ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୩ : ଐତିହ୍ୟ ସମ୍ପନ୍ନ ପାରଳାଖେମୁଣ୍ଡି ମାଟିର ପ୍ରବାଦ ପୁରୁଷ ତଥା ଦେଶଭକ୍ତ ନାଟ୍ୟକାର ଆପନ୍ନା ପରିଛାଙ୍କ ନାମରେ ଉତ୍ସର୍ଗିତ ଆପନ୍ନକ୍ଷ ପରିଛା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ” ଜନ କଲ୍ୟାଣ ପ୍ରତିଷ୍ଠାନ” ପକ୍ଷରୁ ରାଜ୍ୟ ଶିକ୍ଷା ନିର୍ଦ୍ଦେଶାଳୟ ଦ୍ଵାରା ଜିଲ୍ଲାର ପ୍ରଥମ ଗୁଣାତ୍ମକ ମାନର ଆଦର୍ଶ ବିଦ୍ୟାଳୟର ସମ୍ମାନ ପାଇଥିବା ଆପନ୍ନା ପରିଚ୍ଛା ଉଚ୍ଚ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୩: ଗଜପତି ଜିଲ୍ଲା ଗୋଷାଣୀ ବ୍ଲକର ଗୁରାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଏବଂ ବ୍ରହ୍ମପୁର ସ୍ଥିତ “ନାଭ” ସ୍ଵୀକୃତି ପ୍ରାପ୍ତ “ରୁବୀ ଚକ୍ଷୁ ଚିକିତ୍ସାଳୟ” ଓ ଲାସି ସେଣ୍ଟର ଆନୁକୁଲ୍ୟରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ପ୍ରଧାନମନ୍ତ୍ରୀ ନେତ୍ର-ଜ୍ୟୋତି କାର୍ଯ୍ୟକ୍ରମ ଅନ୍ତର୍ଗତରେ ଏକ ମାଗଣା ଚକ୍ଷୁ ପରାମର୍ଶ ଓ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୩: ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଗୁରାଣ୍ଡି- ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସ୍ଥାନୀୟ ମୀନକେତନ ଡିଗ୍ରୀ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଠାରେ “ବିଶ୍ଵ ଯକ୍ଷ୍ମା ଦିବସ-୨୦୨୩” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ସ୍ୱାସ୍ଥ୍ୟକେନ୍ଦ୍ରର ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ(ପିଏଚଇଓ) ମମତା ପାଢ଼ୀ ଅନୁଷ୍ଠିତ ସଚେତନତା କାର୍ଯ୍ୟକ୍ରମରେ ସଂଯୋଜନା କରି ଦିବସ କାର୍ଯ୍ୟକ୍ରମର ଆଭିମୁଖ୍ୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୩: ବିଶ୍ଵ ଯକ୍ଷ୍ମା ଦିବସ-୨୦୨୩ ପାଳନ ଅବସରରେ ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ଓ ଗୋଷାଣୀ ବ୍ଲକ କେରାଣ୍ଡି ଠାରେ ପଞ୍ଚାୟତ ସ୍ତରୀୟ ବିଶ୍ଵ ଯକ୍ଷ୍ମା ଦିବସ କାର୍ଯ୍ୟକ୍ରମ ଜିଲ୍ଲା ସ୍ବାସ୍ଥ୍ୟ ସମିତିର ଜାତୀୟ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଛି।ପାରଳାଖେମୁଣ୍ଡି ସ୍ଥିତ ସିଡିଏମଓ: କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ରେ ସିଡିଏମଓ: Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୩: ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ସ୍ତରୀୟ ଆଶା , ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ବାର୍ଷିକ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଜି: ତିରୁପତି ରାଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା ,ସମ୍ମାନିତ ଅତିଥି ଭାବେ ଜିଲ୍ଲା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୩: ପାରାଲଲାଖେମୁଣ୍ଡି ସ୍ଥିତ ଆରସେଟି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଆଜି ଓଡ଼ିଶା ରାଜ୍ୟ ମହିଳା କମିଶନ ପକ୍ଷରୁ ଗଜପତି ଜିଲ୍ଲାସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ସହଯୋଗରେ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଡଃ ମିନତି ବେହେରା ଯୋଗଦେଇ ମହିଳା ମାନେ ସମାଜରେ କିଭଳି ମର୍ଯ୍ୟାଦା ଓ ସମ୍ମାନର ସହ ବଞ୍ଚିପାରିବେ , ମହିଳା ମାନଙ୍କ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୩: ପାରଳାଖେମୁଣ୍ଡି ସ୍ଥିତ ୟୁ-ଟେକ୍ କମ୍ପ୍ୟୁଟର ଶିକ୍ଷା କେନ୍ଦ୍ର ପରିସରରେ ଆଜି ପ୍ରଗତି ମହିଳା ସଂଗଠନ ପକ୍ଷରୁ ଜିଲ୍ଲାସ୍ତରୀୟ ପଖାଳ ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠିତ ଏକ ସଚେତନତା ସଭା କାର୍ଯ୍ୟକ୍ରମ ଅନୁଷ୍ଠାନର ଉପଦେଷ୍ଟା ଶ୍ରୀ ହରି ମୋହନ ପଟ୍ଟନାୟକଙ୍କ ସଭାପତିତ୍ବରେ ମୁଖ୍ୟଅତିଥି ଭାବେ ସ୍ଥାନୀୟ ଉପ-କାରାଗାରର ଅଧିକ୍ଷକ ଶ୍ରୀ ହନୁମନ୍ତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୩ : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଆଜି ଗଜପତି ଜିଲ୍ଲା ସ୍ବାସ୍ଥ୍ୟ ସମିତି ଅନ୍ତର୍ଗତ ଜିଲ୍ଲା ଅନ୍ଧତ୍ବ ଦୂରୀକରଣ କାର୍ଯ୍ୟକ୍ରମ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ବିଶ୍ଵ କଳାମୋତିଆ(ଗ୍ଲୁକୋମା) ସପ୍ତାହ-୨୦୨୩ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ସିଡିଏମଓ: ଡାକ୍ତର ପ୍ରଦୀପ କୁମାର ପାତ୍ର ଏବଂ ଡିଏମଓ: ଡାକ୍ତର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୩: ଗଜପତି ଜିଲ୍ଲାର ଗୁରାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଗୋଷାଣୀ ବ୍ଲକର ବାଘଶାଳା ଗ୍ରାମ ନିକଟସ୍ଥ ସାତମାଇଲ ଗ୍ରାମ ସ୍ଥିତ ଜୁପିଟର କନଭେଣ୍ଟ ସ୍କୁଲ ପରିସରରେ ଜାତୀୟ ଟୀକାକରଣ ଦିବସ ପାଳନ ଓ ବାଲ ଆଧାର ପଞ୍ଜିକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା ବାହାରି ବିଭିନ୍ନ ସ୍ଲୋଗାନ ଦେଇ ଜନସଚେତନ କରା ଯାଇଥିଲା । ଏହାକୁ ସ୍ୱାସ୍ଥ୍ୟକେନ୍ଦ୍ରର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୩: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଆଜି ଗଜପତି ଜିଲ୍ଲା ସ୍ବାସ୍ଥ୍ୟ ସମିତି ଅନ୍ତର୍ଗତ ଜିଲ୍ଲା ଅନ୍ଧତ୍ବ ଦୂରୀକରଣ କାର୍ଯ୍ୟକ୍ରମ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ବିଶ୍ଵ କଳାମୋତିଆ(ଗ୍ଲୁକୋମା) ସପ୍ତାହ-୨୦୨୩ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ସିଡିଏମଓ: ଡାକ୍ତର ପ୍ରଦୀପ କୁମାର ପାତ୍ର ଏବଂ ଡିଏମଓ: ଡାକ୍ତର Continue Reading