ଗଣେଶ କୁମାର ରରାଜୁଙ୍କ ରିପୋର୍ଟଗଜପତି,୨୦/୧୧: ପାରଳାଖେମୁଣ୍ଡି ସ୍ଥିତ ମହିଳା ମହାବିଦ୍ୟାଳୟ ପରିସରରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଗଜପତି ଜିଲ୍ଲା ଶାଖା ପକ୍ଷରୁ ଝାନସୀ ରାଣୀ ଲକ୍ଷ୍ମିବାଇଙ୍କ ଜୟନ୍ତୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ମଞ୍ଚାସିନ ଅତିଥିମାନେ ପ୍ରଥମେ ଝାନସି ରାଣୀ ଲକ୍ଷ୍ମୀବାଇ\’ଙ୍କ ଫଟୋ ଚିତ୍ର\’ରେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।ଏହି କାର୍ଯ୍ୟକ୍ରମରେ ସମାଜସେବୀ ଶ୍ରୀ Continue Reading
ଗଣେଶ କୁମାର ରାଜୁଙ୍କ ରତିପୋର୍ଟଗଜପତି, ୨୦/୧୧: ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତ୍ତକ ତଥା +୩ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ପକ୍ଷରୁ ସ୍ଥାନୀୟ ଅଞ୍ଚଳର ମୀନାକ୍ଷୀ ପାଥୋଲୋଜି ସହଯୋଗରେ ଏକ ରକ୍ତ ବର୍ଗୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ଅନୁଷ୍ଠିତ ଏକ ସଚେତନତା ସଭାରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ରୀନା ସାହୁ ଯୋଗଦେଇ ରକ୍ତର ଉପକାରିତା ତଥା ରକ୍ତ ବର୍ଗୀକରଣ କରିବା କାର୍ଯ୍ୟକ୍ରମ ଦ୍ବାରା ଜଣେ କିଭଳି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୧୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଡି:ପି:ଆର:ସି: ତାଲିମ୍ କେନ୍ଦ୍ର ଠାରେ ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ , ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଓ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କତୃପକ୍ଷଙ୍କ ମିଳିତ ଆନୁକୁଲ୍ୟରେ ଆଜି ଠାରୁ ୧୨ ଦିନିଆ ତାଲିମ୍ କାର୍ଯ୍ୟକ୍ରମ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡାଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୧୧: ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଅଧ୍ୟକ୍ଷତାରେ ଏକ ଟିମ୍ ଗୁମ୍ମା ବ୍ଲକ ସ୍ଥିତ ଜୀବା ଗ୍ରାମସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ପରିଦର୍ଶନରେ ଯାଇ ସେଠାରେ ବିଦ୍ୟାଳୟର ସମସ୍ତ ସ୍ଥିତି ଅନୁଧ୍ୟାନ କରିବା ସହ ସମୀକ୍ଷା କରିଥିଲେ।ଏହି ପରିପ୍ରେକ୍ଷୀରେ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ମଧ୍ୟ ଜିଲ୍ଲାପାଳ ଶ୍ରୀ ପଣ୍ଡାଙ୍କ ଏହି ଗ୍ରସ୍ତ ସମୟରେ ସଂପୃକ୍ତ ବିଦ୍ୟାଳୟକୁ ଆସି ବିଦ୍ୟାଳୟର ୫-ଟି ଉଚ୍ଚ ବିଦ୍ୟାଳୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି ,୧୮/୧୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠ ସ୍ଥିତ କାଶୀନଗର ବ୍ଲକର ରାଣିପେଣ୍ଠା ଗ୍ରାମ ଠାରେ ଥିବା ଭିନ୍ନକ୍ଷମ ଅନୁଷ୍ଠାନ “ନିୟତି” କାର୍ଯ୍ୟାଳୟ ପରିସରରେ ଅନୁଷ୍ଠାନର ସମସ୍ତ ଛାତ୍ର ଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିମନ୍ତେ ଶୀତବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବିଶିଷ୍ଟ ବଦାନ୍ୟ ବ୍ୟକ୍ତି ଶିକ୍ଷାବିତ୍ ଶ୍ରୀ ମହେଶ ଚରଣ ଦାଶଙ୍କ ପକ୍ଷରୁ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୭/୧୧: ଭାରତ ଦେଶରେ ପ୍ରଥମ କରି ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ଭିନ୍ନକ୍ଷମ ଅଧିକାର ଅଧିନିୟମ ଧାରା – ୨୦୧୬ ଅନ୍ତର୍ଗତ ଅଧ୍ୟାୟ -୧୩(ସ୍ବତନ୍ତ୍ର ଅଦାଲତ) ଓ ଅଧ୍ୟାୟ -୧୬( ଅପରାଧ ଜୋରିମାନା) ସମ୍ପର୍କିତ ଏକ ସ୍ବତନ୍ତ୍ର ସଚେତନତା କର୍ମଶାଳା କାର୍ଯ୍ୟକ୍ରମ ଜିଲ୍ଲାର ଆଇନ ରକ୍ଷକ ପୋଲିସ ଅଧିକାରୀ ମାନଙ୍କୁ ନେଇ ଜିଲ୍ଲାର ଅଗ୍ରଣୀ ଭିନ୍ନକ୍ଷମ ଅନୁଷ୍ଠାନ ସମର୍ଥ ପକ୍ଷରୁ ସିସିଡି ଓ ସାଇଟ୍ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି, ୧୬/୧୧: ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନର ସମ୍ମିଳନୀ ଲକ୍ଷ୍ୟ ଠାରେ ଆଜି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ଜାତୀୟ ଗଣମାଧ୍ୟମ(ପ୍ରେସ) ଦିବସ -୨୦୨୨ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ “ରାଷ୍ଟ୍ର ଗଠନରେ ଗଣ ମାଧ୍ୟମର ଭୂମିକା ସମ୍ପର୍କିତ ଶୀର୍ଷକ ଉପରେ ଏକ ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଜିଲ୍ଲା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୧୧ : ଭାରତ ଦେଶରେ ପ୍ରଥମ କରି ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ଭିନ୍ନକ୍ଷମ ଅଧିକାର ଅଧିନିୟମ ଧାରା – ୨୦୧୬ ଅନ୍ତର୍ଗତ ଅଧ୍ୟାୟ -୧୩(ସ୍ବତନ୍ତ୍ର ଅଦାଲତ) ଓ ଅଧ୍ୟାୟ -୧୬( ଅପରାଧ ଜୋରିମାନା) ସମ୍ପର୍କିତ ଏକ ସ୍ବତନ୍ତ୍ର ସଚେତନତା କର୍ମଶାଳା କାର୍ଯ୍ୟକ୍ରମ ଜିଲ୍ଲାର ଆଇନ ରକ୍ଷକ ପୋଲିସ ଅଧିକାରୀ ମାନଙ୍କୁ ନେଇ ଜିଲ୍ଲାର ଅଗ୍ରଣୀ ଭିନ୍ନକ୍ଷମ ଅନୁଷ୍ଠାନ ସମର୍ଥ ପକ୍ଷରୁ ସିସିଡି ଓ ସାଇଟ୍ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୧୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଆଜି ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଏବଂ ଜନଜାତି ଗୌରବ ଦିବସ କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଆନୁକୁଲ୍ୟରେ ଜନଜାତି ଛାତ୍ରଛାତ୍ରୀ ମାନଙ୍କୁ ନେଇ ପାଳିତ ହୋଇଯାଇଛି ।ଏହି ଅବସରରେ ଶତାଧିକ ସଂଖ୍ୟାରେ ଆଦିବାସୀ ଜନଜାତି ଶ୍ରେଣୀର ଛାତ୍ରଛାତ୍ରୀ ଓ ଏବିଭିପିର କର୍ମକର୍ତ୍ତା ମାନେ ସ୍ଥାନୀୟ ଗଜପତି କଲେଜ ଛକଠାରୁ ବିଭିନ୍ନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୧୧:ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ଠାରେ ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର ଦୁଇ-ଦିନିଆ ଅଧିବେଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମ ର ପ୍ରଥମ ଦିବସରେ ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀ ଅଧିବେଶନର ଉଦଘାଟନ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ଲେଖକ ତଥା ପୂର୍ବତନ ଅର୍ଥମନ୍ତ୍ରୀ ଶ୍ରୀ ପଞ୍ଚାନନ କାନୁନଗୋ , ସମ୍ମାନିତ ଅତିଥି ଭାବେ ପୂର୍ବତନ Continue Reading