Home Posts tagged REVENUE MINISTER SURESH PUJARI
Odisha News
ଭୁବନେଶ୍ୱର,୧୨/୮: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭୂମିହୀନ ଓ ବାସହୀନଙ୍କୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି। ଗ୍ରାମାଞ୍ଚଳରେ ପଟ୍ଟା ନଥିବା ଗରିବଙ୍କୁ ୪ ଡେସିମିଲ ଜମି ଦିଆଯିବ। ସେହିପରି ସରକାରୀ ଜମିରେ ଦୀର୍ଘ ଦିନ ଧରି ରହିଥିବା ହିତାଧିକାରୀ ମାନଙ୍କୁ ମଧ୍ୟ ୪ ଡିସିମିଲ ଲେଖାଏ ଜମି ମିଳିବ। ସହରାଞ୍ଚଳରେ ବସ୍ତି ବାସିନ୍ଦା ଓ ବାସହୀନଙ୍କୁ ଜମି ଯୋଗାଇ ଦିଆଯାଉଛି। ଜଙ୍ଗଲ ଜମିକୁ ମଧ୍ୟ କିସମ ପରିବର୍ତ୍ତନ Continue Reading
Seo wordpress plugin by www.seowizard.org.