Home Posts tagged reports by ganesh kumar raju (Page 30)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୨: ପାରଳାଖେମୁଣ୍ଡି ସହର ସ୍ଥିତ ମହାରାଜାଙ୍କ ପ୍ୟାଲେସ ସମ୍ମୁଖରେ ଥିବା ଶ୍ରୀ ସାଇଲାମ ଫଙ୍କସନ ହଲ ପରିସରରେ “ବନ୍ଧନ ବ୍ୟାଙ୍କର ଏକ ବ୍ରାଞ୍ଚ ଉଦଘାଟିତ ହୋଇଯାଇଛି ।ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ପରିଷଦର ଉନ୍ନୟନ ଅଧିକାରୀ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ରୋମାଞ୍ଚଳ ଖମାରୀ , ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ ।ଏହି ଅବସରରେ ମୁଖ୍ୟଅତିଥି ଶ୍ରୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୨: ପାରଳାଖେମୁଣ୍ଡି ସ୍ଥିତ ସିୟୁଟିଏମ: କେମ୍ପସରେ ସିୟୁଟିଏମ: ର ସ୍କୁଲ ଅଫ୍ ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା କେନ୍ଦ୍ର ବଜେଟ ୨୦୨୩-୨୪ ର ବିଶ୍ଳେଷଣ ର ହିସାବ-ନିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ କୁ ସିୟୁଟିଏମ: ର ରେଜିଷ୍ଟ୍ରାର ଡଃ ଅନିତା ପାତ୍ର ଉଦଘାଟନ କରିଥିବା ବେଳେ ଡଃ ଦେବୀ ପ୍ରସାଦ ଶତପଥୀ ସ୍ଵାଗତ ସମ୍ଭାଷଣ ଦେଇଥିଲେ ଏବଂ ଡିନ- ଏକାଡେମୀକସ ଏମଏସଏସଏସଓଏ: ଡଃ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୨: ପାରଳାଖେମୁଣ୍ଡି ସ୍ଥିତ ଜଳସମ୍ପଦ ବିଭାଗ ପକ୍ଷରୁ ଆଜି ବିଭାଗୀୟ କାର୍ଯ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ମହା ଆଡମ୍ବର ସହକାରେ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଜଳସମ୍ପଦ ବିଭାଗ ଏସଡିଓ: ଇଂ ମୋହିତ କୁମାର ଆଚାର୍ଯ୍ୟଙ୍କ ସଂଯୋଜନାରେ ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ପାଣି ପଞ୍ଚାୟତକୁ ଅଧି ସଶକ୍ତ କରାଇବା ସହ ବିଭିନ୍ନ ଜଳସେଚନ ପ୍ରକଳ୍ପ Continue Reading
Top Stories
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୬/୨: ପାରଳାଖେମୁଣ୍ଡି ସ୍ଥିତ ଆରଏମସି: ପ୍ରାଙ୍ଗଣ ଠାରେ ମା” ଫୁଲ ସୁନ୍ଦରୀ ପନ୍ଦରା ସମାଜର ୧୦ମ ବାର୍ଷିକ ସମ୍ମିଳନୀ, ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ଆଡମ୍ବର ସହକାରେ ଅନୁଷ୍ଠିତ ହୋଇ ଯାଇଛି ।ପନ୍ଦରା ସମାଜର ଗଜପତି ଜିଲ୍ଲା ସଭାପତି ଶ୍ରୀ ଜାନକୀ ଚରଣ ବେହେରା ଅନୁଷ୍ଠିତ ସମ୍ମିଳନୀର ସଭା କାର୍ଯ୍ୟକ୍ରମରେ ସଭାପତିତ୍ବ କରି ପନ୍ଦରା ସମାଜ ଗଠନର ଆବଶ୍ୟକତା , ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ପ୍ରାରମ୍ଭିକ ସୂଚନା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୬/୨: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷର ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ପ୍ରଦୀପ କୁମାର ନାୟକ ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୫/୨: ପଡୋଶୀ ଆନ୍ଧ୍ରର ତିରୁପତି ସ୍ଥିତ ନବଜୀବନ ସେବା ଟ୍ରଷ୍ଟ ଅନ୍ତର୍ଗତ ପାରଳାଖେମୁଣ୍ଡି ଠାରେ ଥିବା ଗଜପତି ଜିଲ୍ଲା ଶାଖା ନବଜୀବନ ଟ୍ରଷ୍ଟ ସହଯୋଗ କ୍ରମେ ସହରର ଶତାଧିକ ଗରିବ ବୃଦ୍ଧା-ବୃଦ୍ଧଙ୍କୁ ମାସିକିଆ ମାଗଣା ରେସନ୍ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ମାଗଣା ରେସନ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମରେ ନବଜୀବନ ଟ୍ରଷ୍ଟ ତିରୁପତିର ପ୍ରତିଷ୍ଠାତା ସଭାପତି ଡଃ କେ: ଶ୍ରୀଧର ଆଚାର୍ଯ୍ୟା ଯୋଗଦେଇ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୮/୧: ପାରଳାଖେମୁଣ୍ଡି ସ୍ଥିତ ବିଜେପି ଜିଲ୍ଲା କାର୍ଯ୍ୟାଳୟ ପରିସରରେ ବିଜେପି ଦଳର ଜିଲ୍ଲାସ୍ତରୀୟ କାର୍ଯ୍ୟକାରିଣୀ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି ।ବିଜେପି ଜିଲ୍ଲା ସଭାପତି ତଥା ପାରଳା ବିଧାୟକ ଶ୍ରୀ କେ: ନାରାୟଣ ରାଓଙ୍କ ସଭାପତିତ୍ବରେ ବୈଠକ କାର୍ଯ୍ୟକ୍ରମରେ ବିଜେପିର ରାଜ୍ୟ ଯୁବ ସଭାପତି ଶ୍ରୀ ଇରାଶିସ ଆଚାର୍ଯ୍ୟ ଏବଂ ବିଜେପିର ରାଜ୍ୟ ଉପସଭାପତି ତଥା ପୂର୍ବତନ ଏମପି ଶ୍ରୀ ବଳଭଦ୍ର ମାଝୀ ଅତିଥି ଭାବେ ଯୋଗ ଦେଇ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୭/୧: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନିକଟସ୍ଥ ବେତାଗୁଡ଼ା ଠାରେ ଥିବା ଜବାହର ନବୋଦୟ ବିଦ୍ୟାଳୟ ପରିସରରେ ଆଜି ଯଶଶ୍ଵି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଙ୍କ ପ୍ରାୟୋଜିତ “ପରୀକ୍ଷା ପେ ଚର୍ଚ୍ଚା-୨୦୨୩” ଷଷ୍ଠ ସଂସ୍କରଣ ବଡ଼ ପରଦାରେ ପ୍ରଦର୍ଶିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବିଦ୍ୟାଳୟର ମିଟିଂ ହଲ ଠାରେ ବିଦ୍ୟାଳୟ ପକ୍ଷରୁ ନବମ ଶ୍ରେଣୀ ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୧: ପାରଳାଖେମୁଣ୍ଡି ସ୍ଥିତ ୟୁନିଅନ ବ୍ୟାଙ୍କ୍ ଅନ୍ତର୍ଗତ ଆରସେଟି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଗଜପତି ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାସ୍ତରୀୟ ୧୩ ତମ ଜାତୀୟ ମତଦାତା ଦିବସ -୨୦୨୩ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଏହି କାର୍ଯ୍ୟକ୍ରମ ରେ ଅଧ୍ୟକ୍ଷତା କରି ଦିବସ ପାଳନର ଆଭିମୁଖ୍ୟ ସମ୍ପର୍କରେ କହି ଅଧିକରୁ ଅଧିକ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୧: ପାରଳାଖେମୁଣ୍ଡି ସ୍ଥିତ ସିଡିଏମଓ: ଙ୍କ କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ କନ୍ୟା ସନ୍ତାନ ଦିବସ ପାଳନ ଅବସରରେ ଜିଲ୍ଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ପ୍ରଥମେ ସିଡିଏମଓ:ଙ୍କ କାର୍ଯ୍ୟାଳୟ ପରିସରରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ଥିଲା । ଏହାକୁ ସିଡିଏମଓ: ଡ଼ାଃ ପ୍ରଦୀପ କୁମାର ପାତ୍ର ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ Continue Reading
Seo wordpress plugin by www.seowizard.org.