ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୭: କେନ୍ଦ୍ରର ବିଜେପି ସରକାର ଲିଆ, ମୁଢି , ଦହି ଓ କ୍ଷୀର ପ୍ରଭୃତି ଉପରେ ୫ ପ୍ରତିଶତ ଜିଏସଟି ଲଗାଇବା ଏବଂ କେନ୍ଦ୍ରର ଇଡିକୁ ନେଇ ବିଜେପି ଅସଦ ବ୍ୟବହାର କରିବା ବିରୁଦ୍ଧରେ ଜିଲ୍ଲା କଂଗ୍ରେସ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ରାଲୀ ଓ ବିକ୍ଷୋଭ ପ୍ରଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ କଂଗ୍ରେସର ଶତାଧିକ ନେତା ଓ କର୍ମୀ ପାରଳାଖେମୁଣ୍ଡି ସମେତ ବିଭିନ୍ନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୭: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଭାରତର ସର୍ବୋଚ୍ଚ ପଦବୀରେ ଅଧିଷ୍ଠିତ ତଥା ନବ ନିର୍ବାଚିତ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟୀ ଉତ୍ସବ ଜିଲ୍ଲା ବିଜେପି ଏବଂ ବିଜେଡି ପକ୍ଷରୁ ଭିନ୍ନ ଭିନ୍ନ ଭାବେ ପାଳିତ ହୋଇ ଯାଇଛି ।ଦେଶ ସ୍ବାଧୀନତାର ୭୫ ତମ ବର୍ଷରେ ଆଜି ଓଡ଼ିଆକୁ ମିଳିଛି ବଡ଼ ସମ୍ମାନ, ଯାହାକି , ଦେଶ ପାଇଁ ଆଜି ଏକ ବଡ ଗର୍ବ ଓ ଗୌରବର ବିଷୟ […]Continue Reading
ଗଜପତି: ଭିନ୍ନକ୍ଷମ ମାନଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ ବୁଷ୍ଟର ଡୋଜ ଟୀକାକରଣ ଓ କୋଭିଡ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଣେଶ କୁମାର ରାଜୁଙ୍କ ରିପୋର୍ଟପ ଗଜପତି,୨୦/୭: ପାରଳାଖେମୁଣ୍ଡି ସ୍ଥିତ ଭିନ୍ନକ୍ଷମ ଅନୁଷ୍ଠାନ “ସମର୍ଥ” ଠାରେ ଆଜି ଗୁରାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସ୍ୱତନ୍ତ୍ର ଭାବେ ଭିନ୍ନକ୍ଷମ ଭାଇ ଭଉଣୀ ମାନଙ୍କ ପାଇଁ କୋଭିଡ ବୁଷ୍ଟର ଡୋଜ ଟୀକାକରଣ ଓ କୋଭିଡ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠିତ କୋଭିଡ ସଚେତନତା କାର୍ଯ୍ୟକ୍ରମରେ ସମର୍ଥ ଭିନ୍ନକ୍ଷମ ଅନୁଷ୍ଠାନର ଜିଲ୍ଲା ସମ୍ପାଦକ ଶ୍ରୀ ସନ୍ତୋଷ କୁମାର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୭: ଗଜପତି ଜ଼ିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡାଙ୍କ ନେତୃତ୍ୱରେ ଆକାଂକ୍ଷା ଜ଼ିଲ୍ଲା କାର୍ଯ୍ୟକ୍ରମ ଅନ୍ତର୍ଗତ ଗଜପତି ଜ଼ିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଏକ ଅଭିନବ ପଦକ୍ଷେପ ସ୍ୱରୂପ “ଗଜପତି ଶିକ୍ଷା ଆରୋହଣ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ମାଧ୍ୟମରେ ମୁଖ୍ୟତଃ ଚଳିତ ରାଜ୍ୟ ମାଟ୍ରିକ ବୋର୍ଡ଼ ପରୀକ୍ଷାରେ ସରକାରୀ ବିଦ୍ୟାଳୟର ଏ୧ ଗ୍ରେଡ୍ ରଖିଥିବା ଛାତ୍ରଛାତ୍ରୀଙ୍କ ପ୍ରଧାନଶିକ୍ଷକ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୭ : ବିବେକାନନ୍ଦ କନ୍ୟାକୁମାରୀ କେନ୍ଦ୍ର ପାରଳାଖେମୁଣ୍ଡି ଶାଖା ତରଫରୁ ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଏକ ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।କେନ୍ଦ୍ରର ସଂଯୋଜକ ଶ୍ରୀ ଭାଗବତ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମାବେଶ କାର୍ଯ୍ୟକ୍ରମରେ ବ୍ରହ୍ମପୁର ଶାଖାର ସଂଚାଳକ ଶ୍ରୀଯୁକ୍ତ ନିଲାକ୍ଷୀ ଯୋଗଦାନ କରିଥିବା ବେଳେ ସରସ୍ବତୀ ଶିଶୁ ମନ୍ଦିରର ପ୍ରଧାନ ଆଚାର୍ଯ୍ୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୭: ପାରାଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟର କେରିଅର କାଉନସେଲିଙ୍ଗ କକ୍ଷଠାରେ ସୋମବାର ଗୋପାଳପୁର-ଗୋଳାବନ୍ଧ ସ୍ଥିତ ଆର୍ମି ରିକୃଟମେଣ୍ଟ କାର୍ଯ୍ୟାଳୟ ଓ ଗଜପତି ଜିଲ୍ଲା କର୍ମ ନିୟୋଜନ କାର୍ଯ୍ୟାଳୟର ମିଳିତ ସହଯୋଗରେ ଭାରତ ସରକାରଙ୍କ “ଅଗ୍ନିପଥ ଯୋଜନା” ସ୍ରମ୍ପର୍କିତ ଏକ କେରିଅର କାଉନସେଲିଙ୍ଗ ମୋଟିଭେସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମହାବିଦ୍ୟାଳୟର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୭/୭: ଲଗାଣ ବର୍ଷା ଯୋଗୁଁ ପାହାଡରୁ ଖସିଲା ମାଟି ଅତଡ଼ା । ଏଥିରୁ ଅଳ୍ପକେ ବର୍ତ୍ତୀ ଯାଇଛି ଗାଁ ଲୋକଙ୍କ ଜୀବନଏଭଳି ଘଟଣା ଦେଖା ଦେଇଛି , ଗଜପତି ଜିଲ୍ଲାର ଆଦିବାସୀ ବହୁଳ ଗୁମ୍ମା ବ୍ଲକ ଅନ୍ତର୍ଗତ ବଡ କଳାକୋଟ ପଞ୍ଚାୟତର ପାହାଡ଼ ଘେରା ଜଙ୍ଗଜଙ୍ଗଲ ଗ୍ରାମରେ ।ଗତକାଲି ଠାରୁ ଏ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ଏମିତିକି ଆଜି ସକାଳ ପର୍ଯ୍ୟନ୍ତ ଏହି ବର୍ଷାର ପରିମାଣ କମି […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୭/୭ : ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ଏବଂ ଗଜପତି ଜିଲ୍ଲା ଓ ଦୌରାଜଜ ତଥା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ସତ୍ୟପୀର ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା କାଶିନଗର ବ୍ଲକ ଅନ୍ତର୍ଗତ ଅଲଡା ଗ୍ରାମ ସ୍ଥିତ ଆଦର୍ଶ ବିଦ୍ୟାଳୟ ପରିସରରେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମୁଖ୍ୟତଃ , ଏହି ଆଇନ ସଚେତନତା କାର୍ଯ୍ୟକ୍ରମ ଶିଶୁ ଓ କିଶୋର ନ୍ୟାୟ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୭ : ଗଜପତିଜିଲ୍ଲାରେ ୨୩ ଟି ଟୀକାଦାନ କେନ୍ଦ୍ରରେ ୧୮୦୦ ଜଣଙ୍କ ପାଇଁ ଟିକା ନେବା ବ୍ୟବସ୍ଥା ହୋଇଛି ।ଦେଶବ୍ୟାପି ଆଜାଦିକା ଅମୃତ ମହୋତ୍ସବ ପାଳନ ଅବସରରେ ସାରା ଦେଶରେ ୧୮ରୁ ୫୯ ବର୍ଷ ବୟସ ବର୍ଗର ଲୋକଙ୍କୁ ମାଗଣାରେ କୋଭିଡର ବୁଷ୍ଟର ଡୋଜ୍ ଦିଆଯାଉଛି।ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ମଧ୍ୟ ଯୋଡ଼ି ହୋଇଛି । ଏହି ବୁଷ୍ଟର ଡୋଜ ଟିକାକରଣ ପାଇଁ ଜିଲ୍ଲାର ପାରଳାଖେମୁଣ୍ଡି ସହର ସମେତ ୭ଟି ବ୍ଲକରେ ୨୩ଟି […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୬/୭ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଚନ୍ଦ୍ରଗିରିର କାଳିଆପଟ୍ଟା ସ୍ଥିତ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର(ଆଇଟିଆଇ) ପରିସରରେ କାଳିଆପଟ୍ଟା ଆଇଟିଆଇ: ଏବଂ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କର୍ମ ନିୟୋଜନ କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ “ବିଶ୍ବ ଯୁବ କୌଶଳ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ନିମନ୍ତ୍ରିତ ବିଭିନ୍ନ ସ୍କୁଲର ୧୫୦ ଜଣରୁ ଅଧିକ ଛାତ୍ରଛାତ୍ରୀଙ୍କ ସମେତ Continue Reading