ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୪: ଗଜପତି ଜିଲ୍ଲାର ଅଗ୍ରଣୀ ମହିଳା ସଂଗଠନ “ଆକାଂକ୍ଷା” ଅନୁଷ୍ଠାନ ତରଫରୁ ପାରଳାଖେମୁଣ୍ଡି ସ୍ଥିତଗଜପତି: ‘ଆକାଂକ୍ଷା ଅନୁଷ୍ଠାନ ପକ୍ଷରୁ “ମହା ବିଷୁବ ମିଳନ” ଓ ପଣା ସଂକ୍ରାନ୍ତି ’ ଉତ୍ସବ କାର୍ଯ୍ୟକ୍ରମ ପାଳିତଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୪: ଗଜପତି ଜିଲ୍ଲାର ଅଗ୍ରଣୀ ମହିଳା ସଂଗଠନ “ଆକାଂକ୍ଷା” ଅନୁଷ୍ଠାନ ତରଫରୁ ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୪: ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆଜି ଜିଲ୍ଲାସ୍ତରୀୟ ସମ୍ବିଧାନ ପ୍ରଣେତା ଭାରତ ରତ୍ନ ଡଃ ବି:ଆର: ଆମ୍ବେଦକରଙ୍କ ୧୩୨ତମ ଜୟନ୍ତୀ ଉତ୍ସବ , ସର୍ବ ଭାରତୀୟ ଜାତି ଓ ଅନୁସୂଚିତ ଓ ପଛୁଆ ବର୍ଗ କର୍ମଜୀବୀ ମହାସଂଘ ଗଜପତି ଜିଲ୍ଲା ଶାଖା ସହଯୋଗରେ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ।ଏହି ଅବସରରେ ମହାସଂଘର ପକ୍ଷରୁ ହାଇସ୍କୁଲ୍ ଛକ ଠାରୁ ବିଭିନ୍ନ ସ୍ଲୋଗାନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୪: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଆଜି ଜିଲ୍ଲା ମିଶନ ଶକ୍ତି ବିଭାଗ ପକ୍ଷରୁ ମେଗା ଋଣ ବଣ୍ଟନ ମେଳା ଓ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ ସମେତ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଏହି କାର୍ଯ୍ୟକ୍ରମ ରେ ଅଧ୍ୟକ୍ଷତା କରି କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ କହି ଗୋଟିଏ ଛାତ ତଳେ ସମସ୍ତ ହିତାଧିକାରୀ ମାନଙ୍କୁ ବିନା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୪: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମେଳନ କକ୍ଷ ଠାରେ ଆଜି ଝିଅ ମାନଙ୍କ ନିରାପତ୍ତା ଓ ସୁରକ୍ଷା ନିୟମାବଳୀ ସମ୍ବନ୍ଧୀୟ ଏକ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାରେ ଥିବା ସମସ୍ତ ସରକାରୀ ତଥା ବେସରକାରୀ ବିଦ୍ୟାଳୟ ଓ କଲେଜର ଅଧ୍ୟକ୍ଷ , ଛାତ୍ରୀ ନିବାସର ୱାର୍ଡେନ୍ , ସୁପରିଂଟେଣ୍ଡଣ୍ଟ ପ୍ରମୁଖ ଉପସ୍ଥିତ ରହିଥିଲେ।ଅନୁଷ୍ଠିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ରେ ଅତିରିକ୍ତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୪: ପାରଳାଖେମୁଣ୍ଡି ସ୍ଥିତ ବାଲାଜୀ କଲ୍ୟାଣ ମଣ୍ଡପ ସମ୍ମିଳନୀ କକ୍ଷ ଠାରେ ଆଜି ସିସିଡି ଅନୁଷ୍ଠାନ ଓ ଜିଲ୍ଲା ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ଶସକ୍ତିକରଣ ବିଭାଗର ମିଳିତ ସହଯୋଗରେ ଜିଲ୍ଲାସ୍ତରୀୟ ବିକଳାଙ୍ଗ ପିଲା ମାନଙ୍କ ନିମନ୍ତେ ସହଯୋଗୀ ଉପକରଣ ବଣ୍ଟନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ଭିନ୍ନକ୍ଷମ ଅନୁଷ୍ଠାନ “ସମର୍ଥ”ର ସଭାପତି ଶ୍ରୀ ନିରଞ୍ଜନ ବେହେରାଙ୍କ ସଭାପତିତ୍ବରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୪ : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅନ୍ତର୍ଗତ ପ୍ରସୂତି କାଳୀନ ଏବଂ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ମଙ୍ଗଳବାର ଜିଲ୍ଲାସ୍ତରୀୟ ଜାତୀୟ ନିରାପଦ ମାତୃତ୍ଵ ଦିବସ କାର୍ୟ୍ୟକ୍ରମ ଜିଲ୍ଲା ସ୍ବାସ୍ଥ୍ୟ ସମିତିର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପାଳିତ ହୋଇ ଯାଇଛି ।ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ଏଡିପିଏଚସିଓ: ଶ୍ରୀ ନେତ୍ରାନନ୍ଦ ଶତପଥୀ କାର୍ଯ୍ୟକ୍ରମ ପାଳନର ଆଭିମୁଖ୍ୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୪: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଗଙ୍ଗାବାଡ଼ ଗ୍ରାମ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବାମଦେବ ସିଂ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୪:ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠ ସ୍ଥିତ ସେଞ୍ଚୁରିୟନ୍ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ “ସଂକଳ୍ପ” ଗତ ୬ ତାରିଖ ସନ୍ଧ୍ୟାରେ ନିଜ ସ୍କୁଲ ପରିସରରେ ଅତ୍ୟନ୍ତ ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।ସ୍କୁଲର ଏଭଳି କାର୍ଯ୍ୟକ୍ରମ କୋରାନା ବାଧକ ଯୋଗୁଁ ଦୀର୍ଘ ତିନି ବର୍ଷ ଧରି ଅନୁଷ୍ଠିତ ହୋଇ ପାରି ନ ଥିବା ବେଳେ ଚଳିତ ବର୍ଷ ଏହି ବାର୍ଷିକ ଉତ୍ସବକୁ ପାରମ୍ପରିକ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୪: ପାରଳାଖେମୁଣ୍ଡି ସ୍ଥିତ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ସେଣ୍ଟର ଫର୍ କମ୍ୟୁନିଟି ଡେଭଲପମେଣ୍ଟ” ସିସିଡି: ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷ\’ରୁ ସିସିଡି: ଅନୁଷ୍ଠାନ ସହଯୋଗରେ ଜିଲ୍ଲାସ୍ତରୀୟ “ବିଶ୍ଵ ସ୍ଵାସ୍ଥ୍ୟ ଦିବସ-୨୦୨୩” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ାଃ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୫/୨: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ଅଗ୍ରଣୀ ଲୋକ ନୃତ୍ୟ ଦଳ “ ବନ୍ଦେ ମାତରମ ” ପକ୍ଷରୁ ଭୁବନେଶ୍ବର ସ୍ଥିତ ଉତ୍କଳ ମଣ୍ଡପ ଠାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ଲୋକ ନୃତ୍ୟ ଓ ଲୋକ ସଙ୍ଗୀତ ମହୋତ୍ସବ-୨୦୨୩ କାର୍ଯ୍ୟକ୍ରମରେ ଯୋଗ ଦେଇ ଗଜପତି ଜିଲ୍ଲା ପାଇଁ ଗୌରବ ଆଣି ଦେଇଛି ।ଏହି “ବନ୍ଦେ ମାତରମ୍” ଲୋକ-ନୃତ୍ୟ ଦଳ ଉତ୍କଳ ଦିବସ ଅବସରରେ ରାଜଧାନୀ ଭୁବନେଶ୍ବର ସ୍ଥିତ ଉତ୍କଳ ମଣ୍ଡପ […]Continue Reading