Home Posts tagged rome
Odisha News
ରୋମ ୨୨/୬ : ଭାଟିକାନ ସିଟିରେ ପୋପଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋମ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପୋପଙ୍କୁ ଯାଇ ସାକ୍ଷାତ କରିଛନ୍ତି ।ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ସାକ୍ଷାତ କରିଛନ୍ତି ନବୀନ । ଦେଶର ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ପୋପ୍ ହେଉଛନ୍ତି ଅନ୍ୟତମ ।ସୂଚନା ଥାଉକି, ରୋମ୍ ସହିତ ଓଡ଼ିଶାର ରହିଛି ସାଂସ୍କୃତିକ ଓ ଐତିହ୍ୟର ସାମଞ୍ଜସ୍ୟ । ଇଟାଲି, ଗ୍ରୀସ୍ ସମେତ ୟୁରୋପରେ ଥିବା ପ୍ରବାସୀ ଓଡ଼ିଆଙ୍କୁ ଭେଟି Continue Reading
Seo wordpress plugin by www.seowizard.org.