
ଭୁବନେଶ୍ୱର,୩/୧୨: ରାଜ୍ୟ ସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ବିଜ୍ଞପ୍ତି ଜାରି ହୋଇଛି। ବିଧାନସଭାରେ ବିଜ୍ଞପ୍ତି ପ୍ରକାଶ ପାଇଥିବା ଜଣାପଡିଛି। ଆସନ୍ତା ୨୦ରେ ନିର୍ବାଚନ ହେବ। ଏଥିପାଇଁ ନାମାଙ୍କନ ପତ୍ରର ଶେଷ ତାରିଖ ଡିସେମ୍ବର ୧୦ ତାରିଖ ରହିଛି।ଏହାସହ ୧୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ୧୩ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଶେଷ ଦିନ ରହିଛି। ଏହାପରେ ୨୦ରେ ନିର୍ବାଚନ ଅନୁଷ୍ଠିତ ହେବ।ସୂଚନାଯୋଗ୍ୟ, ବିଜେଡି ଟିକେଟ୍ରୁ ରାଜ୍ୟ ସଭାକୁ Continue Reading