କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୫/୧୨: ସ୍ଥାନୀୟ ଜିଲ୍ଲା କଚେରୀ ପଡ଼ିଆଠାରେ ସ୍ତରୀୟ କୃଷି ଯନ୍ତ୍ରପାତି ମେଳାର ଦ୍ୱିତୀୟ ସଂସ୍କରଣ ଆରମ୍ଭ ହୋଇଯାଇଛି । ପାଞ୍ଚଦିନ ଧରି ହେବାକୁ ଥିବା ମେଳା ପ୍ରଥମ ସଂଧ୍ୟ୍ୟାରେ ଓଡ଼ିଶା ସରକାରଙ୍କର ଜଙ୍ଗଲ ଓ ପରିବେଶ , ପଞ୍ଚାୟତିରାଜ ଓ ପାନୀୟଜଳ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ ମହୋଦୟ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ମେଳାର ଶୁଭ ଉଦଘାଟନ କରିଥିଲେ ।ମାନ୍ୟବର Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୫/୧୨:ଓଡିଶା ସରକାରଙ୍କ ସମନ୍ଵିତ ଯୁବ ଉନ୍ନୟନ କାର୍ଯ୍ୟକ୍ରମ ଅନ୍ତର୍ଗତ ନୂଆ ଓଡିଶା ଯୋଜନା ଅନୁସାରେ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ରେ ପ୍ରଥମ ଥର ପାଇଁ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ଅଭିନବ ଫୁଡ୍ ଫେଷ୍ଟିଭାଲ ଆୟୋଜିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ କୁ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ଜିଲ୍ଲା ପରିଷଦର ଅଧ୍ୟକ୍ଷା ପ୍ରଭାସିନି ଦାସ ଯୋଗଦେଇ ଉଦଘାଟନ କରି ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ପ୍ରସ୍ତୁତ ବିଭିନ୍ନ ପ୍ରକାର Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୪/୧୨: ଜିଲାରେ ଚାଲିଥିବା ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ନେଇ ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ସମୀକ୍ଷା କରିଛନ୍ତି ।ରାଜ୍ୟସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ସୌଜନ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗ ଆନୁକୁଲ୍ୟରେ ଜିଲା ସମସ୍ତ କଲେଜ ଗୁଡିକରେ ନୂଆଁ ଓଡିଶା, ଯୁବ ଓଡିଶା, ନବୀନ ଓଡିଶା ପକ୍ଷରୁ ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ଚାଲିଛି Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୪/୧୨: ବୌଦ୍ଧ ଜିଲ୍ଲାର ୨୨୬ ସରକାରୀ ଅନୁଦାନ ପ୍ରାପ୍ତ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଏକ ଜିଲ୍ଲାସ୍ତରୀୟ ସମ୍ମିଳନୀ ନୁଆପାଲି ଗୌଡଦେଇ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଛି ।ନୁଆଁପାଲି ଗୌଡଦେଇ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋପାଳ ଅମାତଙ୍କ ଅଧକ୍ଷତାରେ ଅନୁଷ୍ଠିତ ସମ୍ମିଳନୀରେ ଜିଲ୍ଲାର ବିଭିନ୍ନ ଉଚ୍ଚ ବିଦ୍ୟାଳୟରୁ ୫୦ରୁ ଅଧିକ ଶିକ୍ଷକ ଓ କର୍ମଚାରୀ ମାନେ ସାମିଲ ଥିଲେ ।ଶିକ୍ଷକ ସର୍ବେଶ୍ୱର Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩/୧୨: ବୌଦ୍ଧ ସର୍କିଟ ହାଉସ ଠାରେ ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଶ୍ରମିକଙ୍କୁ ମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି । ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଶ୍ରମିକ ନବରଙ୍ଗପୁରର ଭଗବାନ ଭତ୍ରା ଙ୍କୁ ବୌଦ୍ଧ ବିଧ୍ୟାୟକ ତଥା ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ ।ଟନେଲ୍ ଭିତରେ ସେମାନଙ୍କ ସଂଘର୍ଷ ପୂର୍ଣ୍ଣ ଜୀବନ ବିଷୟରେ ଶୁଣିବା ପରେ ସେମାନେ ବାସ୍ତବରେ ଜଣେ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨/୧୨: ବୌଦ୍ଧ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ଏଡସ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାମୁଖ୍ୟ ଚିକିତ୍ସାଧିକାରୀ ଡ. ଜୟକୃଷ୍ଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା ।ସଭାରେ ମୁଖ୍ୟ ଅତିଥିଭାବେ ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥିଭାବେ ବୌଦ୍ଧଗଡ ଏନଏସି ଅଧ୍ୟକ୍ଷ ମୃତ୍ୟୁଂଜୟ ମିଶ୍ର, ଜିଲ୍ଲାଜନସ୍ୱାସ୍ଥ୍ୟ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୦/୧୧: ବୌଦ୍ଧ ସହର ଗାୟତ୍ରୀ ଶକ୍ତିପୀଠ ନିକଟ ପଡିଆ ଠାରେ ୨୪ କୁଣ୍ଡିୟ ବିଶ୍ୱ ଶାନ୍ତି ଗାୟତ୍ରୀ ମହାଯଜ୍ଞ ଶୁଭ ଉଦଘାଟନ ହୋଇଯାଇଛି । ଅଖିଳ ବିଶ୍ୱ ଗାୟତ୍ରୀ ପରିବାର ବୌଦ୍ଧଜିଲ୍ଲା ଶାଖା ପକ୍ଷରୁ ଆୟୋଜିତ ଏହି ମହାଯଜ୍ଞକୁ ଶାନ୍ତିକୁଞ୍ଜ ହରିଦ୍ୱାରରୁ ଆସିଥିବା ରୂଷିପୁତ୍ର ମାନଙ୍କ ଦ୍ୱାରା ପରିଚାଳିତ ହେଉଛି । ପ୍ରାରମ୍ଭରେ ଶତାଧିକ ମହିଳା ମହାନଦୀରୁ ଜଳନେଇ ସହରରେ ଏକ କଳସୀ ଶୋଭାଯାତ୍ରାରେ ଯଜ୍ଞ ସ୍ଥଳକୁ ଆଣିଥିଲେ ।ଏହି Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୯/୧୧: ବୌଦ୍ଧଗଡ ଏନଏସି ଅନ୍ତର୍ଗତ କୁଲିପଡା ଘାଟର ଉନ୍ନତିକରଣ କାର୍ଯ୍ୟ ଏନଏସି ପକ୍ଷରୁ ହାତକୁ ନିଆଯାଇ ମଙ୍ଗଳବାର ଦିନ ଏହାକୁ ଲୋକାର୍ପିତ କରାଯାଇଛି । ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତନ,ପଞ୍ଚାୟତିରାଜ ଓ ପାନୀୟଜଳ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ମୁଖ୍ୟଅତିଥି ଭାବରେ ଯୋଗଦେଇ ଏହି ଘାଟ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପର ଉଦଘାଟନ କରିଛନ୍ତି ।ଉଦଘାଟନୀ ଉତ୍ସବ ଅବସରରେ ଏନଏସି ଅଧ୍ୟକ୍ଷ ମୃତ୍ୟୁଂଜୟ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୮/୧୧: ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା ରଥ ଉଦଘାଟିତ ହୋଇଛି । ବୌଦ୍ଧ ଜିଲାରେ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା କାର୍ଯ୍ୟକ୍ରମ ଆଜି ଠାରୁ ଆରମ୍ଭ ହୋଇଅଛି । ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା ରଥର ଶୁଭାରମ୍ଭ କରିଥିଲେ ।ଏହି ବିକଶିତ ଭାରତ ସଙ୍କଳ୍ପ ଯାତ୍ରା ରଥ ସମଗ୍ର ଜିଲା ପରିକ୍ରମା କରିବ । ବୌଦ୍ଧ ସଦର […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୮/୧୧: ବୌଦ୍ଧ ଜିଲ୍ଲାର ଚାଷୀମାନେ ଉନ୍ନତ ମାନର ପିଆଜ ଉତ୍ପାଦନ କରି ବାହାର ରାଜ୍ୟକୁ ରତ୍ପାନୀ କରୁଥିବା ବେଳେ ଏବେ ଜିଲ୍ଲାବାସୀଙ୍କ ପାଇଁ ପିଆଜ ସ୍ୱପ୍ନ ହୋଇ ପଡିଛି । ଜିଲ୍ଲାରେ ପିଆଜ ଗବେଷଣା କେନ୍ଦ୍ର ରହିଥିଲେ ମଧ୍ୟ ଚାଷ ପାଇଁ ଚାଷୀ ମନ ବଳାଉ ନାହାନ୍ତି ।ବିଭିନ୍ନ ସମୟରେ ପିଆଜ ଦରକୁ ନେଇ ଖାଉଟି ଚିନ୍ତାରେ ପଡିଯାଇଛି । ପିଆଜ ଚାଷ ନେଇ ଦିନେ ବୌଦ୍ଧ ଜିଲ୍ଲା ରାଜ୍ୟ ତଥା ଦେଶରେ ନାଁ […]Continue Reading