Home Posts tagged Regional Meteorological Centre
Odisha News
ଭୁବନେଶ୍ୱର, ୧୬/୦୪: ତାରିରୁ ମିଳିବ ଆଶ୍ୱସ୍ତି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ଘଡ଼ିଘଡ଼ି ସହ ବର୍ଷା ହେବା ସମ୍ଭାବନା। ଦକ୍ଷିଣ ଉପକୂଳ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ସେହିପରି ୨୪ ଘଣ୍ଟା ପରେ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, Continue Reading