Home Posts tagged registration process for subhadra yojana to start from today
Odisha News
ଓଡ଼ିଶା, ୧/୯: ‘ସୁଭଦ୍ରା’ ଯୋଜନା ପାଇଁ ଆଜିଠାରୁ ଆରମ୍ଭ ହେବ ପଞ୍ଜୀକରଣ;। ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏନେଇ ଗତକାଲି ସୋଶାଲ୍ ମିଡ଼ିଆରେ ଲାଇଭରେ ଆସି ଉପମୁଖ୍ୟମନ୍ତ୍ରୀ କହିଥିଲେ, ‘ସୁଭଦ୍ରା’ ଯୋଜନା ପାଇଁ ମାର୍ଗଦର୍ଶିକା ଜାରି ହୋଇସାରିଛି। ସମସ୍ତ ଜିଲ୍ଲାରେ ହିତାଧିକାରୀଙ୍କ ନିମନ୍ତେ ଫର୍ମ ଉପଲବ୍ଧ ହୋଇଥିବାବେଳେ ଆଜିଠାରୁ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହେବ।ଏ ସମସ୍ତ ପ୍ରକ୍ରିୟା ଦେୟମୁକ୍ତ ହେବ ବୋଲି ମହିଳା ଓ ଶିଶୁ Continue Reading
Seo wordpress plugin by www.seowizard.org.