Home Posts tagged reports by kambhu dhar kheti
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୦/୧୧: ବୌଦ୍ଧ କଚେରୀ ପଡିଆ ଠାରେ ଜିଲାସ୍ତରୀୟ ମତ୍ସ ଓ ପଶୁ ସମ୍ପଦ ମେଳା ମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଅଛି । ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର‌୍ୟ ଭଞ୍ଜନ ମଦନ ମୋହନ ପାତ୍ର ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ୍ ଯୋଗଦେଇ ମତ୍ସ ଓ ପଶୁ ସମ୍ପଦ ମେଳା କୁ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ଜିଲା ଯୋଜନା ବୋର୍ଡ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬/୧୧: ବୌଦ୍ଧ ସହରସ୍ଥିତ ଗାୟତ୍ରୀ ମନ୍ଦିର ପରିସରରେ ଆସନ୍ତା ନଭେମ୍ବର ୨୮ ତାରିଖ ଠାରୁ ଅଖିଳ ବିଶ୍ୱ ଗାୟତ୍ରୀ ପରିବାର ପକ୍ଷରୁ ୨୪ କୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ହରିଦ୍ୱାର ଶାନ୍ତିକୁଞ୍ଜର ରୂଷିପୁତ୍ର ମାନଙ୍କ ଦ୍ୱାରା ଅନୁଷ୍ଠିତ ହେବାନେଇ ବୌଦ୍ଧ ଗାୟତ୍ରୀ ପରିବାର ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରାଯାଇଛି ।ଜିଲ୍ଲା ସଂଯୋଜକ ପ୍ୟାରିମୋହନ ଶତପଥିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସାମ୍ବାଦିକ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୦/୧୧: ସାହାଜପାଲ – ବୌଦ୍ଧ ବ୍ଲକ ତାଳସରଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଦମ୍ବରୁଗର୍ଡ ସିଦ୍ଧଗୁରୁ ମଠଠାରେ ଜଙ୍ଗଲ ବିଭାଗ ପକ୍ଷରୁ ନିର୍ମିତ ନିସର୍ଗ ଶିବିର ଓ ୱାଚ ଟାୱାର ଉଦ୍ଘାଟିତ ହୋଯାଇଅଛି।ଉକ୍ତ ଉଦ୍ଘାଟନୀ କାର‌୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଙ୍ଗଲ ଓ ପରିବେଶ ପାନୀୟ ଜଳ ଓ ପଞ୍ଚାୟତରାଜ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ , କଣ୍ଟାମାଳ ବିଧାୟକ ଓ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀଯୁକ୍ତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧/୧୧ : ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ଭାରତର ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଦିବସ ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଛି । ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର‌୍ୟ ଭଞ୍ଜନ ମଦନ ମୋହନ ପାତ୍ରଙ୍କ ଅଧକ୍ଷତରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳଙ୍କ କାର୍ଯ୍ୟାଳୟ ର ସମସ୍ତ ଅଧିକାରୀ ଓ କର୍ମଚାରୀ ମାନେ ରାଷ୍ଟ୍ରୀୟ ସଂହତି, ରାଷ୍ଟ୍ରୀୟ ଏକତା ଏବଂ ରାଷ୍ଟ୍ରର ଅଖଣ୍ଡତା ନେଇ ଶପଥ ପାଠ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୧/୧୦ : ବୌଦ୍ଧ ଜିଲ୍ଲା ପୁଲିସ ଓ ୫ମ ଆଇଆରବି ପକ୍ଷରୁ ବଲାସିଙ୍ଗା ସ୍ଥିତ ଆଇଆରବି ପ୍ୟାରେଡ ପଡିଆରେ ଠାରେ ଆଜି ୬୪ ତମ ପୁଲିସ ସହିଦ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜପ୍ରସାଦ ଯୋଗଦେଇ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ପାଠ କରିବା ସହିତ ସହିଦ ହୋଇଥିବା ଯବାନ ମାନଙ୍କର ନାମ ପାଠ କରିଥିଲେ । ଏହି ଅବସରରେ ମୁଖ୍ୟ ଅତିଥିଙ୍କ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୪/୮:ବୌଦ୍ଧ ଶିଶୁ ବିଦ୍ୟା ମନ୍ଦିରରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଉଦଯାପିତ ହୋଇଯାଇଛି। ବୌଦ୍ଧ ସଙ୍କୁଳ ଅନ୍ତର୍ଗତ ୮ ଟି ବିଦ୍ୟାଳୟରୁ ଆସିଥିବା ଛାତ୍ର ଛାତ୍ରୀ ମାନେ ଏଥିରେ ଯୋଗ ଦେଇ ଥିଲେ । ଏହି ଉତ୍ସବ ରେ ମୁଖ୍ୟ ଅତିଥି ବିଶିଷ୍ଠ ଶିକ୍ଷାବିତ ଧ୍ରୁବ ଚରଣ ଘିବେଲା ଯୋଗ ଦେଇଥିଲା ।ଏହା ସହ ଏହି ସଭାରେ ସୁବର୍ଣ୍ଣପୁର ବିଭାଗ ନିରୀକ୍ଷକ ଗୁପ୍ତେଶ୍ୱର ଥନାପତି,ସଙ୍କୁଳ ପ୍ରମୁଖ ଦଶରଥ ମେହେର , ସମ୍ପାଦକ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୫/୬ : ସମ୍ବଲପୁର ରାଜସ୍ୱ କମିଶନର ସୁରେଶ ଚନ୍ଦ୍ର ଦଳେଇ ଦିନିକିଆ ବୌଦ୍ଧ ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଦିନ ୧୧ ଘଣ୍ଟା ସମୟରେ ଶ୍ରୀଯୁକ୍ତ ଦଳେଇ ମହାନଦୀ ବ୍ରିଜଛକଠାରେ ପହଞ୍ଚିବାପରେ ସେଠାରେ ଜିଲାପାଳ ସତ୍ୟରଂଜନ ସାହୁ ଓ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ତାଙ୍କୁ ସ୍ୱାଗତ କରିଥିଲେରାଜସ୍ୱ କମିଶନର ଶ୍ରୀଯୁକ୍ତ ଦଳେଇ ବ୍ରିଜଛକଠାରେ ମହାନଦୀ କୂଳରେ ବୌଦ୍ଧଗଡ ଏନଏସି ପକ୍ଷରୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୈାଦ୍ଧ,୩/୪:ଆଜି ଉତ୍କଳ ଦିବସ ଅବସରରେ ବୌଦ୍ଧ ଜିଲ୍ଲା କ୍ରିକେଟ୍ ଆସୋସିଏସନ ପକ୍ଷରୁ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧସହର ସ୍ଥିତ ସେଣ୍ଟ୍ ଜାଭିୟର୍ସ ପବ୍ଲିକ୍ ସ୍କୁଲରେ ଅନୁଷ୍ଠିତ ଉକ୍ତ ରକ୍ତଦାନ ଶିବିରକୁ ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁ ଉଦଘାଟନ କରିଥିଲେ । ସମ୍ମାନୀତ ଅତିଥି ଭାବେ ବୌଦ୍ଧ ଆରକ୍ଷୀ ଅଧୀକ୍ଷକ ରାଜ ପ୍ରସାଦ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିବା ସହିତ ମାନପତ୍ର ପ୍ରଦାନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧/୪ : କଂଗ୍ରେସ ନେତା ରାହୁଳ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡ ଭଳି ସଫଳ କାର୍ଯ୍ୟକ୍ରମ ଆୟୋଜିତ ହେବା ସହିତ ଲୋକଙ୍କ ସହିତ ସିଧାସଳଖ ଆଲୋଚନା ଜରିଆରେ ଦେଶର ଅନେକ ସମସ୍ୟା ସଂପର୍କରେ ସେ ଅଭିଜ୍ଞତା ହାସଲ କରିଥିଲେ ।ଏହି କାର୍ଯ୍ୟକ୍ରମରେ କଂଗ୍ରେସ ଦଳ ସହିତ ଦେଶର ସାଧାରଣରୁ ସାଧାରଣ ଜନତା ଯୋଡି ହୋଇଚାଲିଥିବାବେଳେ ଦଳର ନେତା ରାହୁଳ ଗାନ୍ଧୀଙ୍କ ବିରୋଧରେ କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାର ଷଡଯନ୍ତ୍ର କରି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୪/୩: ରାଜ୍ୟ ବୟନିକା ସଭାପତି ଭାବରେ ବୌଦ୍ଧଜିଲା ମନମୁଣ୍ଡା ଗ୍ରାମର ପ୍ରକାଶ ଚନ୍ଦ୍ର ମେହେର ନିର୍ବାଚିତ ହେବାପରେ ବୌଦ୍ଧରେ ତାଙ୍କୁ ନାଗରିକ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏନଏସି ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ବୈଠକରେ ପୁଷ୍ପଗୁଛ ଓ ଉପଢୌକନ ଦେଇ ଶ୍ରୀମେହେରଙ୍କୁ ବୌଦ୍ଧବାସୀଙ୍କ ପକ୍ଷରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ପୂର୍ବରୁ Continue Reading