କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ ୨୩/୫: ବୌଦ୍ଧ ବ୍ଳକ ଗୁନ୍ଦୁଲିଆ ପଞ୍ଚାୟତ କାର୍ଯ୍ୟାଳୟଠାରେ ଯୁଗ୍ମ ଜନଶୁଣାଣି ଓ ସମାଧାନ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର୍ୟ ଭଞ୍ଜନ ମଦନମୋହନ ପାତ୍ର, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ ,ଉପ ଜିଲ୍ଲାପାଳ ରବୀନ୍ଦ୍ରନାଥ କହଁର,ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶ୍ୱନୀ କୁମାର ମେହେର ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୯/୫ : ପଶ୍ଚିମ ଓଡ଼ିଶା ବିକାଶ ପରଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ଦିନିକିଆ ବୌଦ୍ଧଜିଲ୍ଲା ଗସ୍ତରେ ଆସି ପରିଷଦ ପାଣ୍ଠିରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଶ୍ରୀଯୁକ୍ତ ତ୍ରିପାଠୀ ହେଲିକେପଟର ଯୋଗେ ଆସି ବୌଦ୍ଧ କଚେରୀ ଖେଳପଡିଆଠାରେ ଅବତରଣ କରିବାପରେ ଜିଲ୍ଲାପାଳ ସତ୍ୟରଂଜନ ସାହୁଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ତାଙ୍କୁ ସ୍ୱାଗତ କରିଥିଲେ । ଶ୍ରୀତ୍ରିପାଠୀ ବୌଦ୍ଧ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୮/୫: ବୌଦ୍ଧର ଆର୍ଟ ଅଫ ଗିଭିଙ୍ଗ ପରିବାର ପକ୍ଷରୁ ସହରର ଟାଉନହଲ ଠାରେ ଆର୍ଟ ଅଫ ଗିଭିଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉଦଯାପନୀ କାର୍ଯ୍ୟକ୍ରମରେ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଡ. ଉଦୟନାଥ ମାଝି ଓ କନ୍ଧମାଳ ସାଂସଦ ପ୍ରତିନିଧି ତାରେଣୀ କୁମାର ମହାପାତ୍ର ଯୋଗ ଦେଇଥିଲେ । କାଯ୍ୟକ୍ରମରେ ସ୍ଥପତି ସୁମନ ଷଢଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।ଥିରେ ଅତିଥି ମାନେ ଆର୍ଟ ଗିଭିଙ୍ଗ ଉପରେ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୭/୫ : ବୌଦ୍ଧଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମିଶନ ଶକ୍ତି ଫିଟନେସ ଓ ହାପିନେସ କ୍ଲବ ଉଦଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଜଙ୍ଗଲ ଓ ପରିବେଶ, ପଂଚାୟତରାଜ, ପାନୀୟଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଯୋଗଦେଇ ଉଦଘାଟନ କରିଥିଲେ ।ଜିଲ୍ଲାପାଳ ସତ୍ୟରଂଜନ ସାହୁ, ଜିଲ୍ଲା ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର, Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୬/୫: ବୌଦ୍ଧ ଜିଲ୍ଲା ଦୌରାଜଜ ବିକ୍ରମ କୁମାର ପ୍ରଧାନ ସୋମବାର ଦିନ ଏକ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ଦୁଇ ପୁତୁରାକୁ ଆଜୀବନ କାରାଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ପ୍ରଦାନ କରିଥିବା ବେଳେ ଦୁଇଜଣକୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ମାମଲାରୁ ପ୍ରକାଶ ଯେ ପୁରୁଣାକଟକ ଥାନା ଅନ୍ତର୍ଗତ ଜିରାଡ ଗ୍ରାମର ଆନନ୍ଦ ସ୍ୱାଇଁ ଓ ବିଭିଷଣ ସ୍ୱାଇଁ ଦୁଇ ଭାଇ ଅଟନ୍ତି ।ଜମିବାଡିକୁ କେନ୍ଦ୍ର କରି ଦୁଇ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୫/୫: ନିକଟରେ ପ୍ରକାଶ ପାଇଥିବା ସିବିଏସଇ ଦ୍ୱାଦଶ ପରୀକ୍ଷାରେ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଭି. କିର୍ତ୍ତିରାଜ ରାଜୁ ୯୬.୨% ପ୍ରତିଶତ ମାର୍କ ରଖି ବୌଦ୍ଧ ଜିଲ୍ଲା ଟପ୍ପର ହୋଇଛନ୍ତି । କିର୍ତ୍ତିରାଜ ଜଣେ ମେଧାବୀ ଛାତ୍ର ହୋଇଥିବାବେଳେ ସେ ବୌଦ୍ଧ ସହରର ଜଣାଶୁଣା ବ୍ୟବସାୟୀ ଭି.ରାମପ୍ରସାଦ ରାଜୁ ଓ ଭି,ରୁକ୍କୁଣୀ ରାଜୁଙ୍କ ପୁତ୍ର ଅଟନ୍ତି । ଏହି ସଫଳତା ପାଇଁ କିର୍ତ୍ତିରାଜଙ୍କୁ ତାଙ୍କର ସହପାଠୀ ଓ ଶିକ୍ଷକ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୪/୫ : ରାଜସ୍ଥାନର ପୋଖରାନ ଠାରେ ଗତ ୧୯୭୪ ମସିହାରେ ପ୍ରଥମ ପରମାଣୁ ପରୀକ୍ଷଣ ହୋଇଥିଲା । ଏହି ପରୀକ୍ଷାର ଦୀର୍ଘ ୨୪ ବର୍ଷ ପରେ ୧୯୯୮ ମସିହା ମେ ୧୧ ତାରିଖ ଓ ୧୩ ତାରିଖରେ ମୋଟ ପାଂଚଟି ପରମାଣୁ ପରୀକ୍ଷା କରାଯାଇଥିଲା ।ଏହି ପରମାଣୁର ସଫଳ ପରୀକ୍ଷଣ ହୋଇଥିଲା । ଏହି ପରୀକ୍ଷଣ ଯୋଗୁଁ ଭାରତ ଏକ ପରମାଣୁ ସଂପର୍ଣ୍ଣ ରାଷ୍ଟ୍ରରେ ପରିଣତ ହୋଇଥିଲା । ଏହି ପରମାଣୁ ପରୀକ୍ଷଣର ସ୍ମୃତିରେ […]Continue Reading

କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୫: ବୌଦ୍ଧ ଜିଲ୍ଲା ସିଜେଏମ ( ମୁଖ୍ୟ ଦଣ୍ଡାଧିଶ) ବିଶେଶ୍ୱର ବିଶ୍ୱପ୍ରକାଶ ରାୟ ଗୁରୁବାର ଦିନ ଏକ ମାମଲାର ବିଚାର କରି ତାଙ୍କ ରାୟରେ ଅଭିଯୁକ୍ତ ବାପ ପୁୃଅକୁ ଏକ ବର୍ଷ କାରାଦଣ୍ଡାଦେଶ ଦେବା ସହ ୫ ହଜାର ଟଙ୍କା ଜୋରିମୋନା ଆଦେଶ ପ୍ରଦାନ କରିଥିବା ଜଣାପଡିଛି ।ମାମଲରୁ ପ୍ରକାଶ ଗତ ୨୬.୫.୨୨ରେ ତାରିଖରେ ମନମୁଣ୍ଡା ଧିବରସାହିର ଡମ୍ବରୁ ସେଠୀ ଘରେ ଅପରାହ୍ନ ସମୟରେ ଖାଉଥିବା ସମୟରେ ତାଙ୍କ ସାନ ଭାଇ ସୁରୁବାବୁ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୧/୫: ବୌଦ୍ଧ ଜିଲ୍ଲାପାଳଙ୍କ ସଦଭାବନା ସଭା ଗୃହ ରେ ବୌଦ୍ଧ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଏହି ବୈଠକରେ ପଞ୍ଚାୟତି ରାଜ ଓ ପାନୀୟ ଜଳ, ଜଙ୍ଗଲ ଓ ପରିବେଶ ତଥା ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, କନ୍ଧମାଳ ସାଂସଦ ଡଃ. ଅଚ୍ୟୁତାନନ୍ଦ ସାମନ୍ତ, କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ମହୀଧର ରଣା ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷା ପ୍ରଭାସିନୀ ଦାସ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ ବୌଦ୍ଧ,୯/୫ : ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ୪୫ତମ ପ୍ରତିଷ୍ଠା ଦିବସ ଅବସରରେ ବାର୍ଷିକ ଉତ୍ସବ ମହାସମାରୋହରେ ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି ।ମହାବିଦ୍ୟାଳୟର ପରିଚାଳନା କମିଟି ସଭାପତି ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର୍ୟଭଞ୍ଜନ ମଦନ ମୋହନ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବାର୍ଷିକ ଉତ୍ସବ ସମାରୋହରେ ମୁଖ୍ୟଅତିଥି ଭାବରେ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତନ,ପଞ୍ଚାୟତିରାଜ ଓ ପାନୀୟଜଳ ଏବଂ ସୂଚନା ଓ ଲୋକସଂପର୍କ Continue Reading