ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି: ଜାତୀୟ ଆଇନ ସେବା ଦିବସ ପାଳନ ଉପଲକ୍ଷେ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଣେଶ କୁମାର ରାଜୁଙ୍କ ରିପୋର୍ଟ ଗଜପତି,୯/୧୧: ମାନ୍ୟବର ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ କଟକ ଏବଂ ମାନ୍ୟବର ଜିଲ୍ଲା ଦୌରାଜଜ ତଥା ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀ ପ୍ରଣବ କୁମାର ରାଉତରାୟଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ଗୁମ୍ମା ବ୍ଲକ୍ ଅନ୍ତର୍ଗତ ସେରଙ୍ଗ ଗ୍ରାମ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ଆଇନାସେବା ପ୍ରାଧିକରଣ ପକ୍ଷରୁ ଜାତୀୟ ଆଇନସେବା ଦିବସ ପାଳନ ଉପଲକ୍ଷେ ଏକ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ Continue Reading