Home Posts tagged reports by ganesh kumar raju (Page 55)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧/୭: ପାରଳଖେମୁଣ୍ଡିର ଗୌରବ ଓ ଗର୍ଵ ତଥା ଗୌଡ଼ିୟ ପରମ୍ପରାର ବରିଷ୍ଟ କବି କଳହଂସ ଭକ୍ତକବି ଗୋପାଳ କୃଷ୍ଣ ପଟ୍ଟନାୟକଙ୍କ ୨୩୯ ତମ ଜୟନ୍ତୀ ସମାରୋହ କାର୍ଯ୍ୟକ୍ରମ ଓଡିଶା ସଂଗୀତ ନାଟକ ଏକାଡେମୀ , ଭୁବନେଶ୍ୱର ଓ ଭକ୍ତି ସଂଗୀତ ସଂସଦର ମିଳିତ ଆନୁକୂଲ୍ୟରେ ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏକାଡେମୀର ଉପସଭାପତି ଶ୍ରୀ ମନ୍ମଥ କୁମାର ଶତପଥୀଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମକୁ ଉଦଘାଟନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୦/୬ : ଗଜପତି ଜିଲ୍ଲାରେ ଶିଶୁ ଯତ୍ନ ଓ ସୁରକ୍ଷା ଅନୁଷ୍ଠାନ ମାନଙ୍କରେ ରହି ଆସୁଥିବା ମାତୃପିତୃ ହୀନ ଶିଶୁ ମାନଙ୍କ ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ଧନ୍ଦାମୂଳକ ଶିକ୍ଷା ଏବଂ ଆତ୍ମରକ୍ଷା କୌଶଳ ଉନ୍ନତି କାର୍ଯ୍ୟକ୍ରମ ସହ ନୃତ୍ୟଶିକ୍ଷା କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରାଯାଇଛି ।ଜିଲ୍ଲାର ଗୁମ୍ମାରେ ଥିବା ଶିଶୁ ଯତ୍ନ ଓ ସୁରକ୍ଷା ଅନୁଷ୍ଠାନ “ନିଶାନ ସାଲୋମ ଚିଲଡ୍ରେନ ହୋମ ରେ ରହୁଥିବା ୨୮ ଜଣ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୦/୬:ପୂର୍ବତଟ ରେଳପଥ ବିଶାଖାପାଟଣା ମଣ୍ଡଳ ପ୍ରବନ୍ଧକ ତଥା ଡିଆରଏମ ଶ୍ରୀ ଅନୁପ କୁମାର ଶତପଥୀ ସମସ୍ୟା ବହୁଳ ପାରଳାଖେମୁଣ୍ଡି ରେଳ ଷ୍ଟେସନ ପରିଦର୍ଶନରେ ଆସି ବିଭିନ୍ନ ସ୍ଥିତି ଅନୁଧ୍ୟାନ କରିଥିଲେ ।ଏକ ସ୍ୱତନ୍ତ୍ର ଟ୍ରେନ ଯୋଗେ ରେଳ ମଣ୍ଡଳ ପ୍ରବନ୍ଧକ ଶ୍ରୀ ଶତପଥୀ ପାରଳାଖେମୁଣ୍ଡି ରେଳ ଷ୍ଟେସନ ବୁଲିଦେଖି ସ୍ଥିତି ଅନୁଧ୍ୟାନ କରିବା ସହ ସ୍ଥାନୀୟ ବୁଦ୍ଧିଜୀବୀ ମାନଙ୍କ ସହ ଷ୍ଟେସନର ରହିଥିବା ବିଭିନ୍ନ ମୌଳିକ ସମସ୍ୟା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୬: ପାରଳାଖେମୁଣ୍ଡି ଠାରେ ଆଗାମୀ ରଥଯାତ୍ରାରେ ସମ୍ଭାବ୍ୟ ଲକ୍ଷାଧିକ ଶ୍ରଦ୍ଧାଳୁ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ପାରଳାଖେମୁଣ୍ଡି ଠାରେ ପୌର ପରିଷଦ , ଜିଲ୍ଲା ପ୍ରଶାସନ ଓ ପୋଲିସର ମିଳିତ ଏନଫୋର୍ସମେଣ୍ଟ ଦଳ ପକ୍ଷରୁ ଦୋକାନୀ ଓ ଲୋକମାନଙ୍କୁ ବିଭିନ୍ନ ନୀତିନିୟମ ମାନିବା ଉପରେ ଏକ ତାଗିଦ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ମିଳିତ ଏନଫୋର୍ସମେଣ୍ଟ ଦଳ ପକ୍ଷରୁ ପୌର ପରିଷଦ କାର୍ଯ୍ୟାଳୟ Continue Reading
Top Stories
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୯/୬: ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ କ୍ରୀଡା ଛାତ୍ରବାସ ଚୟନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଅନ୍ୟ ମାନଙ୍କ ମଧ୍ୟରେ ଏହି ବୈଠକରେ ଉପଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ , ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଶ୍ରୀ ଫାଲଗୁନି ମାଝୀ ଏବଂ Continue Reading
Top Stories
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୬ : ଗଜପତି ଜିଲ୍ଲା ଗୋସାଣୀ ବ୍ଲକ ଅନ୍ତର୍ଗତ ଗାରାବନ୍ଧ ଗ୍ରାମସ୍ଥିତ ବିଦ୍ୟୁତ ସେକ୍ସନ କାର୍ଯ୍ୟାଳୟ ପରିସରରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ଅଭିଯାନ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ବିଦ୍ୟୁତ ସୁରକ୍ଷା ସପ୍ତାହ ଅଭିଯାନ କାର୍ଯ୍ୟକ୍ରମ ପାଳନ ଅବସରରେ ଟିପିସୋଲ(ଟିପିଏସଓଡିଏଲ) ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଉପସ୍ଥିତ ବିଦ୍ୟୁତ ବିଭାଗୀୟ Continue Reading
Top Stories
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୮/୬:ପାରଳାଖେମୁଣ୍ଡି ଠାରେ ଆଜି ଗଜପତି ଜିଲ୍ଲା ବିଶ୍ଵ ହିନ୍ଦୁ ପରିଷଦ ପକ୍ଷରୁ, ବିଭିନ୍ନ କ୍ଷେତ୍ରରେ ପାଣ ଖ୍ରୀଷ୍ଟିଆନ ମାନଙ୍କ ଦ୍ୱାରା ଦେଖା ଦେଉଥିବା ସମସ୍ୟା ଓ ଅନ୍ୟାନ୍ୟ ଘଟଣାର ସମାଧାନ କରିବା ନିମନ୍ତେ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ଓ ଜନ ଜାଗରଣ ସୃଷ୍ଟି କରିବା ପାଇଁ ବିଭିନ୍ନ ସଚେତନତା ସଭା ଓ ବାଇକ ରାଲୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ Continue Reading
Top Stories
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୮/୬: ଗଜପତି ଜିଲ୍ଲାର ସ୍ବେଛାସେବୀ ଅନୁଷ୍ଠାନ ସିସିଡ଼ି ଓ ଭିନ୍ନକ୍ଷମ ଅନୁଷ୍ଠାନ ସମର୍ଥ ଏବଂ ଜିଲ୍ଲା ପ୍ରଶାସନ, ଗଜପତି ର ମିଳିତ ଆନୁକୂଲ୍ୟରେ ପାରାଳାଖେମୁଣ୍ଡି ସ୍ଥିତ ସିସିଡ଼ି ତାଲିମ ଗୃହ ଠାରେ ଆନ୍ତର୍ଜାତିକ ନିଶା ନିବାରଣ ଓ ଅବୈଧ ନିଶା କାରବାର ନିଷେଧ ଦିବସ ପାଳିତ ହୋଇଯାଇଛିଏହି କାର୍ଯ୍ୟକ୍ରମରେ ଗୁରାଣ୍ଡି ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଜନ ସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରିଣୀ ମମତା ପାଢ଼ୀ , Continue Reading
Top Stories
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୭/୬: ଭାରତ ସରକାରଙ୍କ ହାଉସିଂ ଏଣ୍ଡ ଅର୍ବାନ ଏଫେୟାର୍ସ ମନ୍ତ୍ରାଳୟ ଯୁଗ୍ମ ସଚିବ ଶ୍ରୀମତୀ ରୁପା ମିଶ୍ର ଦୁଇ ଦିନିଆ ଗଜପତି ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟକ୍ରମ ପରିଦର୍ଶନ କରି ପାରଳାଖେମୁଣ୍ଡି ଠାରେଏକ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ ।ମୁଖ୍ୟତଃ ଆକାଂକ୍ଷା ଜିଲ୍ଲା ଗଜପତିରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀତା ହେଉଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପ କିଭଳି କାର୍ଯ୍ୟକାରୀ ହେଉଛି Continue Reading