Home Posts tagged rakhi purnima is celebrated in odisha
Odisha News
ଭୁମନେଶ୍ୱର, ୧୯/୮: ଭାଇ-ଭଉଣୀର ସଂପର୍କକୁ ଅଧିକ ମଜବୁତ କରିଥାଏ ରାକ୍ଷୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ଭାଇର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ। ଆଉ ବଦଳରେ ଭାଇ, ତା\’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ। ଭାଇ ହାତରେ ରାକ୍ଷୀଟିଏ ବାନ୍ଧିବା ଲାଗି ଭଉଣୀ ବର୍ଷ ସାରା ଅପେକ୍ଷା କରି ରହିଥାଏ ଆଜିର ଦିନକୁ।ରକ୍ଷା ବନ୍ଧନକୁ ନେଇ ଗାଁଠୁ ସହର ସବୁଠି ଉତ୍ସବର ପରିବେଶ। ଘରେ ଘରେ ପିଠାପଣାର ମହକ। […]Continue Reading