ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୬/୬ : ଗଜପତି ଜିଲ୍ଲା ସେରଙ୍ଗ ଥାନା ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଅବକାରୀ ଓ ପୋଲିସ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ବ୍ୟାପକ ପରିମାଣର ମହୁଲ ଜବତ କରାଯିବା ସହ ଏ ସଂକ୍ରାନ୍ତରେ ୩ ଜଣଙ୍କୁ ଗିରଫ କରାଯାଇଛି ।ଏହି ମିଳିତ ଅବକାରୀ ଚଢ଼ାଉ ଅବକାରୀ କମିଶନର ଶ୍ରୀ ଆଶିଷ କୁମାର ସିଂହ ଏବଂ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡାଙ୍କ ମିର୍ଦ୍ଦେଶ କ୍ରମେ ହୋଇଥିଲା ।ଅବକାରୀ ବିଭାଗ ଷ୍ଟାଫ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୬ : ବିଶ୍ଵ ପରିବେଶ ଦିବସ-୨୦୨୨ ପାଳନ ଅବସରରେ ପାରଳାଖେମୁଣ୍ଡି ଠାରେ ଥିବା ଗଜପତି ଜିଲ୍ଲାର ଅଗ୍ରଣୀ ମହିଳା ସଙ୍ଗଠନ “ଆକାଂକ୍ଷା” କୁ ମିଳିଲା ରାଜ୍ୟସ୍ତରୀୟ ପ୍ରକୃତି ମିତ୍ର ପୁରସ୍କାର ।ବୃକ୍ଷ ରୋପଣ ଓ ପରିବେଶ ସଚେତନତା କାର୍ଯ୍ୟକ୍ରମ ଇତ୍ୟାଦିରେ ବିଶେଷ ସକ୍ରିୟତା ଯୋଗୁଁ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ରାଜ୍ୟ ସରକାରଙ୍କ ଜଙ୍ଗଲ , ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଦ୍ୱାରା Continue Reading
ଗଜପତି: ଆଇନସେବା ପ୍ରାଧିକରଣ , ବିନୋଦିନୀ ବିଜ୍ଞାନ ମହାବିଦ୍ୟାଳୟ ଓ ବନ ବିଭାଗର ମିଳିତରେ” ବିଶ୍ବ ପରିବେଶ ଦିବସ ପାଳିତ
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୬: ଗଜପତି ଜିଲ୍ଲା ଗୁମ୍ମାବ୍ଲକ ଅନ୍ତର୍ଗତ ପଦ୍ମପୁର ସ୍ଥିତ ବିନୋଦିନୀ ବିଜ୍ଞାନ କନିଷ୍ଠ ମହାବିଦ୍ୟାଳୟ ପରିସରରେ , ଜିଲ୍ଲା ଆଇନସେବା ପ୍ରାଧିକରଣ , ବନ ବିଭାଗ ଓ କନିଷ୍ଠ ମହାବିଦ୍ୟାଳୟର ଏନଏସଏସ ମିଳିତରେ “ବିଶ୍ବ ପରିବେଶ ଦିବସ ” ପାଳନ ଅବସରରେ ବିଭିନ୍ନ ସଚେତନତା ମୂଳକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ପ୍ରଥମେ ମହାବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧/୬ : ଗଜପତି ଜିଲ୍ଲା ଗୋସାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ସ୍ଥିତ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ଗାରାବନ୍ଧ ସ୍ଥିତ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପକ୍ଷରୁ ବିଶ୍ବ ତମାଖୁ ବର୍ଜନ ଦିବସ ” ଭିନ୍ନ ଭିନ୍ନ ଭାବେ ପାଳିତ ହୋଇଯାଇଛି ।ଗୁରାଣ୍ଡି ସ୍ଥିତ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ କେନ୍ଦ୍ରର ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ମମତା ପାଢ଼ିଙ୍କ ନେତୃତ୍ୱରେ ଏକ ସ୍ବାସ୍ଥ୍ୟ ଦଳ ବିଭିନ୍ନ ସ୍ଥାନ ଓ Continue Reading
ଗଣେଶ କୁମାର ରଜୁଙ୍କ ରିପୋର୍ଟଗଜପତି, ୧/୬ : ସର୍ବ ଭାରତୀୟ ୟୁ:ପି:ଏସ୍:ସି: ତଥା ପବ୍ଲିକ୍ ସର୍ଭିସ ପରୀକ୍ଷାରେ ପାରଳାଖେମୁଣ୍ଡିର ମୂଳ ବାସିନ୍ଦା ତଥା ବର୍ତ୍ତମାନ ବ୍ରହ୍ମପୁର ଠାରେ ରହୁଥିବା ଦୁର୍ଗା ପ୍ରସାଦ ଅଧିକାରୀ ୨୦୫ ତମ ସ୍ଥାନ ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି।ବ୍ରହ୍ମପୁର ସ୍ଥିତ ବିଦ୍ୟା ନଗରରେ ରହୁଥିବା ଶ୍ରୀ ଚଣ୍ଡି ପ୍ରସାଦ ଅଧିକାରୀ ଏବଂ ଶ୍ରୀମତୀ ଜୋସ୍ନାରାଣୀ ଅଧିକାରୀଙ୍କ ପୁତ୍ର ଦୁର୍ଗା , ନିଜର ପ୍ରାରମ୍ଭିକ ବିଦ୍ୟାଳୟ ଶିକ୍ଷା ସ୍ଥାନୀୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧/୬ : ବୁଧବାର ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମିନ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାରଙ୍କ ୮ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ଜନ କଲ୍ୟାଣ ଯୋଜନା ଅନ୍ତର୍ଗତ ସୀମଲା ଠାରେ ହୋଇଥିବା ଗରିବ କଲ୍ୟାଣ ସମ୍ମିଳନୀ କାର୍ଯ୍ୟକ୍ରମର ଭିଡିଓ କନଫରେନସିଂ ମାଧ୍ୟମରେ ସିଧା ପ୍ରଶାରଣ ହୋଇଥିଲା ।ଏହି କାର୍ଯ୍ୟକ୍ରମରେଜିଲ୍ଲା ପରିଷଦ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧/୬ : ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲା ସ୍ବାସ୍ଥ୍ୟ ସମିତି ଅନ୍ତର୍ଗତ ଜାତୀୟ ଟବାକୋ ନିୟନ୍ତ୍ରଣ କାର୍ଯ୍ୟକ୍ରମ ପକ୍ଷରୁ ଜିଲ୍ଲାସ୍ତରୀୟ ତମାଖୁ ବର୍ଜନ ଦିବସ ପାଳନ ଅବସରରେ ବିହିଁନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଆୟୋଜିତ ଏକ ସଚେତନତା କାର୍ଯ୍ୟକ୍ରମରେ ସିଡିଏମଓ: ଡ଼ା: ପ୍ରଦୀପ କୁମାର ପାତ୍ର ଅଧ୍ୟକ୍ଷତା କରି ଦିବସ ପାଳନର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟ ଗଜପତି, ୨୮/୫: ଗଜପତି ଜିଲ୍ଲାରେ ଜିଲ୍ଲା ପ୍ରଶାସନ ଓ ଏକ୍ସନ-ଏଡ଼ର ମିଳିତ ଉଦ୍ୟମରେ ବାଲ୍ୟ ବିବାହ ବନ୍ଦ କରିବା ନିମନ୍ତେ ଦୁଇ ଗୋଟି ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଦୁଇଗୋଟି ପଞ୍ଚାୟତ , ଯଥା:- ରାୟଗଡ଼ ବ୍ଲକ ଅନ୍ତର୍ଗତ ନାରାୟଣପୁର ଓ ଜିରାଙ୍ଗ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇ ଯାଇଅଛି ।ଉକ୍ତ ପଞ୍ଚାୟତ ଦ୍ଵୟରେ ସ୍ୱାସ୍ଥ୍ୟ ବିଭାଗ ର ୧୧୯ ଜଣ ଆଶାକର୍ମୀ ଉପସ୍ଥିତ ରହିଥିଲେ ୲ ଆକ୍ସନ-ଆଡ୍ଡର ଜିଲ୍ଲା ସଂଯୋଜକ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୬/୫ : ଗଜପତି ଜିଲ୍ଲା ଗୁମା ବ୍ଲକ ଅନ୍ତର୍ଗତ ପଦ୍ମପୁର ସ୍ଥିତ ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ତମାଖୁ ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ବିଭିନ୍ନ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାର ଅତିରିକ୍ତ ଜନସ୍ୱାସ୍ଥ୍ୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୬/୫: ପାରଳାଖେମୁଣ୍ଡି ସ୍ଥିତ ଆରଏମସିର ସମ୍ମିଳନୀ କକ୍ଷ ଠାରେ ଓଡିଶା ରାଜ୍ୟ ଵିଦ୍ୟୁତ ଶ୍ରମିକ କର୍ମଚାରୀ ସଂଘ , ଭୁବନେଶ୍ବର-୧୨ – ପାରଳାଖେମୁଣ୍ଡି ଡିଭିଜନ ଶାଖା ପକ୍ଷରୁ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି ।ରାଜ୍ୟ ସଂଘର ସ୍ଥାୟୀ ସଭାପତି ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ସଂଘର ସାଧାରଣ ସମ୍ପାଦକ ଶ୍ରୀ ଅକ୍ଷୟ କୁମାର Continue Reading