ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୫/୮: ଗୁରୁବାର ୩୭ ତମ ଜାତୀୟ ଚକ୍ଷୁଦାନ ପକ୍ଷ (୨୫ ଅଗଷ୍ଟ ଠାରୁ ୮ ସେପ୍ଟେମ୍ବର-୨୦୨୨) ଅବସରରେ ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ଫରେଷ୍ଟ ଛକ ଠାରେ ଥିବା ବୃଦ୍ଧାଶ୍ରମ “ଆଶ୍ରା”ର ଅନ୍ତେବାସୀଙ୍କ ନିମନ୍ତେ ଆଜି ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡୀ ଗ୍ରାମ ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଏକ ଚକ୍ଷୁ ଚିକିତ୍ସା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଗୋଷ୍ଠୀ ସ୍ୱାସ୍ଥ୍ୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୪/୮: ଗଜପତି ଜିଲ୍ଲାର ଉପଲଡ଼ା ଓ ଅଡାସିଂ ଗ୍ରାମାଞ୍ଚଳରେ ଅବକାରୀ ଚଢାଉ କରାଯାଇ ଏଥିରେ ୩ ଜଣ ଆସାମୀଙ୍କୁ ଗିରଫ କରାଯିବା ସହ ୨ ଟି ମୋଟର ସାଇକଲ ଓ ୩୦ କେଜି ଗଞ୍ଜେଇ ଜବତ କରାଯାଇଛି ।ଅବକାରୀ କମିଶନର ଶ୍ରୀ ଆଶିଷ କୁମାର ସିଂହଙ୍କ ନିର୍ଦ୍ଦେଶ କ୍ରମେ ଏବଂ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡାଙ୍କ ଆଦେଶ ଅନୁଯାୟୀ ଗଜପତି ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଭାତ କୁମାର ସେଠୀଙ୍କ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୮:ଗଜପତି ଜିଲ୍ଲା ରାୟଗଡ଼ ବ୍ଲକର ନାରାୟଣପୁର ଠାରେ ଆର-ଆଇ: ଅଫିସ୍ କରିବା ଦାବୀ ନେଇ ଏକ ବିଶାଳ ରାଲୀ ଅନୁଷ୍ଠିତ ହୋଇଯାଇଛି ।ରାୟଗଡ଼ ବ୍ଲକର ନାରାୟଣପୁର ଓ ଏସ୍.କରଡ଼ାସିଙ୍ଗି ପଞ୍ଚାୟତର ଅଞ୍ଚଳବାସୀଙ୍କ ସ୍ବାର୍ଥ ଦୃଷ୍ଟିରୁ ନାରାୟଣପୁର ଠାରେ ଆର-ଆଇ: ଅଫିସ୍ କରିବା ଦାବୀରେ ଆଜି ଲାଞ୍ଜିପଦର୍ ଛକ ଠାରୁ ଦୁଇ ପଞ୍ଚାୟତର ପ୍ରାୟ ୧୦୦୦ରୁ ଉର୍ଦ୍ଧ ଅଞ୍ଚଳ ବାସୀ ଏକତ୍ରିତ ହୋଇ ଏକ ବିଶାଳ ରାଲୀ ରେ ବାହାରି ନାରାୟଣପୁର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୮: ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭାଗୃହ ଠାରେ ଓଡ଼ିଶା ସାହିତ୍ୟ ଏକାଡେମୀ ଆନୁକୁଲ୍ୟରେ ଭାଷାତତ୍ତ୍ଵ ବିତ୍ ପଣ୍ଡିତ ଗୋପୀନାଥ ନନ୍ଦ ଶର୍ମାଙ୍କ ୧୫୪ତମ ଜୟନ୍ତୀ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ସକାଳେ ଏକାଡେମୀ ଜିଲ୍ଲା ସଦସ୍ୟ ଓ ଉତ୍କଳ ସମ୍ମିଳନୀ ଜିଲ୍ଲା ଶାଖା ପକ୍ଷରୁ ସ୍ଥାନୀୟ ମହାରାଜାଙ୍କ ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ପଣ୍ଡିତ ଗୋପୀନାଥ ନନ୍ଦଶର୍ମାଙ୍କ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୮: ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା କୋର୍ଟ ପରିସରରେ ଆଜି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଏକ ଜିଲ୍ଲାସ୍ତରୀୟ ଆଇନ ସାକ୍ଷରତା ମହୋତ୍ସବ ଅବସରରେ ଆଇନ ସମ୍ବନ୍ଧୀୟ ବିଭିନ୍ନ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଅନୁଷ୍ଠିତ ଏହି ସାକ୍ଷରତା ମହୋତ୍ସବର ପ୍ରତିଯୋଗିତା କାର୍ଯ୍ୟକ୍ରମରେ ୧୭ ଗୋଟି ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହି ବିଭିନ୍ନ ପ୍ରତିଯୋଗିତା ଯଥା: ପ୍ରବନ୍ଧ , Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୮ : ପାରଳାଖେମୁଣ୍ଡି ସ୍ଥିତ ମଡେଲ ପୋଲିସ ଥାନା ପରିସରରେ ଆଜି ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ବରିଷ୍ଠ ନାଗରିକ ଓ ପୋଲିସ କର୍ମଚାରୀଙ୍କ ପାଇଁ ଏକ ମେଗା ସ୍ୱାସ୍ଥ୍ୟ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ଥାନା ପରିସରରେ ବରିଷ୍ଠ ନାଗରିକ ମାନଙ୍କୁ ପରିଚୟ ପତ୍ର ବଣ୍ଟନ ଏବଂ ଶିଶୁ ବନ୍ଧୁତ୍ୱ ପୋଲିସ କକ୍ଷ ଓ ଶିଶୁ ଉଦ୍ୟାନ ପାର୍କ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଅନୁଷ୍ଠିତ ମେଗା ସ୍ୱାସ୍ଥ୍ୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୦/୮: ପାରଳା ମାଟିର ସୁଯୋଗ୍ୟ ସନ୍ତାନ ତଥା ଓଡ଼ିଶାର ସଂସ୍କୃତି ପୁରୁଷ , ସୁବିଖ୍ୟାତ ଐତିହାସିକ , ପ୍ରତ୍ନତତ୍ତ୍ୱବିଦ ଓ ଶିଳାଲେଖ ପାଠକ ପଦ୍ମଶ୍ରୀ ଡ଼ଃ ସତ୍ୟ ନାରାୟଣ ରାଜଗୁରୁଙ୍କ ୧୨୦ ତମ ଜୟନ୍ତୀ ଉତ୍ସବ , ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜର ସଭା ଗୃହ ଠାରେ ପଦ୍ମଶ୍ରୀ ଡ଼ଃ ସତ୍ୟନାରାୟଣ ରାଜଗୁରୁ ସ୍ମୃତି ସଂସଦ , ଓଡ଼ିଶା ସାହିତ୍ୟ ଏକାଡେମୀ ଭୁବନେଶ୍ଵର(ଆମ ଗାଁ ଆମ ସାହିତ୍ୟ) ଓ ଜିଲ୍ଲା […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୮:ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତ୍ତକ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଗଜପତି ଜିଲ୍ଲା ନିର୍ବାଚନ କାର୍ଯ୍ୟାଳଳୟ ପକ୍ଷରୁ ଏକ ଭୋଟର ସଚେତନତା ତଥା ଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ରୀନା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ନିର୍ବାଚନ କାର୍ଯ୍ୟାଳୟର ସହକାରୀ କଲେକ୍ଟର ଶ୍ରୀ ରାଜେନ୍ଦ୍ର ପ୍ରସାଦ ଭୂୟାଁ , ମାଷ୍ଟର ଟ୍ରେନର ଭାବେ ଯୋଗଦେଇ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୯/୮: ପାରଳାଖେମୁଣ୍ଡି ଠାରେ ଆଜି ଫଟୋଗ୍ରାଫ ୟୁନିଅନ ଯଥା:- “ଇନକ୍ରେଡିବୁଲ ପ୍ରଫେସନାଲ ଫଟୋଗ୍ରାଫର୍ ୟୁନିଅନ” ପକ୍ଷରୁ “ବିଶ୍ୱ ଫଟୋଗ୍ରାଫି ଦିବସ” ପାଳିତ ହୋଇଯାଇଛି ।ଦୁଇ ଫରାସୀ ବୈଜ୍ଞାନିକ ଲୁଇସ୍ ଜେକସ୍ ମାଣ୍ଡେ ଡାଗୁଏରୋ ଏବଂ ଜୋସେଫ ନିସଫୋର୍ଟ ନିପସେ , ଡାଗୁଏରୋ ଟାଇପ ପ୍ରକ୍ରିୟାରେ ପ୍ରଥମେ ବିଶ୍ୱର ପ୍ରଥମ ଫଟୋଗ୍ରାଫି ୧୮୩୯ ମସିହା ଜାନୁଆରି ୯ ତାରିଖରେ ଆରମ୍ଭ କରିଥିଲେ ।ଫ୍ରାନସ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୮: ପାରଳାଖେମୁଣ୍ଡି ସ୍ଥିତ ସାମୁଟିଆ ସାହି ଠାରେ ଥିବା ମା” ଫୁଲ ସୁନ୍ଦରୀ ପୀଠର ସାମୁଟିଆ ସାହି କମିଟି ତରଫରୁ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଅବସରରେ ନଗର ପରିକ୍ରମା କାର୍ଯ୍ୟକ୍ରମ ମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ପାରଳା ନଗର ସମେତ କୁର୍ଲଣ୍ଡା , ସୀତାପୁର ଏବଂ ଯାଜପୁର ଗ୍ରାମର ସଂକୀର୍ତ୍ତନ ମଣ୍ଡଳୀ ଯୋଗ ଦେଇଥିଲେ ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ କେରାଣ୍ଡି ମଠର ମଠାଧୀଶ ମହନ୍ତ ମହାରାଜ Continue Reading