ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୧୨: ଓଡିଶା ପରିବେଶ ସମିତି ଆନୁକୁଲ୍ୟରେ ଏବଂ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ଆଞ୍ଚଳିକ ଶାଖା ରାୟଗଡାଙ୍କ ପୃଷ୍ଠ ପୋଷକତା ମାଧ୍ୟମରେ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଭିନ୍ନ ପ୍ରକାରର ଚାରା , ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଚାରା ରୋପଣ କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ଗୁମ୍ମା ବ୍ଲକ୍ ଅନ୍ତର୍ଗତ କୁରଲୁଣ୍ଡାଗୁଡ଼ା , ତୋଟାବାଡ଼ , ରାମନଗର , ସୀତାନଗର , ପାରସମ୍ଭା , ବୁରୁଡ଼ା ପ୍ରଭୃତି ଆଦିବାସୀ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୧୨:ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଶ୍ୱାସ ଥହ୍ୟ ସମିତି ପକ୍ଷରୁ ଜିଲ୍ଲାସ୍ତରୀୟ ସାର୍ବଜନୀନ ସ୍ୱାସ୍ଥ୍ୟ-ସେବା ଦିବସ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲାମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ାଃ ପ୍ରଦୀପ କୁମାର ପାତ୍ର ଅଧ୍ୟକ୍ଷତା କରି ଦିବସ ପାଳନର ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୧/୧୨:ପାରଳାଖେମୁଣ୍ଡି ସ୍ଥିତ ୟୁ-ଟେକ୍ କମ୍ପ୍ୟୁଟର ଶିକ୍ଷା କେନ୍ଦ୍ରର ସମ୍ମିଳନୀ କକ୍ଷ ଠାରେ ଆଜି ଗଜପତି ଜିଲ୍ଲା ଆନ୍ତର୍ଜାତିକ ମାନବାଧିକାର ରକ୍ଷକ ଆନୁକୁଲ୍ୟରେ ବିଶ୍ଵ ମାନବ ଅଧିକାର ଦିବସ-୨୦୨୨ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମାନବ ଅଧିକାର ରକ୍ଷକ ଜିଲ୍ଲା ଶାଖା ସଭାପତି ଶ୍ରୀ କୈଳାଶ ଚନ୍ଦ୍ର ଗୌଡଙ୍କ ସଭାପତିତ୍ବରେ ଏହି କାର୍ଯ୍ୟକ୍ରମରେ ସିଡିଏମଓ: ଡ଼ାଃ ପ୍ରଦୀପ କୁମାର ପାତ୍ର ଏବଂ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୧୨: ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଗଜପତି ଜିଲ୍ଲା ସଖୀ ୱାନ-ଷ୍ଟପ କେନ୍ଦ୍ର ଆନୁକୁଲ୍ୟରେ ମହିଳା ଓ କନ୍ୟା ହିଂସା ବିରୋଧୀ ସଚେତନତା କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସରୋଜ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଚେତନତା କର୍ମଶାଳା କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ତଥା ଅବସରପ୍ରାପ୍ତ ପ୍ରଧାନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୧୨: ଗଜପତି ଜିଲ୍ଲା ଅନ୍ତର୍ଗତ ଗୁମ୍ମା ବ୍ଲକ ଗୁମ୍ମା ସ୍ଥିତ କୃଷି କାର୍ଯ୍ୟାଳୟ ଠାରେ ସ୍ବେଛାସେବୀ ଅନୁଷ୍ଠାନ ସିସିଡ଼ି ଏବଂ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ତଥା ଓଡିଶା ମିଲେଟ ମିଶନ ମିଳିତ ସହଯୋଗରେ ମାଣ୍ଡିଆ କ୍ରୟ ପାଇଁ ଚାଷୀ ପଞ୍ଜିକରଣ ସଚେତନତା ରଥକୁ ବ୍ଲକ୍ କୃଷି ଅଧିକାରୀ ଶ୍ରୀ ନାରାୟଣ ଚାନ୍ଦ , ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।ଏହି କାର୍ଯ୍ୟକ୍ରମରେ ବ୍ଲକ୍ ଅତିରିକ୍ତ କୃଷି ଅଧିକାରୀ ସୁଶ୍ରୀ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୧୨: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସିଡିଏମଓ:ଙ୍କ କାର୍ଯ୍ୟାଳୟ ଠାରେ ଆଜି ଜିଲ୍ଲାର କାର୍ଯ୍ୟରତ ବହୁମୁଖି ସ୍ୱାସ୍ଥ୍ୟକର୍ମୀ ଓ ସ୍ଵାସ୍ଥ୍ୟ ପରିଦର୍ଶକ ମାନଙ୍କ ପକ୍ଷରୁ ୫ ଦଫା ଦାବିର ସମାଧାନ ନେଇ ସରକାରଙ୍କ ଉଦ୍ଦେଶ୍ୟରେ ସିଡିଏମଓ: ଡ଼ାଃ ପ୍ରଦୀପ କୁମାର ପାତ୍ରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି ।ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧୀନରେ ତୃଣମୂଳ ସ୍ତରରେ କାର୍ଯ୍ୟରତ ହଜାର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୧୨ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଆନିକଟ ନିଳକଣ୍ଠ ପୁର ଗ୍ରାମ ଠାରେ ଅବସ୍ଥିତ ତଥା ବିଗତ ୦୭ ଡିସେମ୍ବର ୨୦୧୫ ସାଲରେ ପ୍ରତିଷ୍ଠା ହୋଇଥିବା ଗିଫ୍ଟ ମଡେଲ ସ୍ଖୁଲର ସପ୍ତମ ମହିଳା ପ୍ରତିଷ୍ଠା ଦିବସ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି ।ପ୍ରତିବର୍ଷ ଏହି ଦିନଟିକୁ ବିଦ୍ୟାଳୟରେ ଡାଇରେକ୍ଟର ରେଭ୍ ଆମୋଦ୍ କୁମାର ବର୍ଦ୍ଧନ ତତ୍ତ୍ବାବଧାନ ଓ ରେଭ୍ ଶାନ୍ତ ମୂର୍ତ୍ତୀ ବର୍ଦ୍ଧନ\’ଙ୍କ ପରିଚାଳନାରେ ପରିଚାଳିତ । Continue Reading
AHMEDABAD, DEC 8: Prime Minister Narendra Modi’s Bharatiya Janata Party on Thursday headed for a record victory in Gujarat as counting of votes entered the last leg, giving the ruling party a lead in 100 seats and a win in another 57 seats in the 182-member state assembly. The Congress party was seen finishing a […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୬/୧୨: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠ ବେତାଗୁଡ଼ା ସ୍ଥିତ ରିଜର୍ଭ ପୋଲିସ ପ୍ୟାରେଡ଼ ଗ୍ରାଉଣ୍ଡ ଠାରେ ଜିଲ୍ଲାସ୍ତରୀୟ ୬୦ ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ-୨୦୨୨ ତଥା “ନିଷ୍କମକ୍ଷ ସେବା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ଆରକ୍ଷୀ ଅଧିକ୍ଷକ ତଥା ହୋମ-ଗାର୍ଡ କମାଣ୍ଡେଣ୍ଟ ଏଏସପି: ଶ୍ରୀ ବାମଦେବ ସିଂହ ମୁଖ୍ୟଅତିଥି ଭାବେ ଯୋଗଦେଇ ସମ୍ମିଳିତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୫/୧୨: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସମେତ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା , ମୂଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ–ଜିଲ୍ଲାପରିଷଦ ଶ୍ରୀ Continue Reading