ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୩ : ଗଜପତି ଜିଲ୍ଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ପାରାଳାଖେମୁଣ୍ଡି ସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଆନୁକୂଲ୍ୟରେ ଆଜି ୧୨ ରୁ ୧୪ ବର୍ଷ ବୟସର ପିଲାମାନଙ୍କୁ କୋରବିଭାକ୍ସ କୋଭିଡ ଟୀକାକରଣର ଜିଲ୍ଲାସ୍ତରୀୟ ଶୁଭାରମ୍ଭ କାର୍ଯ୍ୟକ୍ରମ ପାରାଳାଖେମୁଣ୍ଡି ଠାରେ ଥିବା ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ମୁଖ୍ୟ ଚିକିତ୍ସା୍ଧିକାରୀ ଡା: ପ୍ରଦୀପ କୁମାର ପାତ୍ର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୨/୩ : ଗଜପତି ଜିଲ୍ଲା ସଦର ମହକୁମା ପାରାଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରା ଜଜଙ୍କ କୋର୍ଟ ପରିସରରେ ଶନିବାର ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ-ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଚଳିତ ବର୍ଷର ପ୍ରଥମ ଲୋକ ଅଦାଲତରେ ଆଜି ଗଜପତି ଜିଲ୍ଲାରେ ୨୫ ଲକ୍ଷ ଟଙ୍କାର କ୍ଷତିପୂରଣ ଓ ଜୋରିମାନା ଆଦାୟ ହୋଇଛି ।ଜାତୀୟ ଆଇନ ସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ଏହି ରାଷ୍ଟ୍ରିୟ ଲୋକ Continue Reading