କଟକ,୫/୮ : ଘନେଇଲା ବିବାଦ । ରେଭେନ୍ସା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ରାଜନୈତିକ ହସ୍ତକ୍ଷେପକୁ ବିରୋଧ କରି ହଷ୍ଟେଲ୍ର ସମସ୍ତ ଓ୍ୱାର୍ଡେନ ଇସ୍ତଫା ପ୍ରଦାନ କରିଛନ୍ତି । ହଷ୍ଟେଲ ଦାୟିତ୍ୱରୁ ଓହରିବା ସହ ଭିସିଙ୍କୁ ଇସ୍ତଫା ଦେଇଥିବା ସୂଚନା ।ଖବର ଅନୁଯାୟୀ, ଦିନ ଗଡ଼ିବା ସହ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ବିବାଦ ବଢିବାରେ ଲାଗିଛି । ଗତ ଶନିବାର ଠାରୁ ରେଭେନ୍ସା ଇଷ୍ଟ ହଷ୍ଟେଲ ଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ ।ଡେପୁଟି ଓ୍ୱାର୍ଡେନଙ୍କ ଇସ୍ତଫା ଦାବି Continue Reading




