ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୨: ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟର ସ୍ମାର୍ଟ-ରୁମ ଠାରେ ମହାବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ “ଆନ୍ତର୍ଜାତୀୟ ମାତୃଭାଷା ଦିବସ” ପାଳିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠିତ ସଭା କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡଃ ଅଜୟ କୁମାର ତ୍ରିପାଠୀ ଅଧ୍ୟକ୍ଷତା କରି କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ Continue Reading
ଗଜପତି,୨୦/୨:ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜର ସଭାଗୃହ ଠାରେ ଯୁବ-ପ୍ରତିଭା ସଂଗଠନ ପକ୍ଷରୁ ଗାଳ୍ପିକ ନରସିଂହ ପଟ୍ଟନାୟକଙ୍କ ଗଳ୍ପ ସଙ୍କଳନ ପୁସ୍ତକ “ଏକବିଂଶ ଶତାବ୍ଦୀର ରେବତୀ ” ଏକ ବର୍ଣ୍ଣାଢ଼୍ୟପୂର୍ଣ୍ଣ କାର୍ଯ୍ୟକ୍ରମ ମଧ୍ୟରେ ପାଠକାର୍ପିତ ଓ ହୋଇଯାଇଛି ।ଅନୁଷ୍ଠିତ ପାଠକାର୍ପିତ ତଥା ସାରସ୍ବତ ସଭା କାର୍ଯ୍ୟକ୍ରମରେ ବିଶିଷ୍ଟ ସାହିତ୍ୟିକ ତଥା ଗବେଷକ ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଗଳ୍ପ ସଙ୍କଳନ ପୁସ୍ତକ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୯/୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଅଞ୍ଚଳରେ ଅନସୂଚିତ ଜନଜାତି ବସବାସ କରୁଛନ୍ତି। ଏହି ଜିଲାର ହଳଦୀ ସମଗ୍ର ବିଶ୍ୱ ଦରବାରରେ ପରିଚିତ ରହିଥିବା ବେଳେ ଜୈବିକ ପଦ୍ଧତିର ହଳଦୀ ପାଇଁ ବିଶ୍ୱ ବିଖ୍ୟାତ ହୋଇପାରିଛି। ଦିଲ୍ଲୀଠାରୁ ପଲ୍ଲୀ ପର୍ଯ୍ୟନ୍ତ କନ୍ଧମାଳ ହଳଦୀର ସ୍ବତନ୍ତ୍ର ପରିଚୟ ରହିଥିବା ବେଳେ ଏବେ ଦିଲ୍ଲୀରେ ନିଜେ ଭାରତର ପ୍ରଧାନମନ୍ତ୍ରୀ ଅତି ନିକଟରୁ କନ୍ଧମାଳ ହଳଦୀ ଗୁଣ୍ଡ ସମେତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୨:ପାରଳାଖେମୁଣ୍ଡି ସ୍ଥିତ ଗୁଣ୍ଡିଚା ମନ୍ଦିର ପଡିଆ ଠାରେ ସ୍ମାର୍ଟ-ସ୍କୁଲର ତୃତୀୟ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଉତ୍ସବରେ ଶିକ୍ଷାବିତ ଶ୍ରୀ ବିଚିତ୍ରାନନ୍ଦ ବେବର୍ତ୍ତା , ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟର ଡଃ ଅଶୋକ ମିଶ୍ର ଏବଂ ଡଃ ମିର ସାଦତ୍ ଅଲ୍ଲି ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ ।ବାର୍ଷିକ ଉତ୍ସବ ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ଥିଲେ ବେ ବ୍ରହ୍ମପୂର୍ ସ୍ଥିତ “ପ୍ରିନ୍ସ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୨: ପାରାଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସମ୍ମିଳନୀ କକ୍ଷ ଠାରେ ଆଜି ନାଟ୍ୟକାର ଆପନ୍ନା ପରିଛା ସ୍ମୃତି ସଂସଦ ପକ୍ଷରୁ ଓଡ଼ିଶା ସାହିତ୍ୟ ଏକାଡେମୀ ଭୁବନେଶ୍ୱର ଓ ଗଜପତି ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ପାରଳାର ଯୁଗଜ୍ମା ତଥା ମହାନ ଦେଶଭକ୍ତ ନାଟ୍ୟକାର ଆପନ୍ନା ପରିଛାଙ୍କ ୧୪୫ତମ ଜୟନ୍ତୀ ଉତ୍ସବ କାର୍ଯ୍ୟକ୍ରମ ମହା ଆଡମ୍ବରରେ ଅନୁଷ୍ଠିତ ହୋଇ ଯାଇଛି ।ଏହି ଅବସରରେ ଆୟୋଜିତ ସାରସ୍ୱତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୨:କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଗରିବ ହିତାଧିକାରୀଙ୍କୁ ୧୦ କେଜି ବଦଳରେ ୫ କେଜି: କାଟି ୫ କେଜି ଚାଉଳ ଦେଉଥିବା ପ୍ରତିବାଦରେ ଆଜି ପାରଳାଖେମୁଣ୍ଡି ସ୍ଥିତ ପୌର ପରିଷଦ ସମ୍ମୁଖରେ ଜିଲ୍ଲା ବିଜେଡି ପକ୍ଷରୁ ବିକ୍ଷୋଭ ଓ ଗଣଧାରଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ୫ କେଜି ଚାଉଳ କାଟି ଦେଇ ଗରିବଙ୍କ ପେଟ ସହ ପଖାଳ କଂସା ଉପରେ ଲାତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୨: ମୁଖ୍ୟମନ୍ତ୍ରୀଙ୍କ ଅପାରଗତା ପାଇଁ ରାଜ୍ୟରେ ଅରାଜକତା , ପୋଲିସ ଦ୍ବାରା ବରିଷ୍ଠ ମନ୍ତ୍ରୀଙ୍କୁ ଗୁଳି ମାରି ହତ୍ୟା ଏବଂ ବିଜେଡି ଶାସନରେ ରାଜ୍ୟବାସୀ ଅସୁରକ୍ଷିତ ଥିବା ପ୍ରତିବାଦରେ ଆଜି ପାରଳାଖେମୁଣ୍ଡି ଠାରେ ଜିଲ୍ଲା ଭାଜପା: ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହ ବିକ୍ଷୋଭ ପ୍ରଦର୍ଶନ ଓ ଗଣଧାରଣା ଭଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ପାରଳା ବିଧାୟକ ତଥା ଜିଲ୍ଲା ବିଜେପି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୧/୨: ଗଜପତି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରାଜଜଙ୍କ କୋର୍ଟ ପରିସରରେ ଆଜି ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ବର୍ଷର ପ୍ରଥମ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ-୨୦୨୩ କାର୍ଯ୍ୟକ୍ରମ ଜାତୀୟ ଆଇନସେବା ପ୍ରାଧିକରଣ ଓ ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୋଟ ୧ କୋଟି ୧୧ ଲକ୍ଷ ୭୫ ହଜାର ୭୬୯ ଟଙ୍କା ଆଦାୟ କରାଯାଇଛି ।ଏହି ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୧/୨: ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ୪ ଦିନିଆ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା କାର୍ଯ୍ୟକ୍ରମଶୁଭାରମ୍ଭ ହୋଇଯାଇଛି । ଏହି ୪ ଦିନିଆ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ।ଚାଷୀ ଭାଇଭଉଣୀଙ୍କୁ ନୂଆ ନୂଆ କୃଷି ପଦ୍ଧତି , ବୈଜ୍ଞାନିକ ଉପାୟରେ ଚାଷ କାମ , ଆଧୁନିକ ଜ୍ଞାନକୌଶଳ ଏବଂ କୃଷି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୧/୨: ଓଡ଼ିଶା ବିଧାନସଭାର କ୍ରିୟାନୁଷ୍ଠାନ କମିଟି-୬ ଶନିବାର କମିଟି ଅଧ୍ୟକ୍ଷ ଶ୍ରୀ ଅରବିନ୍ଦ ଢ଼ାଲିଙ୍କ ନେତୃତ୍ୱରେ ଗଜପତି ଜିଲ୍ଲା ଗ୍ରସ୍ତରେ ଆସି ବିଭିନ୍ନ ଯୋଜନା କାର୍ଯ୍ୟକ୍ରମର କ୍ଷେତ୍ର ପରିଦର୍ଶନ କରିବା ସହ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ ।ଏହି କମିଟିରେ ଅଧ୍ୟକ୍ଷ ଭୁବନେଶ୍ଵରର ଜୟଦେବ-ବିଧାୟକ ଶ୍ରୀ Continue Reading