ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୫/୩: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ସମ୍ମିଳନୀ କକ୍ଷ ଠାରେ ଆଗାମୀ ଗ୍ରୀଷ୍ମ ପ୍ରବାହରେ ସତର୍କ ରହିବା ଓ ଅଂଶୁଘାତର ମୁକାବିଲା କରିବା ପାଇଁ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଗଜପତି ଜିଲ୍ଲା ଜରୁରୀକାଳୀନ ଅପରେସନ ସେଣ୍ଟର ଏବଂ ଗଜପତି ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣଙ୍କ ମିଳିତ ଆୟୋଜକତ୍ୱରେ ଏବଂ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୪/୩:ବିଜେପି ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାଙ୍କୁ ପୂର୍ବ ଯୋଜନା ମୁତାବକ ପୋଲିସର ଅତର୍କିତ ଭାବେ ମରଣାନ୍ତକ ଆକ୍ରମଣ ଏବଂ ଏ ସମ୍ପର୍କରେ ରାଜ୍ୟର ବିଭିନ୍ନ ଜିଲ୍ଲା ଥାନାରେ ବିଜେପି ପକ୍ଷରୁ ଏତଲା ଦେବା ପରେ ମଧ୍ୟ କେଶ ରୁଜୁ ନ ହେବା ପ୍ରତିବାଦରେ ଆଜି ଗଜପତି ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ପୋଲିସ ଏସପି:ଙ୍କ କାର୍ଯ୍ୟାଳୟ ଠାରେ ଘେରାଉ , ବିକ୍ଷୋଭ ଓ ଗଣଧାରଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୪/୩: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ କାଇଁପୁର ପଞ୍ଚାୟତର କାଇଁପୂର ସ୍ଥିତ ରାଜୀବଗାନ୍ଧି ସେବା କେନ୍ଦ୍ର ଠାରେ ଆର:କେ:ଏସ:ଏସ: ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ନାବାର୍ଡ ସଂସ୍ଥା , ଭୁବନେଶ୍ଵର ସହାୟତାରେ ୧୨ଟି ସ୍ୱୟଂ ସହାୟକ ଗୋଷ୍ଠୀର ୫୦ରୁ ଉର୍ଦ୍ଧ୍ବ ଦଳର ନେତ୍ରୀ ମାନଙ୍କୁ ସୁଦୃଢ କରିବା ନିମନ୍ତେ ଏକ ଦକ୍ଷତା ବୃଦ୍ଧି ସଚେତନତା କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଉକ୍ତ ଶିବିର କାର୍ଯ୍ୟକ୍ରମରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩/୩: ବିଜେପି ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାଙ୍କୁ ପୂର୍ବ ଯୋଜନା ମୁତାବକ ଭାବେ ପୋଲିସ\’ର ଅତର୍କିତ ଓ ମରଣାନ୍ତକ ଆକ୍ରମଣ ପ୍ରତିବାଦ କରି ଭାରତୀୟ ଜନତା ପାର୍ଟି ପକ୍ଷରୁ ପାରଳାଖେମୁଣ୍ଡି ଥାନାରେ ବିଜେପି ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଶ୍ରୀ ବାଳକୃଷ୍ଣ ପାତ୍ର\’ଙ୍କ ନେତୃତ୍ୱରେ ଦଳୀୟ କର୍ମୀଙ୍କ ଗହଣ ଅଭିଯୋଗ ଏତଲା ଦିଆଯାଇଛି। ।ବିଜେପି: ପକ୍ଷରୁ ଦିଆ ଯାଇଥିବା ଅଭିଯୋଗ ଏତଲାରେ ଦର୍ଶାଯାଇଛି ଯେ , Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୩: ପାରଳାଖେମୁଣ୍ଡି ଠାରେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ ଓ ପାନୀୟ ଜଳ ବିଭାଗ , ରାଜ୍ୟ ସରକାରଙ୍କ ସହାୟତାରେ ଗଜପତି ଜିଲ୍ଲାର ସ୍ୱେଚ୍ଛାସେବୀ ଅନୁଷ୍ଠାନ ସିସିଡି ସହଯୋଗରେ ପଞ୍ଚାୟତ ପ୍ରତିନିଧି ମାନଙ୍କ ତିନି ଦିନିଆ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇ ଯାଇଛି ।ଏହି ତିନି ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଗୁମ୍ମା ବ୍ଲକ୍ର ୯ ଗୋଟି ଗ୍ରାମ ପଞ୍ଚାତର ମୋଟ ୨୬ ଜଣ ୱାର୍ଡ ସଭ୍ୟସଭ୍ୟା ଯୋଗ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୩: ପାରଳାଖେମୁଣ୍ଡି ସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରର ସଭାଗୃହ ଠାରେ ଆଜି ମାର୍ଚ୍ଚ-୨ ରୁ ୯ ତାରିଖ ପର୍ଯ୍ୟନ୍ତ ଆନ୍ତର୍ଜାତୀୟ ମହିଳା ଦିବସ ସପ୍ତାହ ପାଳନ ଅବସରରେ ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ଅନ୍ତର୍ଗତ ଆମ୍ବ୍ରେଲା ଯୋଜନା ଉଦ୍ଧିଷ୍ଟ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା “ସଖୀ” ୱାନ ଷ୍ଟପ କେନ୍ଦ୍ର ପକ୍ଷରୁ ଜିଲ୍ଲା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୮/୨: ପାରଳାଖେମୁଣ୍ଡି ସ୍ଥିତ ମହାରାଜଙ୍କ ବାଳକ ଉଚ୍ଚ ବିଧ୍ୟାଳୟ ଠାରେ ଶିକ୍ଷକ ଶିକ୍ଷା ନିର୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ , ଓଡିଶା, ଭୁବନେଶ୍ୱର ଆନୁକୂଲ୍ୟରେ ଓ ଜିଲ୍ଲା ଶିକ୍ଷା ଅଧିକାରୀ , ଗଜପତି ପ୍ରଦୋଷ କୁମାର ନାଇକ ଙ୍କ ନିର୍ଦେଶ କ୍ରମେ ଗଜପତି ଜିଲ୍ଲା ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି ।ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀ ଏ: ରବି କୁମାର ଏଥିରେ ଯୋଗଦେଇ ଜାତୀୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୮/୨: ପାରଳାଖେମୁଣ୍ଡି ଠାରେ ୧୯୧୯ ମସିହାରେ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଦ୍ବାରା ସ୍ଥାପିତ ହୋଇଥିବା ଶତାୟୁ ପୁରାତନ ବିଦ୍ୟାଳୟ ତଥା ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟର “ଶତବାର୍ଷିକୀ ଉତ୍ସବ” ସମାରୋହ ବିଦ୍ୟାଳୟର ପୁରାତନ ଛାତ୍ରୀ ସଂସଦ ଓ ବିଦ୍ୟାଳୟର ମିଳିତ ଆନୁକୁଲ୍ୟରେ ଅତ୍ୟନ୍ତ ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ବିଦ୍ୟାଳୟ ପରିସରରେ ମହାରାଜା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୨: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଖାଉଟି ଅଧିକାର ସୁରକ୍ଷା କମିଟି ଆନୁକୁଲ୍ୟରେ ଖାଉଟି ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ପାରଳାଖେମୁଣ୍ଡି ଠାରେ କମିଟିର ଜିଲ୍ଲା କାର୍ଯ୍ୟକାରୀ ସଭାପତି ଶ୍ରୀମତୀ ତନୁଜା ଶତପଥୀଙ୍କ ନେତୃତ୍ୱରେ ଏକ ସଚେତନତା ଶୋଭାଯାତ୍ରା ବାହାରି ବିଭିନ୍ନ ସଚେତନତା ମୂଳକ ନାରା ଦେଇ ନଗର ପରିକ୍ରମା କରିବା ସହ ସରକାରଙ୍କ ନିକଟରେ ତିନୋଟି ଦାବି ଉପସ୍ଥାନ କରା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୨: ପାରଳାଖେମୁଣ୍ଡି ସ୍ଥିତ ୧୯୧୯ ମସିହାରେ ସ୍ଥାପିତ ହୋଇଥିବା ମହାରାଜାଙ୍କ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର “ଶତବାର୍ଷିକୀ ଉତ୍ସବ ” ଚଳିତ ମାସର ଆସନ୍ତା ୨୮ ତାରିଖ ଦିନ ମହା ଆଡମ୍ବର ସହକାରେ ସ୍ଥାନୀୟ ଟାଉନ ହଲ ଠାରେ ପାଳନ ହେବ ।ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଚେମ୍ବରରେ ଶେଷ ପର୍ଯ୍ୟାୟ ପ୍ରସ୍ତୁତି ବୈଠକ ପ୍ରଧାନଶିକ୍ଷକ ଶ୍ରୀ ପ୍ରଶାନ୍ତ କୁମାର ପ୍ରଧାନଙ୍କ ସଭାପତିତ୍ବରେ Continue Reading