ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟମୁନିଗୁଡ଼ା, ୧୨/୩ : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ପ୍ରେସ କ୍ଲବର ୧୯ତମ ବାର୍ଷିକ ଉତ୍ସବ ଆଜି ଶିରିଡି ସାଇ ଧାମ ପରିସର ଆଧ୍ୟାତ୍ମିକ ପରିବେଶ ଓ ମନୋଜ୍ଞ ବାତାବରଣ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।ପ୍ରେସ କ୍ଲବ ସଭାପତି ରାଜୀବ ଲୋଚନ ଦାସଙ୍କ ସଭାପତିତ୍ବ ଓ ଉପ ସଭାପତି ମନୋରଞ୍ଜନ ଦଲାଇଙ୍କ ସଂଯୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ପ୍ରେସ କ୍ଲବର ମୁଖ୍ୟ ଉପଦେଷ୍ଟା ରାମଚନ୍ଦ୍ର ବେହେରା,ସମ୍ମାନିତ ଅତିଥିଭାବେ ବରିଷ୍ଠ Continue Reading
ପ୍ରମୋଦ ସାହୁକାରଙ୍କ ରିପୋର୍ଟମୁନିଗୁଡା / ରାୟଗଡ, ୧୭/୨ : ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ମୁନିଗୁଡା ବ୍ଲକ ସଦର ମହକୁମାସ୍ଥିତ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି ।ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର, ବନଖଣ୍ଡ ଅଧିକାରୀ ଆନ୍ନା ସାହେବ ଓହୋଲେ, ମୁଖ୍ୟ ଉନ୍ନୟନ Continue Reading
“Since DWO is amongst our officers, it would not be appropriate to comment on this matter. I believe in the official system,” says Collector Parul Patwari By C.B.Singh Rayagada (Odisha), Feb. 9: A controversy has erupted in Rayagada district following allegations made by District Welfare Officer (DWO), Asima Rao, against the Collector and District Magistrate […]Continue Reading
ସି.ବି. ସିଂଙ୍କ ରିପୋର୍ଟରାୟଗଡ, ୨୭/୧ : ରାୟଗଡାରେ ଇ -ଅଫିସ ଶୁଭକ୍ଷରମ୍ଭ କରିଛନ୍ତି ଡ଼. ମୁକେଶ ମହାଲିଙ୍ଗ,ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକସ ଏବଂ ସୂଚନା ଓ ପ୍ରଯୁକ୍ତି ମନ୍ତ୍ରୀ ଓଡିଶା ।ଏହା ଇ-ଅଫିସ୍ ରାଜ୍ୟବ୍ୟାପୀ କାର୍ଯ୍ୟକାରିତାକୁ ଘୋଷଣା କରିଛନ୍ତି । ରାୟଗଡ ଜିଲ୍ଲାକୁ ସାଧାରଣ ତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବରେ ଯୋଗଦେବା ଅବସରରେ ମାନ୍ୟବର ମନ୍ତ୍ରୀ ଏହିକାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ Continue Reading
ପ୍ରମୋଦ ସାହୁକାରଙ୍କ ରିପୋର୍ଟଋାୟଗଡ଼ା,୧୬/୧ : ଚନ୍ଦ୍ରପୁର୧୫.୦୧ ରାଜ୍ୟ ସରକାରଙ୍କ ନିର୍ଦ୍ଧେଶକ୍ରମେ ମୁଖ୍ୟ ଅତିଥି ଭାବେ ଗୁଣପୁର ଆଦିବାସୀ ଗ୍ରାମ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଅଜୟ କୁମାର ପ୍ରଧାନ ତତ୍ୱାବୋଧନରେ ,ଚନ୍ଦ୍ରପୁର ବ୍ଲକ ଅଧକ୍ଷ କୋଇନ କିମ୍ୱାକା, ବ୍ଲକ ଗୋଷ୍ଟି ଉନ୍ନୟନ ଅଧିକାରୀ ସମ୍ୟକାନ୍ତ ବୋଙ୍ଗାଲଙ୍କ ଅଧକ୍ଷାତରେ ଆଜି ଚନ୍ଦ୍ରପୁର ଗ୍ରାମ ପଞ୍ଚାୟତରେ ବିକୋଳାଙ୍ଗ, ବାର୍ଦ୍ଧକ୍ୟ ଭତ୍ତା ଦୁଇ ଜଣକୁ ପ୍ରଦାନ କରିଛନ୍ତି ।ସେହିପରି, ବୁଡୁବାଲି, Continue Reading
ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟମୁନିଗୁଡ଼ା,୧୧/୧ ସାନ ଭାଇର ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ନିଜେ ହତ୍ୟାର ଶିକାର ହେଲେ ଡଙ୍ଗରିଆ ଜୁବକ ଡ୍ରୁକୁ ଶିକକା । ଏଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ଅନ୍ତର୍ଗତ ମୁନିଖୋଲ ଅନ୍ତର୍ଗତର କୁଲେରିପଟା ଗାଁରେ।ଗାଁ ନିକଟସ୍ଥ ଡିମ୍ବୁଲିପଟା ଜଙ୍ଗଲ ମଧ୍ୟରେ ପ୍ରତିଶୋଧକୁ ନେଇ ଘଟିଯାଇଛି ଏକ ବିଭତ୍ସ ହତ୍ୟାକାଣ୍ଡ। ସୂଚନା ଅନୁଯାୟୀ ଗତ ୨୦୨୧ ମସିହା ଜାନୁଆରି ୧୪ ତାରିଖ ଦିନ ଉକ୍ତ ଗ୍ରାମର Continue Reading
ରାୟଗଡ଼ା, ୬/୧ : ବହୁ ପ୍ରତୀକ୍ଷିତ ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ଏହି ରେଳ ମଣ୍ଡଳ ଭବନର ଶିଳାନ୍ୟାସ କରିଛନ୍ତି।ଏଥିସହ ନୂଆ ଜାମ୍ମୁ ରେଲୱେ ଡିଭିଜନ ଓ ତେଲେଙ୍ଗାନାର ଚାର୍ଲପାଲି ଟର୍ମିନାଲ ଷ୍ଟେସନ ଭଳି ଏକାଧିକ ରେଲୱେ ପ୍ରୋଜେକ୍ଟର ଉଦଘାଟନ କରିଛନ୍ତି ମୋଦି।ଏହି ଅବସରରେ ମୋଦି କହିଛନ୍ତି ଯେ ପ୍ରଭୁ ଜଗନ୍ନାଥଙ୍କ କୃପାରୁ ଓଡ଼ିଶାରେ ପ୍ରାକୃତିକ Continue Reading
ପ୍ରମୋଦ ସାହୁକାରଙ୍କ ରିପୋର୍ଟମୁନିଗୁଡା,୨୧/୧୨ : ଚଳିତବର୍ଷ ଖରିଫ୍ ଧାନ କିଣିବା ପାଇଁ ରାୟଗଡା ଜିଲ୍ଲାରେ ଗତ ୧୭ତାରିଖରୁ ମଣ୍ଡି ଆରମ୍ଭ ହୋଇଥିବା ବେଳେ ଶୁକ୍ରବାର ମୁନିଗୁଡ଼ା ଲେମ୍ପସ ଅଧିନରେ ଥିବା କୁମୁଡାବାଲିସ୍ଥିତ ଆରଏମସି ବଜାର ପ୍ରାଙ୍ଗଣ ପରିସରରେ ମୁନିଗୁଡା ଲେମ୍ପସ ତରଫରୁ ଖରିଫ ଧାନ ମଣ୍ଡିର ଉଦଘାଟିତ ହୋଇଯାଇଛି । ମୁନିଗୁଡା ଲେମ୍ପସର ଏମଡି ଆଦିତ୍ୟ ରଞ୍ଜନ ମହାଙ୍କୁଡଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମରେ ଅତିଥିଭାବେ ଆରାଇ ତଥା Continue Reading
ପ୍ରମୋଦ ସାହୁକାରଙ୍କ ରିପୋର୍ଟମୁନିଗୁଡ଼ା , ୧୫/୧୨ : ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ସ୍ତରିୟ ଚଇତି ମହୋତ୍ସବ ୨୦୨୪ ପାଳିତ ହୋଇଯାଇଛି। ଚନ୍ଦ୍ରପୁର ବ୍ଲକ ଗୋଷ୍ଟି ଉନ୍ନୟନ ଅଧିକାରୀ ସମ୍ୟକାନ୍ତ ବୋଙ୍ଗଲ ଓ ଅଧିକ୍ଷଣ ଯନ୍ତ୍ରୀ ବିଶ୍ୱଜିତ ମିଶ୍ରଙ୍କ ମିଳିତ ସଂଯୋଜନାରେ ଫଳଫୋଳିଆ ନଦୀରୁ କୋଳସରେ ଜଳ ଆଣି ଗ୍ରାମଦେଵୀ ମନ୍ଦିରରେ କଳସକୁ ପୂଜାର୍ଚ୍ଚନା କରି, ମଶାଲରେ ଅଗ୍ନି ସଂଯୋଗ କରି ଏକ ବିଶାଳ ସଭାଯାତ୍ରାରେ ମନ୍ଦିର ପରିସରରୁ କଳସ ଓ ମଶାଲ ଧରି ବ୍ଲକ Continue Reading
ସୁଧାଂଶୁ ସିଂଙ୍କ ରିପୋର୍ଟରାୟଗଡ଼, ୫/୧୨ : ରାୟାଗଡ଼ ଜିଲ୍ଲା କାଶୀପୁର ଅଞ୍ଚଳରେ ଥିବା ସିଜିମାଳୀ ବେଦାନ୍ତ ଆଲୁମିନିୟମର ମାଲିକାନା ଦାଇତ୍ୱରେ, ସିଜିମାଳି ବକ୍ସାଇଟ୍ ଖଣି ଖନନ ଅନୁମତି ମିଳିଲେ କାଶୀପୁର ବ୍ଲକ ତଥା ଆଖପାଖ ଅଞ୍ଚଳରେ ସାମାଜର ଵିକାଶ ହେବାସ୍ୱେତେ ଅର୍ଥନତିକ ଵିକାଶରେ ପରିବର୍ତ୍ତନ ଆଣିବ ବୋଲି ବେଶ କିଛି ଦିନ ହେଲା ସ୍ଥାନୀୟ ଅଞ୍ଚଳରେ ବେଶ ଚର୍ଚ୍ଚା ର ବିଷୟ ପାଲଟିଅଛି ।ସ୍ଥାନୀୟ ବାସିନ୍ଦା କହିଲେ ମୁଖ୍ୟତ ସେହି ଅଞ୍ଚଳରେ ବସ ବାସ କରୁଥିବା Continue Reading




