reports by ganesh kumar raju Archives - Page 52 of 63 - Odisha News Online
Home Posts tagged reports by ganesh kumar raju (Page 52)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୮: ଗଜପତି ଜିଲ୍ଲାରେ ଭୋଟର ପରିଚୟ ପତ୍ର ସହ ଆଧାର ନମ୍ବର ସଂଯୋଗୀକରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ।ଭୋଟର ମାନଙ୍କ ପରିଚୟ ଦୃଢ଼ୀକରଣ କରିବା ତଥା ଭୋଟର ତାଳିକାରେ ତଥ୍ୟ ବୈଧକରଣ କରିବା ହେଉଛି ଏହି ପ୍ରକ୍ରିୟାର ମୁଖ୍ୟ ଉଦ୍ଦେଶ୍ୟ ।ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଆଜି ଏହି ପ୍ରକ୍ରିୟା\’ର ଆରମ୍ଭ କରିଥିଲେ , ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଏବଂ ଏ ସମ୍ପର୍କରେ ସମ୍ପୃକ୍ତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୮:ପାରଳାଖେମୁଣ୍ଡି ଠାରେ ଆଜି ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଜନ ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠ ଠାରେ ୫ଜଣ ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କୁ ଲାପଟପ ବଣ୍ଟନ କରାଯାଇଛି ।ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଏହି ଲାପଟପ ବଣ୍ଟନ କରିଥିଲେ ।ଜିଲ୍ଲାରେ ଦୃଷ୍ଟିହୀନ ଛାତ୍ରଛାତ୍ରୀ ମାନଙ୍କ ପାଇଁ ବ୍ରେଲି ପାଠ୍ୟ-ପୁସ୍ତକର କୋଣସି ସୁବିଧା ନାହିଁ । ସେମାନେ ଏହି ପାଇଥିବା ଲାପଟପ ମାଧ୍ୟମରେ ହିଁ ଉଚ୍ଚଶିକ୍ଷାର ଯେଉଁସବୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋଟଗଜପତି, ୩୦/୭: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମୁଖ୍ୟ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟର ତାଲିମ କକ୍ଷ ଠାରେ ନିଖିଳ ଉତ୍କଳ ଅଣ- ଗେଜେଟେଡ଼ ପ୍ରାଣୀ ଚିକିତ୍ସା ବୈଷୟିକ କର୍ମଚାରୀ ସଂଘ ଗଜପତି ଜିଲ୍ଲା ଶାଖାର ଜିଲ୍ଲା ସ୍ତରୀୟ ଚତୁର୍ଦ୍ଦଶ ବାର୍ଷିକ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଏହି ବୈଠକରେ ସଭାପତି ଶ୍ରୀ ଶରତ ଚନ୍ଦ୍ର ପରିଚ୍ଛା , ଉପ ସଭାପତି ଶ୍ରୀ ନରେନ୍ଦ୍ର କୁମାର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୦/୭: ପାରଳାଖେମୁଣ୍ଡି ଉପକଣ୍ଠରେ ଥିବା ଗଜପତି ଜିଲ୍ଲା ଗୁମ୍ମାବ୍ଲକ ଅନ୍ତର୍ଗତ ପଦ୍ମପୁର ଗ୍ରାମ ସ୍ଥିତ ବିନୋଦିନୀ ବିଜ୍ଞାନ କନିଷ୍ଠ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସର ମିଳିତ ଆନୁକୂଲ୍ୟରେ ବନ ମହୋତ୍ସବ କାର୍ଯ୍ୟକ୍ରମ “ପିଲାଟିଏ ଗଛଟିଏ” ଅନୁଷ୍ଠିତ ହୋଇ ଯାଇଛି ।ଏହି କାର୍ଯ୍ୟକ୍ରମରେ ଗୁମ୍ମାବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ମଣ୍ଡଳ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୮/୭: ପାରଳାଖେମୁଣ୍ଡି ସ୍ଥିତ ନୂଆ ବସଷ୍ଟାଣ୍ଡ ଠାରେ ଥିବା “ଆନ୍ତର୍ଜାତୀୟ ମାନବାଧିକାର ରକ୍ଷକ” ସଂସ୍ଥାର ଗଜପତି ଜିଲ୍ଲା ବୋର୍ଡ ଗଠିତ ହେବା ଅବସରରେ ସ୍ଥାନୀୟ ପିଡବ୍ଲ୍ୟୁଡି: ବଙ୍ଗଳା ପରିସରରେ ଏକ ଆଲୋଚନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ସଂସ୍ଥାର ଜିଲ୍ଲା ବୋର୍ଡର ମହିଳା ସଭାପତି ଶ୍ରୀମତୀ ତନୁଜା ଶତପଥୀ ଏଥିରେ ସଭାପତିତ୍ୱ କରି ଆନ୍ତର୍ଜାତୀୟ ମାନବାଧିକାର ରକ୍ଷକ ଜିଲ୍ଲା ବୋର୍ଡର କାର୍ଯ୍ୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୮/୭: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠର ବେତାଗୁଡ଼ା ସ୍ଥିତ ହାତୀବାଡି ଠାରେ ପିପିପି ମୋଡରେ ବିଜ୍ଞାନ ଭାରତୀ ଚେରିଟେବୁଲ ଟ୍ରଷ୍ଟ ସହ-ଭାଗୀତାରେ ହୋଇଥିବା ଏକ ଦକ୍ଷତା ବିକାଶ ତାଲିମ କେନ୍ଦ୍ର ଉଦଘାଟିତ ହୋଇଯାଇଛି ।ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଏହି କେନ୍ଦ୍ରକୁ ଉଦଘାଟନ କରିଥିବା ବେଳେ କେନ୍ଦ୍ରର ବିଭିନ୍ନ ତାଲିମ କକ୍ଷ ମାନଙ୍କୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଜି ତିରୁପତି ରାଓ , ଏଡିଏମ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୭/୭ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର ଚଳିତ ଧାନ ସଂଗ୍ରହ ବର୍ଷ ୨୦୨୨-୨୦୨୩ ପାଇଁ ଜିଲ୍ଲାରେ ଚାଷୀଙ୍କ ଠାରୁ ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜିକରଣ ନିମନ୍ତେ ପ୍ରଚାର ଅଭିଯାନ ରଥର ଶୁଭାରମ୍ଭ ହୋଇଯାଇଛି ।ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଏହି ପ୍ରଚାର ସଚେତନତା ଅଭିଯାନ ରଥକୁ ସବୁଜ ପତାକା ଦେଖାଇ ଶୁଭଆରମ୍ଭ କରିଥିଲେ ।ଖରିଫ ଧାନ ସଂଗ୍ରହ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୬/୭: ସମ୍ପ୍ରତି ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଦେଶବ୍ୟାପି ପାଳନ କରା ହେଉଛି , ଆଜା୍ଦିକା ଅମୃତ ମହୋତ୍ସବ ଏହି ପରିପ୍ରେକ୍ଷୀରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ରର ସମ୍ମିଳନୀ କକ୍ଷ ଠାରେ କେନ୍ଦ୍ର ସରକାରଙ୍କ ବିଦ୍ୟୁତ ମନ୍ତ୍ରଣାଳୟର ଏନଟିପିସିଏଲ ପକ୍ଷରୁ ଟିପିଏସଓଡିଏଲ: ଓ ଜିଲ୍ଲା ପ୍ରଶାସନ ସହଯୋଗରେ ଜିଲ୍ଲା ସ୍ତରୀୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୩/୭: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ କଇଁପୁର ପଞ୍ଚାୟତ ଅଞ୍ଚଳରେ ଥିବା ପୁରାଣ ପ୍ରସିଦ୍ଧ ଐତିହାସିକ ଶୈବପୀଠ ମହେନ୍ଦ୍ରଗିରି ଶିଖରରେ ଆଜି ଭୁବନେଶ୍ୱର ସ୍ଥିତ ଓଡିଶା କରପୋରେଟ ସୋସିଆଲ ରେସପୋନସିବିଲିଟି (ସିଏସଆର:) ଫୋରମ ପକ୍ଷରୁ ଓଡିଶା ପରିବେଶ ସମିତି ଓ ଗଜପତି ଜିଲ୍ଲା ବନଖଣ୍ଡିୟ କାର୍ଯ୍ୟାଳୟର ମିଳିତ ସହଯୋଗରେ ବନ-ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଶିଖରରେ ଥିବା ମହେନ୍ଦ୍ର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୭: କେନ୍ଦ୍ରର ବିଜେପି ସରକାର ଲିଆ, ମୁଢି , ଦହି ଓ କ୍ଷୀର ପ୍ରଭୃତି ଉପରେ ୫ ପ୍ରତିଶତ ଜିଏସଟି ଲଗାଇବା ଏବଂ କେନ୍ଦ୍ରର ଇଡିକୁ ନେଇ ବିଜେପି ଅସଦ ବ୍ୟବହାର କରିବା ବିରୁଦ୍ଧରେ ଜିଲ୍ଲା କଂଗ୍ରେସ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ରାଲୀ ଓ ବିକ୍ଷୋଭ ପ୍ରଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ କଂଗ୍ରେସର ଶତାଧିକ ନେତା ଓ କର୍ମୀ ପାରଳାଖେମୁଣ୍ଡି ସମେତ ବିଭିନ୍ନ Continue Reading