Home Posts tagged resshufle at oas level
Odisha News
ଭୁବନେଶ୍ୱର,୫/୮: ରାଜ୍ୟର ମୋହନ ମାଝିଙ୍କ ସରକାର ଆଜି ବରିଷ୍ଠ ଓଏଏସ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ପୂର୍ବ ସରକାର ନବୀନ ପଟ୍ଟନାୟକଙ୍କ ଖାସ ଥିବା କିଛି ଓଏଏସ ଅଫିସରଙ୍କୁ ମଧ୍ୟ ଆଜିର ବଦଳିରେ ନୂଆ ଦାୟିତ୍ୱ ମିଳିଛି ।ନବୀନ ପଟ୍ଟନାୟକ ସରକାରରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ଅବସ୍ଥାପିତ ଥିବା ବରିଷ୍ଠ ଓଏଏସ ଲାଲା ମନୋଜ କୁମାର ରାୟ, ଶୁଭ୍ରାଂଶୁ ମିଶ୍ର, ମନୋଜ କୁମାର ସ୍ବାଇଁ ଓ ରବୀନ୍ଦ୍ର କୁମାର ସେଠୀଙ୍କ ସମେତ ପୂର୍ବ ସରକାରର ବିଭିନ୍ନ Continue Reading
Seo wordpress plugin by www.seowizard.org.