ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୧୨: ଚାଷୀଙ୍କ କୃଷି ଉତ୍ପାଦର ଉଚିତ୍ ମୂଲ୍ୟ ସମେତ ପ୍ରତ୍ୟେକ ଚାଷୀ ପରିବାରକୁ ମାସିକ ୫ ହଜାର ଟଙ୍କା ସୁରକ୍ଷା ଭତ୍ତା ଏବଂ ସକଳ ସ୍ତର\’ରେ ଚାଷୀଙ୍କୁ ସମ୍ମାନ ଦେବା ଦାବୀରେ ପାରଳାଖେମୁଣ୍ଡି ସ୍ଥିତ ଆରଏମସି କାର୍ଯ୍ୟାଳୟ ପରିସରରେ ଜିଲ୍ଲା ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଏକ ବିରାଟ ଚାଷୀ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ସଙ୍ଗଠନର ଜିଲ୍ଲା ପ୍ରଭାରୀ ଶ୍ରୀ ରଣଜିତ୍ ପଟ୍ଟନାୟକଙ୍କ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୧୨: ବ୍ରହ୍ମପୁର ସ୍ଥିତ ୱାନ-ଓଡ଼ିଶା ନାଭାଲ ୱିଙ୍ଗ ଏନସିସିର କମାଣ୍ଡିଂ ଅଫିସର୍ ଶ୍ରୀ କିଶୋର ଚନ୍ଦ୍ର ରାଉତ ଓ ମୁଖ୍ୟ ପ୍ରଶିକ୍ଷକ ଶ୍ରୀ ସୁକାନ୍ତ କୁମାର ନାୟକ ଏକ ଦିନିକିଆ ପାରଳାଖେମୁଣ୍ଡି ଗସ୍ତରେ ଆସି ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ପହଞ୍ଚିଥିଲେ ।ବିଦ୍ୟାଳୟର ଏନସିସି: ନାଭାଲ ଓ ଆର୍ମୀ କ୍ୟାଡେଟ ମାନେ ଶ୍ରୀ ରାଉତଙ୍କୁ ଫୁଲତୋଡ଼ା ଦେଇ ଉତ୍ସର୍ସିତ୍ ସମ୍ବର୍ଦ୍ଧନା ଜ୍ଞାପନ କରିବା ସହ ପାଛୋଟି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୧୨: ଭିନ୍ନକ୍ଷମ ଅନୁଷ୍ଠାନ ସମର୍ଥ ପକ୍ଷରୁ ଭିନ୍ନକ୍ଷମ ଭାଇ ଭଉଣୀ ମାନଙ୍କୁ ନେଇ ଦୁଇ-ଦିନିଆ ଏକ ସଚେତନତା ତାଲିମ ଶିବିର କାର୍ଯ୍ୟକ୍ରମ ସାଇଟ୍-ସେଭର୍ସ୍ ଇଣ୍ଡିଆ ର ଆର୍ଥିକ ସହାୟତାରେ ପାରଳାଖେମୁଣ୍ଡି ସ୍ଥିତ “ସିସିଡ଼ି” ସ୍ୱେଚ୍ଛାସେବୀ ଅନୁଷ୍ଠାନର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଅଛି ।ଏହି ସଚେତନତା ତାଲିମ ଶିବିର କାର୍ଯ୍ୟକ୍ରମକୁ ପାରଳାଖେମୁଣ୍ଡି ବିଧାୟକ ଶ୍ରୀ କେ: ନାରାୟଣ ରାଓ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୧୨: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆଜି ଗଜପତି ଜିଲ୍ଲା ସ୍ତରୀୟ ଭୋଟର ସଚେତନତା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ସବୁଜ ପତାକା ଦେଖାଇ ଏହି ଭୋଟର ସଚେତନତା ରଥର ଶୁଭାରମ୍ଭ କରିଥିଲେ ।ଏହି ସଚେତନତା ରଥ ଗଜପତି ଜିଲ୍ଲାର ସମସ୍ତ ବ୍ଲକ୍ ଓ ଗ୍ରାମ ପଞ୍ଚାୟତରେ ବୁଲି ପ୍ରଚାର ପ୍ରସାର କରିବା ସହ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୧୨: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକରେ ଥିବା ପୁରାଣ ପ୍ରସିଦ୍ଧ ଶୈବପୀଠ ମହେନ୍ଦ୍ରଗିରିକୁ ପବିତ୍ର ତୀର୍ଥ ସ୍ଥାନର ମାନ୍ୟତା ଦିଆଯିବା ନିମନ୍ତେ ମହେନ୍ଦ୍ରଗିରି ସଂସ୍କୃତି ବିକାଶ ସମିତି ପକ୍ଷରୁ ମୁଖ୍ୟ ଶାସନ ସଚିବ , ଓଡ଼ିଶାଙ୍କ ଉଦ୍ଦେଶ୍ୟରେ ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲାପାଳଙ୍କ ଜରିଆରେ ଏକ ସ୍ମାରକପତ୍ର ପ୍ରଦାନ କରା ଯାଇଥିବା ସମିତି ପକ୍ଷରୁ କୁହାଯାଇଛି ।ସ୍ମାରକପତ୍ରରେ ଦର୍ଶାଯାଇଛି ଯେ , ଗଜପତି ଜିଲ୍ଲା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୧୨ : ଗଜପତି ଜିଲ୍ଲା କାଶୀନଗର ସ୍ଥିତ ବ୍ଲକ କୃଷି କାର୍ଯ୍ୟାଳୟ ଠାରେ ସ୍ବେଛାସେବୀ ଅନୁଷ୍ଠାନ ସିସିଡ଼ି , ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ଓଡିଶା ମିଲେଟ ମିଶନର ମିଳିତ ସହଯୋଗରେ କାଶୀନଗର ବ୍ଲକରେ ମାଣ୍ଡିଆ କ୍ରୟ ପାଇଁ ଚାଷୀ ପଞ୍ଜିକରଣ ସଚେତନତା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ କାଶୀନଗର ତହସିଲଦାର ଶ୍ରୀ ଆଶିଷ ପ୍ରଧାନ ଅତିଥି ଭାବେ ଯୋଗଦେଇ ଏହି ସଚେତନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୧୨: ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ପି: ଅନ୍ତରଡା ଗ୍ରାମ ସ୍ଥିତ ପଞ୍ଚାୟତର ଭାରତ ନିର୍ମାଣ ରାଜୀବ ଗାନ୍ଧୀ ହଲ ପରିସରରେ ପଡୋଶୀ ଆନ୍ଧ୍ର ସ୍ଥିତ ଶ୍ରୀକାକୁଲମ ସହରର ପ୍ରତିଷ୍ଠିତ ଜେମ୍ସ ହସ୍ପିଟାଲ ତରଫରୁ ମାଗଣା ସ୍ୱାସ୍ଥ୍ୟ ଚିକିତ୍ସା-ସେବା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି କ୍ଷଉକ୍ତ ମାଗଣା ସ୍ବାସ୍ଥ୍ୟ ଶିବିରକୁ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ଗୀତାଞ୍ଜଳି ମଣ୍ଡଳ ଅତିଥି ଭାବେ ଯୋଗଦେଇ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୪/୧୨:ପାରଳାଖେମୁଣ୍ଡି ସ୍ଥିତ ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଓଡିଶା ରାଜ୍ୟ ବିଦ୍ୟୁତ୍ ଶ୍ରମିକ କର୍ମଚାରୀ ସଙ୍ଘ ପାରଳାଖେମୁଣ୍ଡି ଶାଖାର ବାର୍ଷିକ ବୈଠକ ଓ ନିର୍ବାଚନୀ ସଭା କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ସଂଘର କାର୍ଯ୍ୟକାରୀ ସଭାପତି ଶ୍ରୀ ଦୀନବନ୍ଧୁ ମହାନ୍ତି , ରାୟଗଡା ସର୍କଲ ସମ୍ପାଦକ ଶ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ମହାପାତ୍ର , ଗୁଣୁପୁର ଡିଭିଜନର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୪/୧୨: ଭାରତୀୟ ମଜଦୂର ସଂଘ ସଂଲଗ୍ନ ଓଡିଶା ରାଜ୍ୟ ଆଶାକର୍ମୀ ସଂଘ ଗଜପତି ଜିଲ୍ଲା ଶାଖା ପକ୍ଷରୁ ପାରଳାଖେମୁଣ୍ଡି ଠାରେ ୭ଦଫା ଦାବି ପୂରଣ ନେଇ ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହ ବିକ୍ଷୋଭ ପ୍ରଦର୍ଶନ ଓ ଜେଲ-ଭରୋ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଆଶାକର୍ମୀ ମାନଙ୍କ ଦୀର୍ଘ ଦିନ ହେଲାଣି ସେମାନଙ୍କ ବିଭିନ୍ନ ନ୍ୟାର୍ଯ୍ୟ ତଥା ମୌଳିକ ଦାବୀ ଗୁଡ଼ିକ ପୁରଣ ହୋଇ ନ ଥିବା ଯୋଗୁଁ ସେହି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୪/୧୨: ଗଜପତି ଜିଲ୍ଲା ଶିଶୁ କଲ୍ୟାଣ ସମିତିରେ ଅଧ୍ୟକ୍ଷ ଓ ସଭ୍ୟସଭ୍ୟା ପଦବୀ ଚୟନ ଓ ନିଯୁକ୍ତି ପ୍ରକ୍ରିୟାରେ ଚଞ୍ଚକତା କରାଯାଇ ଜିଲ୍ଲାବାସୀଙ୍କ ପ୍ରତି ଘୋର ଅନ୍ୟାୟ , ଉପେକ୍ଷା ଓ ଅବହେଳା କରା ଯାଇଛି ବୋଲି ଜିଲ୍ଲାର ଆଶାୟୀ ପ୍ରାର୍ଥୀ ଓ ପାରଳାଖେମୁଣ୍ଡି ସହରର ବୁଦ୍ଧିଜୀବୀ ମାନେ ଅଭିଯୋଗ କରିଛନ୍ତି ।ଏମାନେ ଏଭଳି ଚଞ୍ଚକତା ହୋଇଥିବା ବିରୋଧରେ ଗଜପତି ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହୋଇ ସରକାରଙ୍କ ଉଦ୍ଦେଶ୍ୟରେ ଏକ Continue Reading