Home Posts tagged reports by ganesh kumar raju (Page 31)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୧: ଭାରତର ସର୍ବୋତ୍ତମ ବେସରକାରୀ ଦକ୍ଷତା ବିକାଶ ବିଶ୍ୱବିଦ୍ୟାଳୟ ଗଜପତି ଜିଲ୍ଲା ସ୍ଥିତ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟର କୃଷି ବୈଷୟିକ ଶିକ୍ଷା ଏବଂ ଗବେଷଣା ଭିତ୍ତିକ ଶିକ୍ଷା କେନ୍ଦ୍ରର ଏକ ଅଙ୍ଗ ଏମ:ଏସ ସ୍ୱାମୀନାଥନ୍ ସ୍କୁଲ୍ ଅଫ୍ କୃଷି ଓଡିଶା , ସାଉଥ୍ ଆଫ୍ରିକା ସ୍ଥିତ ଏଓଏମ: ଗ୍ଲୋବାଲ ସହ ଏକ ସହଭାଗିତା କରିଅଛି । ଏହା ଗବେଷଣାକାରୀ , ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀ ମାନଙ୍କ ସହଯୋଗରେ କୃଷି କ୍ଷେତ୍ରର ବିକାଶ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୧: ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତୀ ତଥା ପରାକ୍ରମ ଦିବସ ଉପଲକ୍ଷେ ଶିକ୍ଷା ମନ୍ତ୍ରଣାଳୟ , ଭାରତ ସରକାରଙ୍କ ତରଫରୁ ଦେଶର ବିଭିନ୍ନ ବିଦ୍ୟାଳୟ\’ରେ ଅନେକ ରଚନାତ୍ମକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ।ଏହି ଅବସରରେ ଗଜପତି ଜିଲ୍ଲାର ଛାତ୍ରଛାତ୍ରୀ ମାନଙ୍କ ମନରୁ ପରୀକ୍ଷା ଚାପକୁ ଦୂର କରିବା ପାଇଁ ଏବଂ ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା ରେ ଦେଇଥିବା ମନ୍ତ୍ର କୁ ଛାତ୍ରଛାତ୍ରୀଙ୍କ ମନରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୧: ଓଡ଼ିଶା”ରେ ପ୍ରଥମ କରି ଗଜପତି ଜିଲ୍ଲାର ୭ ଟି ଧାନକ୍ରୟ ମଣ୍ଡିରେ ଜିଲ୍ଲା ପ୍ରଶାସନଙ୍କ ନିର୍ଦ୍ଦେଶ କ୍ରମେ ମଣ୍ଡିକୁ ଆସୁଥିବା ଚାଷୀଙ୍କ ବିଶେଷ ସୁବିଧା ନିମନ୍ତେ ପାରଳାଖେମୁଣ୍ଡି ଆରଏମସି: ପକ୍ଷରୁ ଖୋଲା ଯାଇଛି କୃଷକ କେଣ୍ଟିନ ବା ଭୋଜନାଳୟ ।ଚାଷୀ ମାନଙ୍କ ହିତ ପାଇଁ ଗଜପତି ଜିଲ୍ଲାର ୭ ଟି ମଣ୍ଡିରେ ଏଭଳି କୃଷକ କେଣ୍ଟିନ ତଥା ଭୋଜନାଳୟ ବ୍ୟବସ୍ଥାର ଆରମ୍ଭ କରାଯାଇ ସେଠାରେ ଚାଷୀ ମାନଙ୍କୁ ମାଗଣାରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୧ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ବନଖଣ୍ଡ ଅନ୍ତର୍ଗତ ୭ ଟି ବନ-ରେଞ୍ଜର ଥିବା ୪୦ଟି ୟୁନିଟରେ ସରିଲା ପକ୍ଷୀ ଗଣନା କାର୍ଯ୍ୟକ୍ରମ ।ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗର ନିର୍ଦ୍ଦେଶ କ୍ରମେ ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ତଥା ଡିଏଫଓ: ଶ୍ରୀ ଅମ୍ଳାନ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏସିଏଫଓ: ଶ୍ରୀ ଅଶୋକ କୁମାର ବେହେରାଙ୍କ ନେତୃତ୍ୱରେ ଏହି ପକ୍ଷୀ ଗଣନା କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି ।ଏହି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୧: ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ସାମନା ରାଜଦାଣ୍ଡ ଠାରେ ପାରଳାଖେମୁଣ୍ଡି ସହରର ଏକ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭକ୍ତି ” ପୁଷ୍ପାଞ୍ଜଳି ସାଂସ୍କୃତିକ ସଂସଦ ” ପକ୍ଷରୁ ପବିତ୍ର ମକର ଉତ୍ସବ-୨୦୨୩ ପାଳନ ଅବସରରେ ରଙ୍ଗାରଙ୍ଗ ନୃତ୍ୟ ଓ ଭକ୍ତି ସଙ୍ଗୀତ ପରିବେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଆୟୋଜିତ ଉଦଘାଟନୀ ସଭା କାର୍ଯ୍ୟକ୍ରମରେ ସଂସଦର ସଭାପତି ଶ୍ରୀ ହରୀ ମୋହନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରି;ପୋର୍ଟଗଜପତି,୧୩/୧:ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତ୍ୟେଷିଣୀ ସମାଜର ସଭାଗୃହ ଠାରେ ଜାତୀୟ ଯୁବ ଦିବସ ତଥା ମହାନ୍ ଦାର୍ଶନିକ ସ୍ୱାମୀ ଵିବେକାନନ୍ଦଙ୍କ ୧୬୦ ତମ ଜୟନ୍ତୀ କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ସ୍ୱାମୀ ଵିବେକାନନ୍ଦ ଲୋକ ସଂସଦର ଯୁବ ବିଭାଗ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଗବେଷକ ତଥା ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ସଭାପତିତ୍ବରେ ଶ୍ରୀ କୃଷ୍ଣଚନ୍ଦ୍ର ସ୍ଵୟଂଶାସିତ ମହାବିଦ୍ୟାଳୟର ଓଡ଼ିଆ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଓଡିଶା ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣ ଓ ଗଜପତି ଜିଲ୍ଲା ପ୍ରଶାସନ ମିଳିତରେ ଜିଲ୍ଲା ନିୟୋଜନ କାର୍ଯ୍ୟାଳୟ ସହଯୋଗରେ ଶିକ୍ଷିତ ବେକାର ଯୁବକ ଯୁବତୀ ମାନଙ୍କ ନିମନ୍ତେ ଜିଲ୍ଲାସ୍ତରୀୟ ଏକ ମେଗା ନିଯୁକ୍ତି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଆୟୋଜିତ ଉଦଘାଟନୀ କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୧/୧: କେନ୍ଦ୍ର ସରକାରଙ୍କ ରେଳ ଓ ବୟନ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ଦର୍ଶନକ୍ଷ ଜର୍ଦୋସ ଦିନିକିଆ ଗଜପତି ଜିଲ୍ଲା ଗ୍ରସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇ ଓ ତାର ସମୀକ୍ଷା କରି ଫେରି ଯାଇଛନ୍ତି ।କେନ୍ଦ୍ର ରେଳ ଓ ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ଜର୍ଦୋସ ପ୍ରଥମେ ପାରଳାଖେମୁଣ୍ଡି ସ୍ଥିତ ସର୍କିଟ ହାଉସ ଠାରେ ଜିଲ୍ଲା ପ୍ରଶାସନ ସହ କେନ୍ଦ୍ର ସରକାରଙ୍କ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୧: ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତ୍ୟେଷିଣୀ ସମାଜର ସଭାଗୃହ ଠାରେ ପାରଳା ସହରର ଅବସରପ୍ରାପ୍ତ କର୍ମଚାରୀ ସଂଘର ଏକ ଜରୁରୀ ବୈଠକ ଓ ନୂତନ କର୍ମକର୍ତ୍ତା ମନୋନୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ସଂଘର ସଭାପତି ଆଚାର୍ଯ୍ୟ ବିନୋଦ ଚନ୍ଦ୍ର ଜେନାଙ୍କ ଅଧ୍ୟକ୍ଷତାରେ ଏହି ସମସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି କାର୍ଯ୍ୟକ୍ରମରେ ନିର୍ବାଚନ ଅଧିକାରୀ ଭାବେ ତଥା ସ୍ବତନ୍ତ୍ର ଭାବେ ଅତିଥି ସଂଘର ଉପଦେଷ୍ଟା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠ ଠାରେ ଥିବା ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ହାକଥନ ଅନୁଷ୍ଠିତ ହୋଇଯାଇଛି ।ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ପଟ୍ଟନାୟକଙ୍କ ସଭାପତିତ୍ବରେ ଶ୍ରୀ କୃଷ୍ଣଚନ୍ଦ୍ର ସ୍ଵୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଅଜୟ କୁମାର ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ ସମୟ ସହ ତାଳ ମିଶାଇ ପ୍ରଯୁକ୍ତି ବିଦ୍ୟା ଅଧ୍ୟୟନ Continue Reading
Seo wordpress plugin by www.seowizard.org.