Home Posts tagged ratnabhandara
Odisha News
ପୁରୀ, ୧୪/୭ : ରତ୍ନଭଣ୍ଡାର ଖୋଲିବା ପାଇଁ ଶ୍ରୀଲୋକନାଥ ମନ୍ଦିରରୁ ଶ୍ରୀମନ୍ଦିରକୁ ଆସିଲା ଆଜ୍ଞାମାଳ। ରତ୍ନଭଣ୍ଡାରର ରକ୍ଷକ ହେଉଛନ୍ତି ମହାପ୍ରଭୁ ଲୋକନାଥଙ୍କ ପାଖରେ ପୂଜାର୍ଚ୍ଚନା କରାଯିବା ପରେ ସେବାୟତମାନେ ଆଜ୍ଞାମାଳ ଆଣିଛନ୍ତି।ମହାପ୍ରଭୁ ଲୋକନାଥ ମହାପ୍ରଭୁ, ମହାଲକ୍ଷ୍ମୀ, ବାବା ଲୋକନାଥ ଓ ମା’ ବିମଳା ଆଶୀର୍ବାଦଙ୍କ ନେଇ ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଯିବ। ରତ୍ନଭଣ୍ଡାର ଖୋଲିବା ସମୟରେ ଭଣ୍ଡାର ମେକାପ, ଦେଉଳକରଣ, ତଢ଼ଉକରଣ, ପ୍ରତିହାରୀ Continue Reading
Odisha News
ପୁରୀ, ୯/୭: ଜୁଲାଇ ୧୪ ତାରିଖରେ ଖୋଲିବ ରତ୍ନଭଣ୍ଡାର, ଏନେଇ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ବନାଥ ରଥ। ସେ ଆହୁରି କହିଛନ୍ତି, ସରକାରଙ୍କୁ ନିଷ୍ପତ୍ତି ନେଇ ଜଣାଇଦିଆଯାଉଛି। ବିବରଣୀ ମ୍ୟାନେଜମେଣ୍ଟ କମିଟିକୁ ଦିଆଯିବ ଏହା ପରେ ମ୍ୟାନେଜମେଣ୍ଟ କମିଟି ସରକାରଙ୍କ ପାଖକୁ ଯିବ।ସରକାରଙ୍କ ନିର୍ଦେଶ ଆସିଲେ ରତ୍ନଭଣ୍ଡାର ଖୋଲିପାରିବ। ଆଶା କରୁଛି, ସରକାର ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ଲାଗି ଅନୁମତି ଦେବେ। ଚାବି କାମ Continue Reading
Seo wordpress plugin by www.seowizard.org.