ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୫ : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ କଇଁପୁର ଗ୍ରାମ ପଞ୍ଚାୟତର ମହେନ୍ଦ୍ରଗିରି ପର୍ବତ ଯିବା ରାସ୍ତା ପାର୍ଶରେ ମିଶନ ଶକ୍ତି ମାଧ୍ୟମରେ ମହିଳା ସ୍ଵୟଂ ଶାସିତ ଗୋଷ୍ଟିଙ୍କ ଦ୍ଵାରା ପରିଚାଳିତ “କଫେ କେନ୍ଦ୍ର” କୁ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ବୀରେନ୍ଦ୍ର କୁମାର ଦାସ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ: କୁମାର ଓ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୫ : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ କୁମୁଲି ସିଂ ଗ୍ରାମ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ( ରାଜସ୍ୱ), ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର , ମୁଖ୍ୟ ଉନ୍ନୟନ ଅଧିକାରୀ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୫: ପୁରୀ–କୋଲକାତା (ହାୱଡା) ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଚଳାଚଳର ଶୁଭାରମ୍ଭ ଆଜି ଯଶଶ୍ଵୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ଦ୍ଵାରା ଆଭାଷୀ ମୋଡରେ ଅନୁଷ୍ଠିତ ହୋଇଛି ।ଜଗନ୍ନାଥ ଧାମ ପୁରୀ ଠାରେ ଏହି ବର୍ଣ୍ଣାଢ଼୍ୟପୂର୍ଣ୍ଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏହି ଅବସରରେ ଆଜି ପାରଲାଖେମୁଣ୍ଡି ସ୍ଥିତ ରେଳ ଷ୍ଟେସନ ଠାରେ ପୂର୍ବତଟ ରେଳ ଡିଭିଜନ ବିଶାଖାପାଟନାମ ପକ୍ଷରୁ ଏହାର ସିଧା ପ୍ରସାରଣ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୫: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ପ୍ରାକୃତିକ ବିପର୍ଯ୍ୟୟ ଜନିତ ଜିଲ୍ଲାସ୍ତରୀୟ ବୈଠକ ଲାଇନ୍ ବିଭାଗୀୟ ଅଧିକାରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଗଜପତି ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ କାର୍ଯ୍ୟକ୍ରମରେ ଆନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଜି:ତିରୁପତି ରାଓ , Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୫: ଗଜପତି ଜିଲ୍ଲା ମୋହନା ବ୍ଲକ୍ର ଅନ୍ତରବା ଏବଂ ଆଲିଗଣ୍ଡା ଗ୍ରାମରେ ପିତାଙ୍କୁ ହରାଇ ଅତି ଦୟନୀୟ ଅବସ୍ଥାରେ ବସବାସ କରୁଥିବା ୫ ଜଣ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କୁ ଉପଯୁକ୍ତ ଥଇଥାନ କରିଛି ଗଜପତି ଜିଲ୍ଲା ପ୍ରଶାସନ ।ସୂଚନା ପ୍ରକାରେ ପ୍ରକାଶ ଯୋଗ୍ୟ ଯେ , ମୋହନା ବ୍ଲକ ଆଲିଗଣ୍ଡା ଗ୍ରାମର ଜୀବନ ମଲ୍ଲିକଙ୍କ ଆକସ୍ମିକ ମୃତ୍ୟୁ ପରେ ତାଙ୍କ ସ୍ତ୍ରୀ ଶାନ୍ତି ମଲ୍ଲିକ ନିଜର ମାନସିକ ଭାରସାମ୍ୟ ହରାଇ ବସିଥିଲେ। Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୫: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟର ପ୍ରଶିକ୍ଷଣ ୟୁନିଟ ଠାରେ ଗଜପତି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଅନ୍ତର୍ଗତ ଏନସିଡ଼ି: ସେଲ ପକ୍ଷରୁ ଜିଲ୍ଲାସ୍ତରୀୟ ବିଶ୍ଵ ଉଚ୍ଚ ରକ୍ତଚାପ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ସିଡିଏମ:-ପିଏଚଓ:ଙ୍କ କାର୍ଯ୍ୟାଳୟ ପରିସରରୁ ଉଚ୍ଚ ରକ୍ତଚାପ ଠାରୁ ଦୂରେଇ ରହିବା ପାଇଁ ଏକ ସଚେତନତା ପ୍ରଚାର ଅଭିଯାନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୫: ପାରଳାଖେମୁଣ୍ଡି ପୌର ପରିଷଦର ୧୪-ନଂ ଏବଂ ୧୬-ନଂ ୱାର୍ଡରେ ଗଜପତି ଜିଲ୍ଲା ସ୍ବାସ୍ଥ୍ୟ ସମିତି ଅନ୍ତର୍ଗତ ସହରାଞ୍ଚଳ ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ରର ଭର୍ଚୁଆଲ ସବ-ସେଣ୍ଟର ପକ୍ଷରୁ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି ।ଏହି ଅବସରରେ ଏଏନଏମ: ଶ୍ରୀମତୀ ଭି: ଲକ୍ଷ୍ମୀ କୁମାରୀ ପଟ୍ଟନାୟକ ଏବଂ ଏଏନଏମ: ଶ୍ରୀମତୀ ଲକ୍ଷ୍ମୀପ୍ରିୟା ସାହୁଙ୍କ ନେତୃତ୍ୱରେ ମେଦ୍ରି ସାହି ଠାରୁ ଡେଙ୍ଗୁ ରୋଗରୁ ସୁରକ୍ଷିତ ରହିବା ଉଦ୍ଦେଶ୍ୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୫: ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଆଜି ଜିଲ୍ଲା ସ୍ତରୀୟ “ଜାତୀୟ ଡେଙ୍ଗୁ ଦିବସ-୨୦୨୩ ପାଳନ ଅବସରରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଡେଙ୍ଗୁ ଜ୍ଵର ପ୍ରତି ସତର୍କ ଓ ସାବଧାନତା ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରୁ ଏକ ସଚେତନତା ପ୍ରଚାର ଅଭିଯାନ ରଥ ବାହାରିଥିଲା । ଏହାକୁ ଉପସ୍ଥିତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୫: ଗଜପତି ଜିଲ୍ଲା ଗୋଷଣୀ ବ୍ଲକ ଅନ୍ତର୍ଗତ ସରଧାପୁର ଗ୍ରାମ ପଞ୍ଚାୟତର ସରଧାପୁର ଗ୍ରାମ ସ୍ଥିତ ଭାରତ ନିର୍ମାଣ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର , ଉପଖଣ୍ଡ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୫: ପାରଳାଖେମୁଣ୍ଡି ସ୍ଥିତ ୟୁଟେକ୍ କମ୍ପ୍ୟୁଟର ଏଜୁକେସନ ସେଣ୍ଟରର ସଭା ଗୃହ ଠାରେ “ପ୍ରଗତି” ମହିଳା ସଂଗଠନର ବାର୍ଷିକ ଉତ୍ସବ ଓ ଆନ୍ତର୍ଜାତିକ ମାତୃ ଦିବସ କାର୍ଯ୍ୟକ୍ରମ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ସଂଗଠନର ସଭାନେତ୍ରୀ ଶ୍ରୀମତୀ କଳ୍ପନା ପଟନାୟକଙ୍କ ଅଧ୍ୟକ୍ଷତାରେ ଏକ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମାଆକୁ ସମ୍ମାନ ଜାତିକୁ ସମ୍ମାନ ଏବଂ ମା Continue Reading