Home Posts tagged reports by ganesh kumar raju (Page 38)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୧୧: ଓଡିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ସହାୟତାରେ “ସିସିଡି” ଅନୁଷ୍ଠାନ ଆନୁକୁଲ୍ୟରେ ୱାର୍ଡ ସଭ୍ୟସଭ୍ୟାଙ୍କ ନିମନ୍ତେ ତିନି-ଦିନିଆ ପ୍ରାରମ୍ଭିକ ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଉଦଯାପିତ ହୋଇ ଯାଇଛି ।ଏହି ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମରେ ଜିଲ୍ଲାର ଗୁମ୍ମା ବ୍ଲକ୍ ଅନ୍ତର୍ଗତ ପରିଡା , ଗାଇବା , ବୃଷଭ ଓ ବାଇଝଲ୍ ପଞ୍ଚାୟତର ୩୦ ଜଣ ୱାର୍ଡ ସଭ୍ୟସଭ୍ୟା ଯୋଗ ଦେଇ ଥିଲେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୧୧: ଆମ୍ ଆଦମୀ ପାର୍ଟି ଗଜପତି ଜିଲ୍ଲା ତରଫରୁ ଜିଲ୍ଲାର ମୋହନା ବ୍ଲକ ଅନ୍ତର୍ଗତ ବିରିକୋଟ ଠାରେ ଏକ ଜନ ସଚେତନତା ସମାବେଶ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଆପ୍ ଓଡ଼ିଶା ରାଜ୍ୟ ଆବାହକ ଶ୍ରୀ ନିଶିକାନ୍ତ ମହାପାତ୍ର ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ଗଜପତି ଜିଲ୍ଲା ପ୍ରତି ରାଜ୍ୟ ସରକାର ଅବହେଳା କରୁଥିବା ଏବଂ ଆଦିବାସୀ ଅଧ୍ୟୁଷିତ ଏହି ଜିଲ୍ଲାର ଦୁର୍ଗମ ଗ୍ରାମାଞ୍ଚଳରେ ଶିକ୍ଷା, ସ୍ୱାସ୍ଥ୍ୟ, ବିଜୁଳି, ପାଣି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତ,୨୪/୧୧: ଗଜପତି ଜିଲ୍ଲାରେ ମହିଳା ଓ ଶିଶୁ ମାନଙ୍କ ଠାରେ ରକ୍ତହୀନତା ଦୂର କରିବା ତଥା ଏନିମିଆ ମୁକ୍ତ ଲକ୍ଷ୍ୟ ଅଭିଯାନ ପାଇଁ “ଅମ୍ଳାନ” କାର୍ଯ୍ୟକ୍ରମର ଶୁଭାରମ୍ଭ ପାରଳାଖେମୁଣ୍ଡି ସ୍ଥିତ ଗାନ୍ଧୀ ସ୍ମୃତି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜିଳସ୍ୱାସ୍ଥ୍ୟ ସମିତି ପକ୍ଷରୁ ଅନୁଷ୍ଠିତ ହୋଇ ଯାଇଛି ।ଗର୍ଭସ୍ଥ ଓ ପ୍ରସୂତି ମହିଳା ଏବଂ ଶିଶୁ ମାନଙ୍କ ଠାରେ ରକ୍ତହୀନତା ଦୂର କରିବା ଦିଗରେ ଏହି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୧୧: ପାରଳାଖେମୁଣ୍ଡି ସ୍ଥିତ ଆଦର୍ଶ ଥାନା ପରିସରରେ ଗଜପତି ପୋଲିସ ପ୍ରଶାସନ ପକ୍ଷରୁ ପାରଳାଖେମୁଣ୍ଡି ସହରର ବରିଷ୍ଠ ନାଗରିକ ଓ କିନ୍ନର ମାନଙ୍କୁ ନେଇ ଏକ ସଚେତନତା ବୈଠକ ସମେତ ପରିଚୟ ପତ୍ର କାର୍ଡ ବଣ୍ଟନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଏସପି ଶ୍ରୀ ଜୟରାମ ଶତପଥିଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୧୧: ମହାରାଷ୍ଟ୍ରର ନାଗପୁର ସ୍ଥିତ ମୌଳିକ ବିଜ୍ଞାନ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଦ୍ବାରା ଆୟୋଜିତ “ଅପୂର୍ବ ବିଜ୍ଞାନ ମେଳାର ରଜତ ଜୟନ୍ତୀ କାର୍ଯ୍ୟକ୍ରମ ପାଳନ ଅବସରରେ ବିଜ୍ଞାନ ଶିକ୍ଷାକୁ ସରଳୀକୃତ କରି ଛାତ୍ର / ଛାତ୍ରୀ ଓ ସାଧାରଣ ଲୋକଙ୍କ ପାଖରେ ପହଞ୍ଚାଇବା ପ୍ରୟାସ କରୁଥିବା ୧୭ଟି ରାଜ୍ୟର ୫୦ ଜଣ ବ୍ୟକ୍ତି ବିଶେଷଙ୍କୁ ଫଳକ ଓ ପ୍ରମାଣପତ୍ର ଦେଇ ସମ୍ମାନିତ କରା ଯାଇଥିଲା ।ସେମାନଙ୍କ ମଧ୍ୟରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୧୧: କେନ୍ଦ୍ର ସରକାର , ଦେଶୀ ବିଦେଶୀ କର୍ପୋରେଟ୍ କମ୍ପାନୀ ମାନଙ୍କୁ ଜଙ୍ଗଲ ଦେବା ଉଦ୍ଦେଶ୍ୟରେ ଜଙ୍ଗଲ ସଂରକ୍ଷଣ ନିୟମାବଳୀ-୨୦୨୨” ଆଣିଛନ୍ତି ବୋଲି ଆଦିବାସୀ ମାନେ ଅଭିଯୋଗ କରିଛନ୍ତି । ଏହି ନିୟମ ଜରିଆରେ ସରକାର ଜଙ୍ଗଲ ମଧ୍ୟରେ ରହୁଥିବା ଦେଶର କୋଟି କୋଟି ଆଦିବାସୀ ଓ ପାରମ୍ପରିକ ବନଜୀବି ମାନଙ୍କ କଷ୍ଟାର୍ଜିତ ଜଙ୍ଗଲ ଅଧିକାରକୁ ଛଡାଇ ନେବା ସହ ଦେଶର ଜଙ୍ଗଲ ସମ୍ପଦକୁ କର୍ପୋରେଟଙ୍କ ହାତରେ ଟେକି ଦେବାକୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୧୧: ମଙ୍ଗଳବାର ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୩୩ ତମ ଶିଶୁ ପୁତ୍ରକୁ ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ପୋଷ୍ୟ ସନ୍ତାନ ଭାବେ ଇଟାଲି ଦେଶର ଏକ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି। ।ପ୍ରାୟ ୫ ବର୍ଷ ତଳେ ଏହି ପୁଅଟିକୁ ମୋହନା ଅଞ୍ଚଳରୁ ଅସହାୟ ଅବସ୍ଥାରେ ଗଜପତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଏବଂ ଚାଇଲ୍ଡ଼-ଲାଇନ୍ ଉଦ୍ଧାର କରି “ଡ଼େ-ଷ୍ଟାର୍” ହୋମ୍ , ଜରଉ , ମୋହନା ଶିଶୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୧୧: ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଜିଲ୍ଲା ନିର୍ବାଚନ କାର୍ଯ୍ୟଳୟ ପକ୍ଷରୁ ମହାବିଦ୍ୟାଳୟର ୧୭ ବର୍ଷ ବୟସରୁ ଉର୍ଦ୍ଧ୍ବ ତଥା ୧୮ ବର୍ଷ ବୟସ ହେବାକୁ ଥିବା ଛାତ୍ରୀ ମାନେ ନୂତନ ଭୋଟର ଭାବେ ନିଜ ନାମ କିଭଳି ପଞ୍ଜିକରଣ କରିବେ ଏବଂ ସଂଶୋଧନ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ଡଃ ରୀନା ସାହୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୧୧: ଗଜପତି ଜିଲ୍ଲା କାଶୀନଗର ବ୍ଲକ ସଦର ମହକୁମା କାଶୀନଗର ଠାରେ ରାଜ୍ୟ ସାମ୍ବାଦିକ ୟୁନିଅନ ଓଡିଶା (ଏସ୍ୟୁଜେ)ର କାଶୀନଗର ବ୍ଲକ ଶାଖା ସାମ୍ବାଦିକ ସଙ୍ଘର ଏକ ସାଧାରଣ ବୈଠକ କାର୍ଯ୍ୟକ୍ରମ ଓ ଏସ୍ୟୁଜେ: କାଶୀନଗର ବ୍ଲକ ଶାଖାର ନୂତନ କର୍ମକର୍ତ୍ତା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏସ୍ୟୁଜେ: ଗଜପତି ଜିଲ୍ଲା ଶାଖାର ସଭାପତି ଶ୍ରୀ ଗରୁଡଧ୍ୱଜ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୧୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ଠାରେ ଅଗ୍ରଣୀ ଆଧୁନିକ ନୃତ୍ୟ ଅନୁଷ୍ଠାନ ମିରାକଲ ଡ୍ୟାନ୍ସ ଷ୍ଟୁଡିଓ ପକ୍ଷରୁ ଦୁଇ ଦିନିଆ ରାଜ୍ୟ ସ୍ତରୀୟ ନୃତ୍ୟ ପ୍ରତିଯୋଗୀତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଆୟୋଜିତ ଉଦଘାଟନୀ କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ପୌରଧକ୍ଷା ଶ୍ରୀମତୀ ନିର୍ମଳା ସେଠୀ ମୂଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଏଥିରେ ଜିଲ୍ଲା ସଂସ୍କୃତି ଅଧିକାରୀ Continue Reading
Seo wordpress plugin by www.seowizard.org.