Home Posts tagged reports by ganesh kumar raju (Page 43)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୧୦: ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ବେତାଗୁଡ଼ା ସ୍ଥିତ ରିଜର୍ଭ ପୋଲିସ କାର୍ଯ୍ୟାଳୟ ପଡିଆ ଠାରେ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ୬୩ ତମ ପୋଲିସ ସହିଦ ସ୍ମୃତି ଦିବସ ପ୍ୟାରେଡ଼ -୨୦୨୨ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ଜିଲ୍ଲା ଆରକ୍ଷୀ ଅଧିକ୍ଷକ ତଥା ଏସପି: ଶ୍ରୀ ଜୟରାମ ଶତପଥି , ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଲୋକଙ୍କ ଧନ ଜୀବନର ସୁରକ୍ଷା ସହ ସମାଜରେ ଶାନ୍ତି ପ୍ରତିଷ୍ଠା ଦିଗରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୦/୧୦: ୭୫ ବର୍ଷ ପୂର୍ତ୍ତି ଉତ୍ସବ ପାଳନ ଅବସରରେ “ଆଜାଦୀକା ଅମୃତ ମହୋତ୍ସବ” କାଶୀନଗରର ସମସ୍ତ ବିଦ୍ୟାଳୟ”ର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ କାଶୀନଗର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ପୂର୍ବାହ୍ନରେ ସ୍ଥାନୀୟ ବାରଣାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପଡିଆ ଠାରୁ ଏକ ବିରାଟ ସଚେତନତା ଶୋଭାଯାତ୍ରାରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୧୦: ରାଜ୍ୟ ସରକାରଙ୍କ ଓ.ପେ.ପା: ବିଭାଗ ସହାୟତାରେ ଗୋଷାଣୀ ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ଆନୁକୁଲ୍ୟରେ ସରକାରଙ୍କ ସୁନେତ୍ର ଯୋଜନାରେ ଗୋଷାଣୀ ବ୍ଲକ୍ ଗୁରାଣ୍ଡି ଗ୍ରାମର ସମସ୍ତ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ପଢା-ଲେଖା ବେଳେ ଛାତ୍ରଛାତ୍ରୀ ମାନଙ୍କ ଚକ୍ଷୁରେ ଯେଭଳି କୌଣସି ପ୍ରକାର ଅସୁବିଧା ନ ହୁଏ , ତାକୁ ଦୃଷ୍ଟି ଦେଇ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୧୦: ଗଜପତି ଜିଲ୍ଲା ମୋହନା ଠାରେ ଆଞ୍ଚଳିକ ନିର୍ମାଣାଧୀନ ଶ୍ରମିକ ସଂଘ ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନ “ପିସ”ର ମିଳିତ ସହଯୋଗରେ ଡେଙ୍ଗୁ ରୋଗର ନିରାକରଣ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଶ୍ରମିକ ସଂଘର ସଭାପତି ଶ୍ରୀ ଭଜହରି ସାହୁ ଏବଂ ପିସ୍ ଅନୁଷ୍ଠାନର ନିର୍ଦ୍ଦେଶକ ଶ୍ରୀ ଭିକାରୀ ଚରଣ ବେହେରାଙ୍କ ନେତୃତ୍ୱରେ ବହୁ ସଂଖ୍ୟାରେ ମହିଳା ଓ ପୁରୁଷ ଶ୍ରମିକଙ୍କ ସମେତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୯/୧୦: ରାଜ୍ୟ ସରକାରଙ୍କ ଓ.ପେ.ପା: ବିଭାଗ ସହାୟତାରେ କାଶୀନଗର ବ୍ଲକ ଶିକ୍ଷାଧିକାରୀଙ୍କ ଆନୁକୁଲ୍ୟରେ ସରକାରଙ୍କ ସୁନେତ୍ର ଯୋଜନାରେ କାଶୀନଗର ଏନଏସି: ଅଧୀନସ୍ଥ ସମସ୍ତ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ପାଠ ପଢା -ଲେଖାରେ ଛାତ୍ରଛାତ୍ରୀ ମାନଙ୍କ ଚକ୍ଷୁରେ ଯେଭଳି କୌଣସି ପ୍ରକାର ଅସୁବିଧା ନ ହୁଏ , ସେଥିପ୍ରତି ଦୃଷ୍ଟି ଦେଇ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି,୧୮/୧୦ :ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସୁନ୍ଦର ଓ ଉତ୍କୃଷ୍ଟ ଘର ନିର୍ମାଣ କରି ପ୍ରଧାନମନ୍ତ୍ରୀଙ୍କ ଠାରେ ସମ୍ମାନୀତ ହେବାପାଇଁ ଓଡିଶାରେ ତିନି ଜଣଙ୍କୁ ଚୟନ କରାଯାଇଛି । ସେହି ତିନି ଜଣଙ୍କ ମଧ୍ୟରୁ ଜଣେ ଗଜପତି ଜିଲ୍ଲା କାଶୀନଗର ଗ୍ରାମର ପୋଲାକି ସଞ୍ଜିବ ଅନ୍ୟତମ ।ମାତ୍ର ପ୍ରାୟ ନଅ ଫୁଟ ଓସାରିଆ କୁ ପ୍ରାୟ ୫୦ଫୁଟ ଲମ୍ବ ରେ ଘର ଉପରେ ମାତ୍ର ଛାତ ଟିଏ ପଡ଼ିଛି । ଘରକୁ ସାମନା ପଟରୁ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୯/୧୦: ଆଜି ପୂର୍ବାହ୍ନ ସମୟରେ ପାର୍ଡଡା ଗ୍ରାମ ପଞ୍ଚାୟତ ଠାରେ ସ୍ବୟଂ ସହାୟକ ଦଳର ସଭ୍ୟମାନଙ୍କୁ ନେଇ ଏକ ସଚେତନ କାର୍ଯ୍ୟକ୍ରମ କେକେଏସ: ର ଆର୍ଥିକ ସହାୟତାରେ , ସିସିଡ଼ି ଅନୁଷ୍ଠାନ ପକ୍ଷରୁ ଆୟୋଜନ କରା ଯାଇଥିଲା ।ଏହି କାର୍ଯ୍ୟକ୍ରମରେ ପାର୍ତ୍ତଡା ଗ୍ରାମ ପଞ୍ଚାୟତର ଥିବା ୫୭ ଗୋଟି ସ୍ବୟଂ ସହାୟକ ଦଳ ମଧ୍ୟରୁ ୧୭୯ ଜଣ ସଭ୍ୟା ଯଥା:- ସଭାନେତ୍ରୀ , ସମ୍ପାଦିକା ଓ ସଭ୍ୟା ମାନେ ଯୋଗ ଦେଇଥିଲେ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୧୦: ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ , ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ , ଓଡିଶା ସରକାରଙ୍କ ସହାୟତାରେ ସିସିଡି , ଗଜପତି ଆନୁକୁଲ୍ୟରେ ୱାର୍ଡ ସଭ୍ୟସଭ୍ୟାଙ୍କ ନିମନ୍ତେ ତିନି ଦିନିଆ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ପାରଳାଖେମୁଣ୍ଡି ସ୍ଥିତ ସିସିଡି ତାଲିମ କେନ୍ଦ୍ର ଠାରେ ଉଦଘାଟିତ ହୋଇଯାଇଛି ।ଗୁମ୍ମା ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଗୁମ୍ମା ବ୍ଲକ୍ର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୧୦ : ପୂଜ୍ୟପୂଜା ଅନୁଷ୍ଠାନ ଆନୁକୁଲ୍ୟରେ ବିଭିନ୍ନ ବର୍ଗ ତଥା ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଭାରତ ରତ୍ନ ଆବଦୁଲ୍ କାଲାମଙ୍କ ଜନ୍ମ-ତିଥିରେ ଆଭାସି (ଭର୍ଚୁଆଲ) ମାଧ୍ୟମରେ ଆଲୋଚନା କାର୍ଯ୍ୟକ୍ରମ ଆବାହକ ତଥା ଅଧ୍ୟକ୍ଷ ଭାଗବତ ପାଢ଼ୀଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି ।ଓଡ଼ିଶା ସାହିତ୍ୟ ଏକାଡେମୀର ଗଜପତି ଜିଲ୍ଲା ସଦସ୍ୟ ଶିକ୍ଷାବିତ୍ ଶ୍ରୀ ବିଚିତ୍ରା ନନ୍ଦ ବେବର୍ତ୍ତା , ଅନୁଷ୍ଠିତ ସମସ୍ତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୧୦: ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଗଜପତି ଜିଲ୍ଲାକୁ ବାଲ୍ୟବିବାହ ମୁକ୍ତ କରିବା କାଯ୍ୟକ୍ରମର ଏକ ସମୀକ୍ଷା ବୈଠକ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ବୈଠକରେ ଜିଲ୍ଲାର ସମସ୍ତ ପଞ୍ଚାୟତ ସମିତିର ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ ଏବଂ ଗୋଷ୍ଠୀ ଶିକ୍ଷା ଅଧିକାରୀ , ଶିଶୁ ସୁରକ୍ଷା ପାଇଁ କାର୍ଯ୍ୟରତ ବିଭିନ୍ନ Continue Reading