରିଂ ଥାନା ଅଞ୍ଚଳର ନାବାଳିକାଙ୍କୁ ଅସଦାଚରଣ ପ୍ରତିବାଦ ବେଳେ […]Continue Reading




