Home Posts tagged RASOGOLA
Odisha News
ପାହାଳ,୨୩/୫ : ଆଜିଠୁ ମହଙ୍ଗା ହେବ ପାହାଳ ରସଗୋଲା। କ୍ଷୀର ଓ ଛେନା ଦର ବଢ଼ିବା ପରେ ଏବେ ଏହାର ପ୍ରଭାବ ସିଧାସଳଖ ମିଠା ଉପରେ ପଡ଼ିଛି। ଫଳରେ ପାହାଳ ମିଠା ବ୍ୟବସାୟୀ ସଂଘ ବିଭିନ୍ନ ପ୍ରକାରର ମିଠା ଉପରେ ଦର ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛି। ଛେନା ଦର ବୃଦ୍ଧିକୁ ପ୍ରଥମେ ପାହାଳ ମିଠା ଦୋକାନୀ ବିରୋଧ କରି ଗଲା ୩ ଦିନ ଧରି ଦୋକାନ ବନ୍ଦ ରଖିଥିବା ବେଳେ ଆଜିଠାରୁ ଖୋଲିବାକୁ ନିଷ୍ପତ୍ତି […]Continue Reading