Home Posts tagged reports by ganesh kumar raju (Page 54)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୪/୭ : ପାରଳାଖେମୁଣ୍ଡି ନିକଟସ୍ଥ ଗଜପତି ଜିଲ୍ଲା ଗୋସାଣୀ ବ୍ଲକର ରାଜ ସୀତାପୁର ସ୍ଥିତ ସେଞ୍ଚୁରିଅନ ୟୁନିଭରସିଟି (ସିୟୁଟିଏମ)ର ଏମଏସ ସ୍ୱାମୀନାଥନ ସ୍କୁଲ ଅଫ ଏଗ୍ରିକଲଚର ଅଧିନସ୍ଥ ସ୍କୁଲ ଅଫ ଫିସରିଜ ପକ୍ଷରୁ ଜାତୀୟ ଫିସ-ଫାର୍ମର୍ସ ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ସ୍କୁଲ ଅଫ ଫିସରିଜ ପକ୍ଷରୁ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ଭୁବନେଶ୍ୱର ସ୍ଥିତ ଭାରତ ସରକାରଙ୍କ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୭: ଗଜପତି ଜିଲ୍ଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ପରିମଳ ପଞ୍ଚାୟତର ନୂଆପଲ୍ଲୀ ଗ୍ରାମ ନିକଟସ୍ଥ ପାହାଡରେ ଭୁ-ସ୍ଖଳନ ଘଟିଛି ।ଗତକାଲି ରାତିସାରା ବର୍ଷା ଲାଗି ରହିବା ସହ ଆଜି ସକାଳେ ମଧ୍ୟ ଲଗାଣ ବର୍ଷା ଜାରୀ ରହିଥିଲା ।ଫଳରେ ଗ୍ରାମକୁ ଲାଗି ରହିଥିବା ପାହାଡରେ ଭୁ-ସ୍ଖଳନ ଘଟିଥିଲା ଭୁ-ସ୍ଖଳନର ପ୍ରକୋପରେ ପାହାଡ଼ ଉପରୁ ଛୋଟ-ବଡ଼ ପଥର ସହ ଗଛ ଉପାଡି ହୋଇ ବିରାଟ ଶବ୍ଦ ହୋଇ ଝରଣା ଭଳି ମାଟି ଓ ପଥର […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୭ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କ ନୀଳାଦ୍ରି ବିଜେ କାର୍ଯ୍ୟକ୍ରମ ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଯାଇଛି ।ଦୀର୍ଘ ୧୨ ଦିନର ଲୀଳା ଖେଳ ସାରି ଆଜି ଚତୁର୍ଦ୍ଧା ମୂର୍ତ୍ତି ଶ୍ରୀମନ୍ଦିର ରତ୍ନ ବେଦୀକୁ ଯାଇଛନ୍ତି ।ବାହୁଡା ଯାତ୍ରା ଦିନ ଚତୁର୍ଦ୍ଧା ମୂର୍ତ୍ତିଙ୍କ ତିନି ରଥଟଣା ବେଳେ ପାରମ୍ପରିକ ପ୍ରକାରେ ବଡଦାଣ୍ଡର ଅଧ ବାଟରେ ଅଟକି ରହିଥିଲା ।ଆଜି ନୀଳାଦ୍ରି ବିଜେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୧/୭ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଚନ୍ଦ୍ରଗିରିର କାଲିଆପଟା ସ୍ଥିତ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ପରିସରରେ ଶିଳ୍ପ ତାଲିମ କେନ୍ଦ୍ର ଏବଂ ଗଜପତି ଜିଲ୍ଲା ନିୟୋଜନ କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପ୍ରଧାନମନ୍ତ୍ରୀ ଜାତୀୟ ଆପ୍ରେଣ୍ଟିସସିପ ମେଳା କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ପ୍ରଧାନମନ୍ତ୍ରୀ ଦକ୍ଷତା ଇଣ୍ଡିଆ ମିଶନ ଅଧିନସ୍ଥ କେନ୍ଦ୍ର ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟୋଗୀତା ମନ୍ତ୍ରଣାଳୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୧/୭: ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ବଡଦାଣ୍ଡରେ ଶ୍ରୀଜୀଉ ମାନେ ରଥ ଉପରେ ଶ୍ରଦ୍ଧାଳୁ ଭକ୍ତ ମାନଙ୍କୁ ଆଜି ପବିତ୍ର ବଡ ଏକାଦାଶି ତିଥିରେ ସୁନା ବେଶରେ ଦର୍ଶନ ଦେଇଛନ୍ତି ।ଶ୍ରୀ ଜୀଉ ମାନଙ୍କ ଏହି ଦୁର୍ଲଭ ସୁନାବେଶ ଦେଖିବା ପାଇଁ ୫୦ ହଜାରରୁ ଉର୍ଦ୍ଧ୍ଵ ଶ୍ରଦ୍ଧାଳୁ ଲୋକଙ୍କ ସମାଗାମ ହୋଇଥିଲା ।ଶ୍ରୀଜୀଉ ମାନଙ୍କ ସୁନାବେଶ ଅବସରରେ ପାରଳାଖେମୁଣ୍ଡି ମହାରାଜାଙ୍କ ରାଜ ଉଆସରେ ଥିବା ରତ୍ନ ଭଣ୍ଡାରରୁ ଠାକୁର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୭:ଗଜପତି ଜିଲ୍ଲାର ଆଦିବାସୀ ବହୁଳ ଅଞ୍ଚଳର ଏସଏଚଜି ମହିଳା ମାନଙ୍କ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ଉନ୍ନତି ଆଣିବା ସହ ସେମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ “ନାବାର୍ଡ” ସଂସ୍ଥା ସହାୟତାରେ ବିଭିନ୍ନ ପ୍ରୋତ୍ସାହନ କାର୍ଯ୍ୟକ୍ରମ କରାଯାଉଛି ।ଗୁମ୍ମା ବ୍ଲକ ବାଇଝାଲ ପଞ୍ଚାୟତର ବାଦୁଡ଼ି ଓ ମୁନୁସିଂ ଗ୍ରାମରେ ଜିଲ୍ଲାର ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ “ରବି କିରଣ ସେବା ସମିତି” ସହଯୋଗରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୬/୭: ଗଜପତି ଜିଲ୍ଲାର ଆଦିବାସୀ ବହୁଳ ରାୟଗଡ ବ୍ଲକର ତଥା ପୁରାଣ ପ୍ରସିଦ୍ଧ ଐତିହାସିକ ଶୈବପୀଠ ପବିତ୍ର ମହେନ୍ଦ୍ରଗିରିର ପାଦଦେଶରେ ଥିବା ଜିରାଙ୍ଗ ଗ୍ରାମ ସ୍ଥିତ ବଳଦେବ ଜୀଉଙ୍କ ମନ୍ଦିର ଠାରେ ପବିତ୍ର ରଥଯାତ୍ରାର ହେରାପଞ୍ଚମୀ ଦିନରେ ମଙ୍ଗଳବାର ଅତ୍ୟନ୍ତ ନିଆରା ଢଙ୍ଗରେ ବିଶ୍ବାସ ଓ ପରମ୍ପରା ପ୍ରକାରେ ଏଠାରେ ରଥଯାତ୍ରା ପାଳିତ ହୋଇଯାଇଛି।ମଙ୍ଗଳବାର ହେରାପଞ୍ଚମୀ ଦିନରେ ଏଠାରେ ଶତାଧିକ ସଂଖ୍ୟାରେ ଶ୍ରଦ୍ଧାଳୁ ଛୋଟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୪/୭: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ଡ଼. ମନସ୍ୱିନୀ ଦାଶ , ଶିକ୍ଷା ବିଭାଗର ବରିଷ୍ଠ ପ୍ରାଧ୍ୟାପିକାଙ୍କ ନେତୃତ୍ବରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।ଜାତୀୟ ସେବା ଯୋଜନାର ଅଧିକାରୀ ତଥା ଇତିହାସ ବିଭାଗର ବରିଷ୍ଠ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩/୭: ଶହୀଦ ଏସ ଗୁଣାକାର ରାଓଙ୍କ ୩୦ ତମ ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ପ୍ରତି ପୂର୍ବତନ ସେନା କର୍ମଚାରୀ , ବିଶ୍ୱହିନ୍ଦୁ ପରିଷଦ ଓ କାବିଟି ଗ୍ରାମବାସୀଙ୍କ ପକ୍ଷରୁ ତାଙ୍କ ସ୍ମୃତିସ୍ତମ୍ଭ ଠାରେ ଗଭୀର ତଥା ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।ପାରଳାଖେମୁଣ୍ଡି ସହର ଉପକଣ୍ଠର ଓଡିଶା-ଆନ୍ଧ୍ର ସୀମାନ୍ତରେ ଥିବା ଶୈବଗିରି ପାର୍ବତମାଳା ପାଦ ଦେଶରେ ପ୍ରତିଷ୍ଠା ହୋଇଥିବା ସ୍ମୃତିସ୍ତମ୍ଭ ଠାରେ ଶହୀଦ ଗୁଣାକାର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୭: ପାରଳାଖେମୁଣ୍ଡି ଉପକଣ୍ଠରେ ଥିବା ଫରେଷ୍ଟ ଗେଟ ନିକଟସ୍ଥ ଗୋପିନାଥପୁର ମୌଜା ଅନ୍ତର୍ଗତ ହାତୀବାଡି ଠାରେ ପାରଳାଖେମୁଣ୍ଡି ମହିଳା ସ୍ନାତକ ମହାବିଦ୍ୟାଳୟର ନୂତନ କୋଠା ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ରାଜ୍ୟ ଉଚ୍ଚଶିକ୍ଷା ବିଭାଗ , ଓଡିଶା ସରକାରଙ୍କ ଭିତ୍ତିଭୂମି ବିକାଶ ଯୋଜନା ଅନ୍ତର୍ଗତ ଅନୁଦାନ ଆନୁକୂଲ୍ୟରେ ଏହି ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା ।ଏହି କା Continue Reading