
ରାୟଗଡ଼ା,୨୭/୫ : ଦୀର୍ଘ ବର୍ଷ ପରେ ମାଓବାଦୀ ସଂଗଠନର ହାତ ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ମଙ୍ଗଳବାର ପୋଲିସ ନିକଟରେ ଆତ୍ମସର୍ମପଣ କରିଛନ୍ତି ହାଡ଼କୋର୍ ମାଓବାଦୀ ନେତା ବିଜୟାପୁନେମ ଓରଫ ଅଜୟ । ଅଜୟ ବାସଧାରା-ଘୁମସୁର-ନାଗାବଳୀ ଡିଭିଜନର ଜଣେ ହାଡ଼କୋର୍ ମାଓବାଦୀ ଥିଲେ ବୋଲି ମଙ୍ଗଳବାର ଜିଲା ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍ପି ସ୍ବାଥି ଏସ୍.କୁମାର ସୂଚନା ଦେଇଛନ୍ତି ।ଅଜୟଙ୍କ ଘର ଛତିଶଗଡ଼ ରାଜ୍ୟର ବିଜାପୁର ଜିଲା Continue Reading