
ଭୁବନେଶ୍ବର ୨୯/୭: ବିଧାନସଭାର ଶୂନ୍ୟକାଳରେ ଉଠିଲା ଅସୁରକ୍ଷିତ ରତ୍ନ ଭଣ୍ଡାର ପ୍ରସଙ୍ଗ । ରତ୍ନ ଭଣ୍ଡାର ପ୍ରସଙ୍ଗକୁ ନେଇ ଗୃହରେ ଉଦବେଗ । ରତ୍ନ ଭଣ୍ଡାର ଚାବି ହଜିବା ଘଟଣାରେ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଛି ।ରତ୍ନ ଭଣ୍ଡାର ସୁରକ୍ଷିତ ଅଛି କି ନାହିଁ ଏବଂ ବସାଯାଇ ଥିବା କମିଶନଙ୍କ ରିପୋର୍ଟରେ କଣ ତାକୁ ଗୃହରେ ଉପସ୍ଥାପନ କରାଯାଉନି । ତେଣୁ ଜସିଷ୍ଟ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ହାଉସରେ ଉପସ୍ଥାପନ କରିବାକୁ ବାଚସ୍ପତିଙ୍କ ରୁଲିଂ […]Continue Reading