ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୮: ପାରଳାଖେମୁଣ୍ଡି ସ୍ଥିତ ସାମୁଟିଆ ସାହି ଠାରେ ଥିବା ମା” ଫୁଲ ସୁନ୍ଦରୀ ପୀଠର ସାମୁଟିଆ ସାହି କମିଟି ତରଫରୁ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଅବସରରେ ନଗର ପରିକ୍ରମା କାର୍ଯ୍ୟକ୍ରମ ମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ପାରଳା ନଗର ସମେତ କୁର୍ଲଣ୍ଡା , ସୀତାପୁର ଏବଂ ଯାଜପୁର ଗ୍ରାମର ସଂକୀର୍ତ୍ତନ ମଣ୍ଡଳୀ ଯୋଗ ଦେଇଥିଲେ ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ କେରାଣ୍ଡି ମଠର ମଠାଧୀଶ ମହନ୍ତ ମହାରାଜ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୯/୮: ଗଜପତି ଜିଲ୍ଲା କାଶୀନଗର ସ୍ଥିତ ସ୍ୱାସ୍ଥ୍ୟ ବିଳାସ ଫାର୍ମାସୀ ପରିସରରେ ଫାର୍ମାସୀ ପକ୍ଷରୁ ଅବିଭକ୍ତ ଗଞ୍ଜାମ ତଥା ଦକ୍ଷିଣ ଓଡ଼ିଶାର ଆୟୁର୍ବେଦ ଚିକିତ୍ସା ବିଶାରଦ ସ୍ବର୍ଗତ କବିରାଜ ସତ୍ୟ ନାରାୟଣ ପାତ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ ଅନନ୍ତମୁଖି ଭାଗବତ ପାରାୟଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅନନ୍ତମୁଖି ଭାଗବତ ପାରାୟଣ କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ଓ କାଶୀନଗର ଅଞ୍ଚଳର ବହୁ ମଠାଧୀଶ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୮: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ପଦ୍ମପୁର ସ୍ଥିତ ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସ୍ବାଧୀନତାର ଅମୃତ ମହୋତ୍ସବ ଉପଲକ୍ଷେ ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ କବିତା ପାଠ ଆସର୍ ମହୋତ୍ସବ ପାଳିତ ହୋଇଯାଇଛି।ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ବାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ , ଅଧ୍ୟାପକ , ଅଧ୍ୟାପିକା ଓ ସ୍ଥାନୀୟ କବି ଓ କବୟତ୍ରୀଙ୍କୁ ନେଇ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୭/୮: ପାରଳାଖେମୁଣ୍ଡି ସ୍ଥିତ ଜବାହର ନବୋଦୟ ବିଦ୍ୟାଳୟରେ ଦୀର୍ଘ କାଳ ଧରି ଓଡ଼ିଆ ଶିକ୍ଷକ ଭାବେ ଶିକ୍ଷକତା କରି ଆସୁଥିବା ଗଞ୍ଜାମ ଜିଲ୍ଲାର ଚିକିଟି ବ୍ଲକ ଅନ୍ତର୍ଗତ ସୁରଳ ଗ୍ରାମର ବଡ଼ସାହି ଠାରେ ଜନ୍ମ ଗ୍ରହଣ କରିଥିବା ଶ୍ରୀ ଡମ୍ବରୁ ଧର ବେହେରାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ , ଭୁବନେଶ୍ଵର ଆନୁକୁଲ୍ୟରେ ସନନ୍ଦ ପାତ୍ର ପ୍ରଦାନ କରାଯାଇଛି ।ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭା ଗୃହ ଠାରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋଟଗଜପତି,୧୭/୮: ପାରଳାଖେମୁଣ୍ଡି ଠାରେ ଆଜାଦିକା ଅମୃତ ମହୋତ୍ସବ ଅବସରରେ ଜିଲ୍ଲା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ନେତୃତ୍ୱରେ ବଜରଙ୍ଗ ଦଳ ଓ ବିଶ୍ବହିନ୍ଦୁ ପରିଷଦ କର୍ମକର୍ତ୍ତାଙ୍କ ସମେତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ରଛାତ୍ରୀ ଓ ଗୁରୂମା ଗୁରୁଜୀ ମାନଙ୍କୁ ନେଇ ଏକ ବିରାଟ ତ୍ରିରଙ୍ଗା ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ତ୍ରିରଙ୍ଗା ପଦଯାତ୍ରା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରୁ ବାହାରି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୬/୮: ପାରଳାଖେମୁଣ୍ଡି ସହରର ଶ୍ରୀକରଣ ସାହି ସ୍ଥିତ ନିତ୍ୟାନନ୍ଦ ପାଠାଗାର ପକ୍ଷରୁ ଆଜାଦିକା ଅମୃତ ମହୋତ୍ସବ ଅବସରରେ ପାଠାଗାର ପରିସରରେ ଏକ ସ୍ବତନ୍ତ୍ର ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମଟି ପାଠାଗାର ଅନୁଷ୍ଠାନର ସଭାପତି ଶ୍ରୀ ଜଗନ୍ନାଥ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା ।ଏହି ଆଲୋଚନା କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅନୁଷ୍ଠାନର କାର୍ଯ୍ୟକାରୀ ସଭାପତି ଶ୍ରୀ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୮: ପାରଳାଖେମୁଣ୍ଡି ଉପକଣ୍ଠରେ ଥିବା ରାନିପେଣ୍ଠା ସ୍ଥିତ ଭିନ୍ନକ୍ଷମ ଅନୁଷ୍ଠାନ ନିୟତି ପକ୍ଷରୁ ୭୬ ତମ ସ୍ଵାଧୀନତା ଦିବସ ଉତ୍ସବ ପାଳିତ ହୋଇଯାଇଛି ।ଜାତୀୟ ପତାକା ଉତ୍ତୋଳନ କରାଯିବା ପରେ ବକ୍ତାମାନେ ଏଭଳି ଭିନ୍ନକ୍ଷମଙ୍କ ସେବା , ତାଲିମ୍ , ଏବଂ ଭୌତିକ ଚିକିତ୍ସାର ଆବଶ୍ୟକତା ସମ୍ପର୍କରେ ଆଲୋଚନା କରିବା ସହ ସ୍ଵାଧୀନତାର ଅମୃତ ମହୋତ୍ସବ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ କହିଥିଲେ ।ଏହି ଉତ୍ସବ ପାଳନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୮: ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଁଣୀ ସମାଜ ସଭା ଗୃହ ଠାରେ ଆଜି ଆଜାଦିକା ଅମୃତ ମହୋତ୍ସବ ଅବସରରେ ଓଡ଼ିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସ୍ଵ ରଚିତ ଦେଶାତ୍ମ୍ ବୋଧକ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି କାର୍ଯ୍ୟକ୍ରମରେ ଉପାନ୍ତ ପ୍ରହରୀ , ସାହିତ୍ୟିକ ତଥା ଗବେଷକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଯୋଗଦେଇ କାର୍ଯ୍ୟକ୍ରମର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୮: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ୭୬ ତମ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି ।ଏହି ସମାରୋହ କାର୍ଯ୍ୟକ୍ରମରେ ଓଡ଼ିଶାର ମାନ୍ୟବର ଶ୍ରମ ଓ କର୍ମଚାରୀ ରାଜ୍ୟ ବିମା ମନ୍ତ୍ରୀ ଶ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିଥିଲେ ।ସମାରୋହରେ ଯୋଗ ଦେଇଥିବା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅଂଶ ବିଶେଷ , ଆଜାଦିକା ଅମୃତ ମହୋତ୍ସବ ପାଳନ ଅବସରରେ ପାରଳାଖେମୁଣ୍ଡି ଠାରେ ବିଶ୍ଵ ହିନ୍ଦୁ ପରିଷଦ , ବଜରଙ୍ଗ ଦଳ ଓ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ହର ଘର ତ୍ରିରଙ୍ଗା ଅଭିଯାନ ପାଇଁ ବାଇକ୍ ରାଲି ଓ ବୁଦ୍ଧିଜୀବୀ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ସ୍ଥାନୀୟ ମହାରାଜାଙ୍କ ପ୍ୟାଲେସ ଠାରୁ ଏକ ବିରାଟ ବାଇକ୍ ରାଲି ବାହାରି ବାଇକରେ […]Continue Reading