
ରାୟପୁର/ମାଲକାନଗିରି,୩୦/୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ ହୋଇଛନ୍ତି। ଡିଆରଜି ଏବଂ ଏସ୍ଡିଏଫ୍ର ମିଳି କମ୍ବିଂ ଅପରେଶନବେଳେ ଏହି ଘଟଣା ଘଟିଛି। ଏବେ ବି ଘଟଣାସ୍ଥଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।Continue Reading