ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୧୧: ପାରଳାଖେମୁଣ୍ଡି ସହରରେ ଥିବା ଅଗ୍ରଣୀ ମହିଳା ସାଂସ୍କୃତିକ ଅନୁଷ୍ଠାନ “ପ୍ରଗତି ମହିଳା ସଂଗଠନ” ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ୟୁଟେକ୍ କମ୍ପ୍ୟୁଟର ଶିକ୍ଷା କେନ୍ଦ୍ରର ସମ୍ମିଳନୀ କକ୍ଷ ଠାରେ କେନ୍ଦ୍ରର ମିଳିତ ସହଯୋଗରେ ” ଶିଶୁ ଦିବସ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ।ପ୍ରଗତି ମହିଳା ସଂଗଠନର ସଭାନେତ୍ରୀ ଶ୍ରୀମତୀ କଳ୍ପନା ପଟ୍ଟନାୟକଙ୍କ ସଭାପତିତ୍ବରେ ଏହି କାର୍ଯ୍ୟକ୍ରମ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟ ଗଜପତି,୧୫/୧୧: ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଆଜି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ମିଳିତ ସହଯୋଗରେ ଜିଲ୍ଲାର ସମସ୍ତ ଶିଶୁଯତ୍ନ ଅନୁଷ୍ଠାନର ଶିଶୁ ମାନଙ୍କୁ ନେଇ ଗଜପତି ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ “ମହକ -୨୦୨୨” ରେ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମ ରେ ଗଜପତି ଜିଲ୍ଲା ଦୌରାଜଜ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି, ୧୪/୧୧: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରାଜଜଙ୍କ କୋର୍ଟ ପରିସରରେ ସୋମବାର ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ବର୍ଷର ୪ର୍ଥ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଜାତୀୟ ଆଇନସେବା ପ୍ରାଧିକରଣ ଓ ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ଅନୁଷ୍ଠିତ ହୋଇଯାଇଛି ।ଏହି ଜିଲ୍ଲା ସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଦୌରାଜଜ ଶ୍ରୀ ପ୍ରଣବ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୧୧: ପାରଳାଖେମୁଣ୍ଡି ଠାରେ ଓଡିଶା ସ୍ୱାସ୍ଥ୍ୟ ଠିକା କର୍ମଚାରୀ ମହାସଂଘର ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ସ୍ବାସ୍ଥ୍ୟ ଠିକା କର୍ମଚାରୀ ସଂଘ୍ ପକ୍ଷରୁ ଚାକିରି ନିୟମିତ କରିବା ଦାବୀ ନେଇ ଜିଲ୍ଲା ସଂଘ ସଭାପତି ଶ୍ରୀ ଏମ: ଖଗେଶ୍ବର ରାଓଙ୍କ ନେତୃତ୍ୱରେ ରାଜ୍ୟ ସରକାର ତଥା ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡାଙ୍କୁ ପ୍ରଦାନ କରାଯାଇଛି ।ଠିକା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି, ୧୦/୧୧:ଗଜପତି ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ ପାରଳାଖେମୁଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ଆଜି ଜିଲ୍ଲା କୃଷି ଓ କୃଷକ ସଶକ୍ତ-କରଣ ବିଭାଗ ପକ୍ଷରୁ ମହା ସମାରୋହରେ ପାଳିତ ହୋଇଯାଇଛି ।ଏଥିରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗଜପତି ଜିଲ୍ଲାରେ ମାଣ୍ଡିଆ ଚାଷ ଏକ ଅର୍ଥକାରୀ ଫସଲ ଓ ଜିଲାର ସମସ୍ତ ବ୍ଲକରେ ମାଣ୍ଡିଆ ଚାଷ ଉନ୍ନତ ମାନର ଚାଷ ହେଉଛି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୯: ଗଜପତି ଜିଲ୍ଲା ଗୁମ୍ମା ବ୍ଲକର ଗୁମ୍ମା ସ୍ଥିତ ବ୍ଲକ୍ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସିସିଡ଼ି , ମିଲେଟ ମିଶନ , କୃଷି ଓ କୃଷକ ସଶକ୍ତି କରଣ ବିଭାଗର ମିଳିତ ଆନୁକୁଲ୍ୟରେ ମାଣ୍ଡିଆ ଦିବସ କାର୍ଯ୍ୟକ୍ରମ ପାଳିତ ହୋଇ ଯାଇଛି ।ଏହି କାର୍ଯ୍ୟକ୍ରମରେ ଗୁମ୍ମା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ , ବ୍ଲକ୍ ବିଡ଼ିଓ: , ବ୍ଲକ କୃଷି ଅଧିକାରୀ , ମିଶନ ଶକ୍ତି […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୧୧: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲାସ୍ତରୀୟ ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ -୨୦୨୩ ଓ ଚିଠା ତାଲିକା ପ୍ରକାଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଏହି ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ୨୦୨୩ , ବୁଧବାର ୯/୧୧/୨୦୨୨ ତାରିଖ ଠାରୁ ଆସନ୍ତା ୮/୧୨/୨୦୨୨ ତାରିଖ ପର୍ଯ୍ୟନ୍ତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୧୧: ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରଳାଖେମୁଣ୍ଡି ସମେତ ଆଖପାଖ ଅଞ୍ଚଳର ପବିତ୍ର କାର୍ତ୍ତିକ ପୂର୍ଣ୍ଣମୀ ଓ “ବୋଇତ-ବନ୍ଦାଣ” ତଥା “ଡଙ୍ଗା-ଭଷା” କାର୍ଯ୍ୟକ୍ରମ ପାରମ୍ପରିକ ଶ୍ରଦ୍ଧା ଓ ଭକ୍ତିର ସହ ଉତ୍ସବ ମୁଖର ହୋଇ ଉଠିଛି ।ଓଡ଼ିଶାର ଇତିହାସ ଓ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ପାଳନ କରାଯାଇଛି ଏହି ପବିତ୍ର ବୋଇତ ବନ୍ଦାଣ ବା ଡଙ୍ଗା-ଭଷା କାର୍ଯ୍ୟକ୍ରମ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୧୧: ପାରଳାଖେମୁଣ୍ଡି ସ୍ଥିତ ସିସିଡି: ଅନୁଷ୍ଠାନର ପ୍ରଶିକ୍ଷଣ କକ୍ଷ ଠାରେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ ଏବଂ ରାଜ୍ୟ ସରକାରଙ୍କ ପାନୀୟ ଜଳ ବିଭାଗ ସହାୟତାରେ ଏବଂ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସିସିଡ଼ି: ଅନୁକୁଲ୍ୟରେ ତିନିଦିନ ଧରି ଚାଲିଥିବା ପଞ୍ଚାୟତ ୱାର୍ଡ ସଭ୍ୟାସଭ୍ୟ ମାନଙ୍କ ସଚେତନତା ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ୪ଟି ପଞ୍ଚାୟତ ଯଥା: ଅଜୟଗଡ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୬/୧୧: ପାରଳାଖେମୁଣ୍ଡି ସ୍ଥିତ ଆରସେଟି: ପ୍ରଶିକ୍ଷଣ କେନ୍ଦ୍ର ଠାରେ ଆଜି ଜାତୀୟ ଆଇନସେବା ପ୍ରାଧିକରଣର ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜିଲ୍ଲା ପ୍ରଶାସନ ସହଯୋଗରେ ଜିଲ୍ଲାସ୍ତରୀୟ ଏକ ମେଗା ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ ସହ ବିଭିନ୍ନ ଯୋଜନାର ହିତାଧିକାରୀଙ୍କୁ ବିଭିନ୍ନ ସହାୟତା ଓ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ସଚେତନତା ସଭା କାର୍ଯ୍ୟକ୍ରମରେ Continue Reading