ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୩: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ କଇଁପୁର ସ୍ଥିତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ଆର.କେ.ଏସ.ଏସ ଅନୁଷ୍ଠାନ ଦ୍ଵାରା ଆୟୋଜିତ ସ୍ଵୟଂ ସହାୟକ ଗୋଷ୍ଠୀର ମାଆ ମାନଙ୍କୁ ବେତ ତିଆରି ଜିନିଷ ଓ ପ୍ରକ୍ରିୟାକରଣ ସମ୍ପର୍କିତ ୧୪ ଦିନିଆ ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମକୁ ନାବାର୍ଡର ଆର୍ଥିକ ସହାୟତା ଅନ୍ତର୍ଗତ ଏମ:ଇ:ଡ଼ି:ପି: ଯୋଜନାରେ ସହାୟତା କରିଥିଲେ ।ଉକ୍ତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୩ : ୫୨ ତମ ଜାତୀୟ ସୁରକ୍ଷା ସପ୍ତାହ ପାଳନ ଅବସରରେ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଟିପିଏସଓଡିଏଲ ପାରଳାଖେମୁଣ୍ଡି ଡିଭିଜନ ତରଫରୁ ଏକ ସ୍ବେଛାକୃତ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟଅଥିତି ଭାବେ ଗଜପତି ଜିଲ୍ଲାର ସିଡିଏମଓ: ଡ଼ାଃ ପ୍ରଦୀପ କୁମାର ପାତ୍ର ଏବଂ ସଂମ୍ମାନିତ ଅତିଥି ଭାବେ ଵିଦ୍ୟୁତ ବିଭାଗ\’ର ନିର୍ବାହୀ ଯନ୍ତ୍ରୀ Continue Reading
ଗଣେଶ କୁମାର ର।ଜୁଙ୍କ ରିପୋର୍ଟଗଜପତି,୧୫/୩: ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ରଣଦେଇ ଗ୍ରାମ ଠାରେ ଗଜପତି ଜିଲ୍ଲା ଗ୍ରାହକ ଅଧିକାର ସୁରକ୍ଷା କମିଟି ପକ୍ଷରୁ “ବିଶ୍ଵ ଗ୍ରାହକ ଅଧିକାର ସୁରକ୍ଷା ଦିବସ” ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା କମିଟିର କାର୍ଯ୍ୟକାରୀ ସଭାନେତ୍ରୀ ଶ୍ରୀମତୀ ତନୁଜା ଭୁକ୍ତାଙ୍କ ସଭାପତିତ୍ବରେ ଏକ ଗ୍ରାହକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି କାର୍ଯ୍ୟକ୍ରମରେ ଶ୍ରୀ ରକମ୍ ଲୋକନାଥ , Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୩ : ପାରଳାଖେମୁଣ୍ଡି ସ୍ଥିତ ୟୁ-ଟେକ କମ୍ପ୍ୟୁଟର ସେଣ୍ଟର ଠାରେ ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟ ଅନ୍ତର୍ଗତ ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ମହିଳା ମାନଙ୍କ ଦକ୍ଷତା ବିକାଶ ନିମନ୍ତେ ଚାଲିଥିବା ୪୫ ଦିନିଆ ବିଉଟି-ପାର୍ଲର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠିତ ଉଦଯାପନୀ କାର୍ଯ୍ୟକ୍ରମ ସଭାରେ ୟୁ-ଟେକ୍ କଂପ୍ୟୁଟର ସେଣ୍ଟରର ମୁଖ୍ୟ ଶ୍ରୀ ଲୋକନାଥ ମିଶ୍ରଙ୍କ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୩: ପାରଳାଖେମୁଣ୍ଡି ସ୍ଥିତ ଶତାୟୁ ମହାବିଦ୍ୟାଳୟ ତଥା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ପୁରାତନ ଛାତ୍ର ସଂସଦର ସାଧାରଣ ପରିଷଦ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡଃ ଅଜୟ କୁମାର ତ୍ରିପାଠୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭା କାର୍ଯ୍ୟକ୍ରମରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ ଗିରିଧାରୀ ଗମାଙ୍ଗ ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଗାବରା ତିରୁପତି ରାଓ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୩ : ଓଡ଼ିଆ ଭାଷା ପ୍ରତିଷ୍ଠାନ , ଭୁବନେଶ୍ୱର ଓ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟ ,ପାରଳାଖେମୁଣ୍ଡିର ମିଳିତ ଆନୁକୂଲ୍ୟରେ ମହାବିଦ୍ୟାଳୟର ଅଡିଟରିଅମ ହଲ ଠାରେ ଜିଲ୍ଲାସ୍ତରୀୟ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ ହୋଇଯାଇଛି ।ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡ଼: ଅଜୟ କୁମାର ତ୍ରିପାଠୀ କାର୍ଯ୍ୟକ୍ରମରେ ସଭାପତିତ୍ୱ କରି ପାରଳା ମାଟିର ଜୀବନ ଓ ତାର ଭାଷା , ସାହିତ୍ୟ ଓ ସଂସ୍କୃତି କେତେ Continue Reading
ଗଜପତି,୧୧/୩: ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ରାଣିପେଣ୍ଠା ଗ୍ରାମ ସ୍ଥିତ ହୋମ ଅଫ ଲାଇଫ ହଷ୍ଟେଲର ସଭାଗୃହ ଠାରେ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ଅନ୍ତର୍ଗତ “ଫୋଷ୍ଟାକ” ର ସ୍ଵୀକୃତିପ୍ରାପ୍ତ ସ୍ବେଚ୍ଛାସେବୀ ସଂଗଠନ “ଉତ୍ସର୍ଗ” ଆନୁକୁଲ୍ୟରେ ଜିଲ୍ଲାର କାଜୁ ଫେକ୍ଟ୍ରି ଓ ଚାଉଳ ମିଲ ମାଲିକ ମାନଙ୍କୁ ନେଇ ଜିଲ୍ଲାସ୍ତରୀୟ ଖାଦ୍ୟ ନିରାପତ୍ତା ମାନକ, ସ୍ବଚ୍ଛତା ଓ ସ୍ୱାସ୍ଥ୍ୟକର ସମ୍ପର୍କିତ ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୩: ପାରଳାଖେମୁଣ୍ଡି ସହରରେ ଥିବା ଅଗ୍ରଣୀ ମହିଳା ସଂଗଠନ ‘ଆକାଂକ୍ଷା’ ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳନ କାର୍ଯ୍ୟକ୍ରମ ସଂଗଠନର ସଭାନେତ୍ରୀ ଶ୍ରୀମତୀ ଆଶାଲତା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିଥି ମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଜ୍ଵଳନ କରାଯିବା ପରେ ଆଇନଜୀବୀ ଶ୍ରୀମତୀ ଇତିଶ୍ରୀ ମହାପାତ୍ର ଅତିଥି ମାନଙ୍କୁ ମଞ୍ଚକୁ ଆବାହନ କରିଥିଲେ ଏବଂ ଶ୍ରୀମତୀ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୩ : ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ଗୁମ୍ମା ବ୍ଲକ ଅନ୍ତର୍ଗତ ଅଜୟଗଡ ପଞ୍ଚାୟତର ଆଜୟଗଡ ଗ୍ରାମ ଠାରେ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ” ଜନ କଲ୍ୟାଣ ପ୍ରତିଷ୍ଠାନ” ପକ୍ଷରୁ ଓପିଲିପି: ପ୍ରକଳ୍ପ ଅଧିନସ୍ଥ ପିଭିଟିଜି: ସ୍ଵୟଂ ସହାୟକ ଗୋଷ୍ଠୀର ମାଆ ମାନଙ୍କୁ ନେଇ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଅଜୟଗଡ ପଞ୍ଚାୟତ ଅଞ୍ଚଳର ବିଭିନ୍ନ ଗ୍ରାମର ସ୍ଵୟଂ ସହାୟକ ଦଳର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୩: ପାରଳାଖେମୁଣ୍ଡି ସ୍ଥିତ ୟୁଟେକ-କମ୍ପ୍ୟୁଟର ସେଣ୍ଟର୍ ପରିସରରେ ଆନ୍ତର୍ଜାତିକ ମହିଳା ଦିବସ ଏବଂ ହୋଲି ଉତ୍ସବ “ପ୍ରଗତି” ମହିଳା ସଙ୍ଗଠନ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଦେଶ ଓ ଜାତିର ସାମଗ୍ରିକ ବିକାଶରେ ନାରୀ ମାନଙ୍କ ଭୂମିକାଓ ଅବଦାନ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି ବକ୍ତା ମାନେ କହିଥିଲେ। ଆଜିର ବିକାଶ ଉନ୍ମୂଖୀ ଯୁଗରେ ମଧ୍ୟ ନାରୀ ସମ୍ପୁଣ୍ଣ ସୁରକ୍ଷିତ ନୁହେଁ ବୋଲି ବକ୍ତବ୍ୟ ଛଳରେ Continue Reading