ଭୁବନେଶ୍ବର, ୫/୬ : କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥରେ ଆଜି ଭୋର ସକାଳୁ ଏକ ଦୁର୍ଘଟଣା ଘଟିଛି। ଜାତୀୟ ରାଜପଥରେ ବେଆଇନ ପାର୍କିଂ ଯୋଗୁଁ ଏହି ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ୍ ନିୟନ୍ତ୍ରଣ ହରାଇ ଟ୍ରକ୍କୁ ଶକ୍ତ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ବସ୍ର ହେଲ୍ପରଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତାହତଙ୍କର ପରିଚୟ ମିଳିପାରି ନାହିଁ।ସୂଚନା ଅନୁସାରେ Continue Reading




