ବଣାଇ/ଓଡ଼଼ିଶା,୬/୧୨ : ଟ୍ରେଲର ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ । ୧୪୩ ନଂ ଜାତୀୟ ରାଜପଥର ଗମଲେଇ ନିକଟରେ ଘଟିଛି ଦୁର୍ଘଟଣା । ମୃତକଙ୍କ ପରିଚୟ ଏ ପର୍ୟ୍ୟନ୍ତ ଜଣାପଡ଼ିନାହିଁ । ଘଟଣାସ୍ଥଳରେ ଲହୁଣୀପଡ଼ା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇବା ସହିତ ଟ୍ରେଲର ଡ୍ରାଇଭରକୁ ମଧ୍ୟ ଅଟକ ରଖିଛି ।Continue Reading




