Home Posts tagged Ratha yatra
Business News Top Stories
By Swagatika Mohapatra Bhubaneswar, July 29 :TP Central Odisha Distribution Limited (TPCODL), a joint venture of Tata Power and the Government of Odisha, successfully ensured safe, reliable and uninterrupted electricity supply throughout Rath Yatra 2026, enabling the smooth conduct of one of the world’s largest spiritual gatherings. This year, Puri witnessed an Continue Reading
Odisha News
ପୁରୀ, ୧୭/୭ : ଶେଷ ହେଲା ରଥ ଟଣା । ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ । ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ପୁରା ବଡ଼ଦାଣ୍ଡ । ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ପହଞ୍ଚିଥିଲା। ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଏବଂ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ମଧ୍ୟ ଶରଧାବାଲିରେ ପହଞ୍ଚିଛି।ଘଣ୍ଟ, ଶଙ୍ଖଧ୍ୱନି, ହରିବୋଲ ଓ ହୁଳହୁଳିରେ ସାରା ବଡ଼ଦାଣ୍ଡ ଭକ୍ତିମୟ ପରିବେଶରେ ମୁଖରିତ Continue Reading
Odisha News
ପୁରୀ,୧୭/୭: ବାହୁଡ଼ାଯାତ୍ରା ସମୟରେ ରଥ ଉପରେ ମୋବାଇଲ ବ୍ୟବହାର ନେଇ ଶ୍ରୀମନ୍ଦିର ପ୍ରଶାସନ ଆଉ ଜଣେ ସେବକଙ୍କ ବିରୋଧରେ ସିଂହଦ୍ବାର ଥାନାରେ ଅଭିଯୋଗ କରିଛି।ଦେବଦଳନ ରଥରେ ମା’ ସୁଭଦ୍ରାଙ୍କ ସମ୍ମୁଖରେ ସମ୍ପୃକ୍ତ ସେବାୟତ ଫୋନ୍ ବ୍ୟବହାର କରୁଥିବା ଫଟୋ ତଥା ଖବରକାଗଜରେ ପ୍ରକାଶିତ ଲେଖା ମଧ୍ୟ ଏଥି ସହ ସଲଗ୍ନ କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ନିକଟରେ ଆଉ କେତେକ ସେବକଙ୍କ ବିରୋଧରେ ମଧ୍ୟ ମୋବାଇଲ ବ୍ୟବହାର ନେଇ ଚିତ୍ର ଏବଂ ଭିଡିଓ ହସ୍ତଗତ ହୋଇଛି।ଏନେଇ Continue Reading
Odisha News
ପୁରୀ,୧୫/୭: ଆଜି ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ଅଭିଭୁଖେ ବାହାରିଛନ୍ତି ଶ୍ରୀଜୀଉ। ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିଜେ କରିଥିଲେ।ପରେ ମା’ ସୁଭଦ୍ରା ଶୂନ୍ୟ ପହଣ୍ଡିରେ ଆସି ରଥରେ ବିରଜମାନ କରିଥିଲେ। ପରେ ବଡ଼ଠାକୁରଙ୍କ ପହଣ୍ଡି ଆରମ୍ଭ ହୋଇଥିତ୍ଲା। ସେ ଝୁଲି ଝୁଲି ତାଳଧ୍ୱଜ ରଥରେ ବିରାଜମାନ କରିଥିଲେ। ଶେଷରେ କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଭାଇ Continue Reading
Odisha News
ପୁରୀ, ୮/୭: ଆଜି ପୁଣି ରଥଟଣା ଆରମ୍ଭ ହୋଇଛି। ପ୍ରଥମେ ଭକ୍ତମାନେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥକୁ ଟାଣୁଛନ୍ତି। ଏହାପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣାଯିବ।ସୂଚନାଯୋଗ୍ୟ, ଗତକାଲି ଦୁଇ ଘଣ୍ଟା ଆଗରୁ ପହଣ୍ଡି ଓ ଅନ୍ୟାନ୍ୟ ନୀତି ବି ଶେଷ ହୋଇ ସାରିଥିଲା। ଏଣୁ ଚତୁର୍ଦ୍ଧା ବିଗ୍ରହ ରଥାରୂଢ଼ ହେବା ପରେ ସଅଳ ରଥଟଣା ହେବ ବୋଲି ଆଶା କରାଯାଉଥିଲା। କିନ୍ତୁ ସଅଳ ନୀତିକାନ୍ତି ହୋଇଥିଲେ ବି […]Continue Reading
Odisha News
ପୁରୀ,୨୭/୬ : ଆଡପ ମଣ୍ଡରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ହେଲା ଶେଷ ଦର୍ଶନ। ମହାପ୍ରଭୁଙ୍କୁ ଆଡପ ମଣ୍ଡପରେ ଦର୍ଶନ କରି ଫେରିବା ବେଳେ ଭକ୍ତଙ୍କ ମୃତ୍ୟୁ ହୋଇଛି। ଆଜି ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଏହି ଅଘଟଣ ଘଟିଛି। ମୃତ ଭକ୍ତ ହେଉଛନ୍ତି କାକଟପୁର ଅଞ୍ଚଳର ଲକ୍ଷ୍ମୀଧର ଖୁଣ୍ଟିଆ।ସେ ଗୁଣ୍ଡିଚା ମନ୍ଦିରରେ ଦର୍ଶନ ସାରି ଫେରିବା ବେଳେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ Continue Reading