ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି, ୨୬/୯: ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ଓ ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଭାତ କୁମାର ସେଠିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଗତ ୨୩-୯-୨୦୨୨ ଓ ୨୪-୯-୨୦୨୨ ଦୁଇ ଦିନ ଧରି ମୋହନା ଓ ଆର୍.ଉଦୟଗିରି ଅଞ୍ଚଳରେ ଏପିଆର: ପୋଲିସ ଫୋର୍ସ , ଅବକାରୀ ବିଭାଗ , ଆର୍ . ଉଦୟଗିରି ଓ ମୋହନା ପୋଲିସ ମିଳିତ ଭାବେ ବିଭିନ୍ନ ସ୍ଥାନ ଯଥା :- ପାତ୍ର ବସା , ତୁବୁରୁବା […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି, ୨୫/୯:- ନବ ଉତ୍କଳର ନିର୍ମାତା ତଥା ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ନାମରେ ରାଜ୍ୟ ସ୍ତରରେ ଏକ ଯୋଜନା ନାମିତ କରି ପ୍ରଣୟନ କରିବା ପାଇଁ ଗଜପତି ଜିଲ୍ଲାର ବିଭିନ୍ନ ମହଲରେ ଦୃଢ଼ ଦାବୀ ଦୋହରା ଯାଇଛି ।ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ଜଣେ ଅସାଧାରଣ ଓ ବିରଳ ବ୍ୟକ୍ତିତ୍ୱର ମଣିଷ ଥିଲେ । ତାଙ୍କର ଶିକ୍ଷା ସମେତ କୃଷି, […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି, ୨୪/୯: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କୋର୍ଟ ପକ୍ଷରୁ ଜିଲ୍ଲା କୋର୍ଟ ପରିସରରେ ଆନ୍ଧ୍ରର ଶ୍ରୀକାକୁଲମ ସହର ସ୍ଥିତ ଜେମସ ହସପିଟାଲର ବିଭିନ୍ନ ବିଭାଗର ସୁପର ସ୍ପେଶିଆଲିଷ୍ଟ ଡାକ୍ତର ମାନଙ୍କୁ ନେଇ ଗଜପତି ଜିଲ୍ଲା ପ୍ରଶାସନର ସହଯୋଗ କ୍ରମେ ଜିଲ୍ଲାସ୍ତରୀୟ ଏକ ମେଗା ସ୍ୱାସ୍ଥ୍ୟ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଜିଲା ଦୌରାଜଜ୍ ଶ୍ରୀ ପ୍ରଣବ କୁମାର ରାଉତରାୟ ଏବଂ ଏଡିଏମ୍ ଶ୍ରୀ ସଂଗ୍ରାମ ଶେଖର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି,୨୪/୯: ମାନ୍ୟବର ଉପ-ରାଷ୍ଟ୍ରପତିଙ୍କ ଏକ ଚିଠି ଆଧାରରେ କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଚିଠି ୧୫-୯-୨୦୨୨ ଦ୍ବାରା ଭାରତୀୟ ଇତିହାସ ଗବେଷଣା ପରିଷଦକୁ ପାରଳାଖେମୁଣ୍ଡିରେ ହୋଇଥିବା ସଶସ୍ତ୍ର ସ୍ବାଧୀନତା ସଂଗ୍ରାମ ଉପରେ ଅନୁଧ୍ୟାନ କରି ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅନୁରୋଧ କୋରାଯାଇଛି।ଏହି ପୂର୍ବରୁ ଏହି ପ୍ରସଙ୍ଗରେ ମହାମାନ୍ୟ ରାଷ୍ଟ୍ରପତି ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୩/୯: ଜମିକୁ ଯିବ ଜଳ – କ୍ଷେତରେ ଫଳିବ ସୁନାର ଫସଲ । ଏବେ ରାଜ୍ୟ ସରକାରଙ୍କ ଫୋକସରେ ରହିଛି ଜଳସେଚନ ବ୍ୟବସ୍ଥା । “ପାର୍ବତୀ ଗିରି” ବୃହତ୍ ଉଠା ଜଳସେଚନ ପ୍ରକଳ୍ପ ଯୋଜନା ଅନ୍ତର୍ଗତ ଏକାଧିକ ପ୍ରସ୍ତାବ ଉପରେ କେବିନେଟ୍ ମୋହର ଲାଗିଥିବା ବେଳେ ସେଥି ମଧ୍ୟରୁ ସବୁଜ ସଂକେତ ମିଳିଥିବା ଗଜପତି ଜିଲ୍ଲା ଅନ୍ୟତମ । ଆଜି ପାରଳାଖେମୁଣ୍ଡି ସ୍ଥିତ ବିଜେଡି ଜିଲ୍ଲା କାର୍ଯ୍ୟାଳୟ ଠାରେ ଜିଲ୍ଲା ବିଜେଡି ଦଳ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୯: ଗଜପତି ଜିଲ୍ଲା କାଶୀନଗର ବ୍ଲକ ହାଡୁଭାଙ୍ଗି ପଞ୍ଚାୟତର ହାଡୁଭାଙ୍ଗି ଠାରେ ଆଜି ସ୍ୱଚ୍ଛ ଭାରତ ମିଶନ(ଗ୍ରାମୀଣ) ଅନ୍ତର୍ଗତ ସ୍ବଚ୍ଛତା ହିଁ ସେବା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଏହି ଅବସରରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଶ୍ରୀ ରାଜେନ୍ଦ୍ର ରଥ’ଙ୍କ ନେତୃତ୍ୱ’ରେ ଏକ ସଚେତନତା ଶୋଭାଯାତ୍ରା ବାହାରିଥିଲା ।ଶୋଭାଯାତ୍ରାରେ ପଞ୍ଚାୟତ ପ୍ରତିନିଧି, ଅଙ୍ଗନବାଡ଼ି ଓ ଆଶା କର୍ମୀ , ଏମବିକେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୯: ଆଜାଦିକା ଅମୃତ ମହୋତ୍ସବ କାର୍ଯ୍ୟକ୍ରମ ଅବସରରେ ରାଜ୍ୟ ଶିଶୁ ସୁରକ୍ଷା ସମିତି ତଥା ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲାରେ ଥିବା ଶିଶୁ ଯତ୍ନ ଅନୁଷ୍ଠାନ ଗୁଡିକର ଶିଶୁ ମାନଙ୍କୁ ସେମାନଙ୍କ ନିଜ ନିକଟବର୍ତ୍ତୀ ଅଞ୍ଚଳରେ ଥିବା ବ୍ୟାଙ୍କ୍ , ପୋଷ୍ଟ ଅଫିସ ଏବଂ ଶିଶୁମିତ୍ର ଥାନା ଆଜି ପରିଦର୍ଶନରେ ନିଆ ଯାଇଥିଲା । ଉକ୍ତ ପରିଦର୍ଶନ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୯: ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମ ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ଆଜି “ବିଶ୍ଵ ଆଲଜିମର୍ସ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ସ୍ୱାସ୍ଥ୍ୟକେନ୍ଦ୍ରର ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ମମତା ପାଢୀଙ୍କ ନେତୃତ୍ୱରେ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ବିଭିନ୍ନ ସଚେତନତା ମୂଳକ ସ୍ଲୋଗାନ ମାନ ଦେଇ ଗ୍ରାମ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୯: ଗଜପତି ଜିଲ୍ଲା ପ୍ରଶାସନ ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନ “ଅରୁଣା”ର ମିଳିତ ସହଯୋଗ କ୍ରମେ ପାରଳାଖେମୁଣ୍ଡି ସ୍ଥିତ ଜଳ ବିଭାଜିକା ସଭାଗୃହ ଠାରେ ମାତୃପିତ୍ରୁହୀନ ଶିଶୁଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରି ଥଇଥାନ ନିମନ୍ତେ ଜିଲ୍ଲାରେ ଥିବା ଶିଶୁଯତ୍ନ ଅନୁଷ୍ଠାନ ମାନଙ୍କ ସଭାପତି , ସମ୍ପାଦକ ଏବଂ ପରିଚାଳକ ମାନଙ୍କୁ ନେଇ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୯:ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ନୂଆ ବସଷ୍ଟାଣ୍ଡ ପରିସରରେ ଥିବା ଆହାର କେନ୍ଦ୍ରରେ ନିମ୍ନମାନର ଖାଦ୍ୟ ପରିବେଷଣକୁ ନେଇ ଅଭିଯୋଗ ହୋଇଛି ।ଅଭିଯୋଗ ପ୍ରକାରେ , ଏଠାରେ ନିମ୍ନମାନର ଡାଲମା ସାଙ୍ଗକୁ ଦରସିଝା ଭାତ ପରିବେଷଣ କରା ଯାଉଥିବାର ଅଭିଯୋଗ ପାଇବା ପରେ ଗତକାଲି ଅର୍ଥାତ୍ ମଙ୍ଗଳବାର ଦିନ ମଧ୍ୟାହ୍ନ ସମୟରେ ଆନ୍ତର୍ଜାତୀୟ ମାନବାଧିକାର ରକ୍ଷକ ସଂସ୍ଥାର ଜିଲ୍ଲା ସଭାନେତ୍ରୀ ତନୁଜା ଶତପଥି ଏବଂ Continue Reading