ରାଉରକେଲାର,୨୦/୧୨ : ସ୍ମାର୍ଟ ସିଟି ରାଉରକେଲାର ସ୍ୱାସ୍ଥ୍ୟ ଅବସ୍ଥା ବେହାଲ୍। ବ୍ୟାପୀ ଚାଲିଛି ଝାଡ଼ାବାନ୍ତି। ଗୋଟିଏ ପଡ଼ାରୁ ଅନ୍ୟ ପଡ଼ାକୁ ଡେଉଁଛି ଝାଡ଼ାବାନ୍ତି। ଯେଉଁଥିରେ ଗଲାଣି ସରକାରୀ ଭାବେ ୬ ଜଣଙ୍କ ପ୍ରାଣ। ହେଲେ ବେସରକାରୀ ଭାବେ ୧୩ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହେଉଛି।ଯାହାକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟଙ୍କୁ ଚିଠି ଲେଖି Continue Reading
By Sukant Mohanty Bhubaneswar, Dec. 19: The death toll in the diarrhoea in Rourkela and its adjoining areas rose to nine on Monday with reports of two more persons succumbing to the infectious disease. Nearly 600 persons suffering from the disease were reportedly undergoing treatment in multiple hospitals in Sundergarh district. According to Odisha public […]Continue Reading
ରାଉରକେଲା, ୧୭/୧୨: ରାଉରକେଲାରେ ଝାଡ଼ାବାନ୍ତି ରୋଗରେ ଆକ୍ରାନ୍ତ ହୋଇଥିବା ଆଉଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ରାଉରକେଲା ରେଳ ଷ୍ଟେସନ୍ ନିକଟ ନୀଳାଞ୍ଚଳ ହୋଟେଲର ମାଲିକ ପ୍ରଣବ କିଶୋର ସ୍ବାଇଁ(୫୦)। ସେ ହାଇଟେକ୍ ମେଡିକାଲ କଲେଜ୍ ଆଣ୍ଡ ହସ୍ପିଟାଲରେ ଆଖି ବୁଜିଛନ୍ତି।ପ୍ରଣବଙ୍କୁ ମିଶାଇ ମୋଟ ୫ଜଣଙ୍କ ଜୀବନ ନେଲାଣି ଝାଡ଼ାବାନ୍ତି। ଗତ ଶୁକ୍ରବାର ଓ ଶନିବାର ଦୁଇଦିନରେ ୨ ବୃଦ୍ଧା, ଜଣେ ମହିଳାଙ୍କ ସମେତ ମୋଟ ୪ ଜଣ ଏଥିରେ ପ୍ରାଣ Continue Reading
ରାଉରକେଲା,୨/୧୦: ଉଦିତନଗର ଥାନା ଏଏସଆଇ ଏଲିସା ଲୁଗୁନ ମୃତ୍ୟୁ ଘଟଣାକୁ ନେଇ ଆଜି ସ୍ୱାମୀ ସଞ୍ଜୟ ଲାକ୍ରା ସାଂଘାତିକ ଅଭିଯୋଗ ଆଣିଛନ୍ତି। ତାଙ୍କ ପତ୍ନୀଙ୍କୁ ପିଟିପିଟି ହତ୍ୟା କରାଯାଇଛି। ଯେ ପର୍ଯ୍ୟନ୍ତ ନ୍ୟାୟ ନ ମିଳିଛି ରାଉରକେଲା ସରକାରୀ ଡାକ୍ତରଖାନାରୁ ଶବ ନ ନେବାକୁ ସେ ଚେତାବନୀ ଦେଇଛନ୍ତି। ଗତକାଲି ଦିଅର ସମାନ ଅଭିଯୋଗ ଆଣିଥିଲେ।ପରିବାର ଓ ସମ୍ପର୍କୀୟ ଡାକ୍ତରଖାନାରେ ପହଞ୍ଚି ମୃତ୍ୟୁ ଘଟଣାର ନିରକ୍ଷେପ ତଦନ୍ତ ଦାବି କରିଛନ୍ତି। ଗତକାଲି ଉଦିତନଗର Continue Reading
ରାଉରକେଲା,୨୮/୯ : ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ କେମିତି ହେଲା? କେଉଁ ପରିସ୍ଥିତିରେ ପୋଖରୀରୁ ଉଦ୍ଧାର ହେଲା ସୁସ୍ମିତାଙ୍କ ମୃତଦେହ? ଏହା ଆତ୍ମହତ୍ୟା ନା ସୁପରିକଳ୍ପିତ ହତ୍ୟାକାଣ୍ଡ ? ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁକୁ ସପ୍ତାହେରୁ ଅଧିକ ଦିନ ବିତି ଯାଇଥିଲେ ସୁଦ୍ଧା ପୁଲିସ କୌଣସି ସୁରାଗ ପାଇନି।ଦିନକୁ ଦିନ ବିବାଦ ବଢ଼ୁଥିବାରୁ ଘଟଣାର ତଦନ୍ତ ପାଇଁ ଜଣେ ମହିଳା ଡିଏସ୍ପିଙ୍କୁ ନିୟୋଜିତ କରିଛନ୍ତି ରାଉରକେଲା ଏସ୍ପି ମିତ୍ରଭାନୁ Continue Reading
ରାଉରକେଲା,୧୦/୬ : ରାଉରକେଲାର ଉଦିତନଗର ଥାନା ଶୀତଳପଡ଼ା ବସ୍ତିରେ ଆଜି ସକାଳେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜନ୍ମକଲା ବାପ ୫ ବର୍ଷର ଶିଶୁପୁତ୍ରକୁ ମାରି ଟାଙ୍ଗିଦେଇଥିବା କୁହାଯାଉଛି। ଏଣେ ଅଭିଯୁକ୍ତ ବାପାକୁ ଅଟକ ରଖି ପୁଲିସ ପଚରାଉଚରା କରୁଥିବା ଜଣାଯାଇଛି। ଅଭିଯୁକ୍ତର ନାଁ ରାଜୁ ଲାକ୍ରା ବୋଲି ଜଣାଯାଇଛି।ସୂଚନା ଅନୁଯାୟୀ ରାଜୁ ଓ ତା ସ୍ତ୍ରୀଙ୍କ ମଧ୍ୟରେ ନିୟମିତ ଝଗଡ଼ା ହେଉଥିଲା। ସ୍ତ୍ରୀର ପରକୀୟା ସଂପର୍କକୁ ନେଇ ସେ କ୍ଷୁବ୍ଧ ଥିଲା। Continue Reading
ରାଉରକେଲା/ ବୀରମିତ୍ରପୁର,୫/୪ : ବୀରମିତ୍ରପୁର ଥାନା ଅନ୍ତର୍ଗତ ବାରାବାଶ ଗୌଡ଼ଟୋଲି ଵସ୍ତିରେ ବଡଭାଇ ଶାବଳରେ ଆକ୍ରମଣ କରି ସାନଭାଇର ଜୀବନ ନେଇଥିବା ଅଭିଯୋଗ ହୋଇଛି।ମିଳିଥିବା ସୂଚନା ଅନୁଯାଇ ବାରାବାଶ ଗୌଡ଼ଟୋଲି ଵସ୍ତିରେ ରହୁଥିବା ୩୦ ବର୍ଷୀୟ ବୁଧରାମ ମାଝୀ ଗତକାଲି ରାତିରେ ଘରେ ଶୋଇଥିଲେ। ରାତି ପ୍ରାୟ ୧୦ଟା ସମୟରେ ମୃତକ ବୁଧରାମଙ୍କର ୪୦ ବର୍ଷୀୟ ବଡ଼ଭାଇ ଶିବାଜୀ ମାଝୀ ମଦ ଧରି ଘରକୁ ଆସିଥିଲା ଏବଂ ସାନଭାଇ ବୁଧରାମ ସହିତ ମିଶି ମଦ୍ୟପନ Continue Reading
ରାଉରକେଲା/କୋଇଡା,୨୯/୩: କୋଇଡ଼ା ବିଡିଓ ପଲ୍ଲବୀ ରାଣୀ ରାଜ ନିଜ ବାପା ଓ ଭାଇଙ୍କ ନାଆଁରେ ଥାନାରେ ଏତଲା ଦେବା ପରେ ବାପା ରମେଶ ଚନ୍ଦ୍ର ରାଜଙ୍କୁ ପୁଲିସ ଗିରଫ କରିଛି। ଏହି ଘଟଣା କୋଇଡ଼ା ବିଡିଓ ପଲ୍ଲବୀ ରାଣୀ ରାଜଙ୍କୁ ପୁଣି ଥରେ ଚର୍ଚ୍ଚା ପରିସରକୁ ଆଣିଛି।ସୂଚନା ଅନୁଯାୟୀ, ଗତକାଲି ରାତି ପ୍ରାୟ ୧୦ଟାରେ ବିଡିଓ ପଲ୍ଲବୀ ରାଣୀ ରାଜଙ୍କ କ୍ବାର୍ଟରରେ ତାଙ୍କର ବାପା ରମେଶ ଚନ୍ଦ୍ର ରାଜ ଓ ଭାଇ ସଂଗ୍ରାମ କୁମାର ରାଜ ଅଚାନକ […]Continue Reading
ରାଉରକେଲା,୫/୩ : ଗ୍ୟାସ ଲିକ୍ ହୋଇ ନିଆଁ ଲାଗି ଯିବା ଯୋଗୁ ୪ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଘଟଣାଟି ଘଟିଛି ରାଉରକେଲା ସହରର ରେଲୱେ କଲୋନୀର ଛୋଟା ପାର୍କ ନିକଟରେ।ଆଜି ପ୍ରାୟ ଦିନ ସାଢେ଼ ୧୨ଟା ସମୟରେ ଏହି ଘଟଣା ଘଟିଥିଲା। ଏକ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ୍ରୁ ଟାଙ୍କି ଓହ୍ଲାଇବା ସମୟରେ ଗ୍ୟାସ ଲିକ୍ ହୋଇଥଲା । ସେତେବେଳେ ସେହି ନିକଟରେ ଏକ ଚୁଲିରେ ନିଆଁ ଜଳୁଥିଲା। ଗ୍ୟାସ୍ ଲିକ୍ ହେବା ପରେ […]Continue Reading
ରାଉରକେଲା,୨୭/୨: ଲାଞ୍ଚ ଟଙ୍କା ନେଇ ସିବିଆଇ ଜାଲରେ ପଡିଛନ୍ତି ରାଉରକେଲା ମୁଖ୍ୟ ଡାକଘରର ସହକାରୀ ପୋଷ୍ଟ ମାଷ୍ଟର ଓ ଏଜେଣ୍ଟ। ପ୍ରଭାସିନୀ ସୂତାର ନାମୀ ଜଣେ ଆକାଉଣ୍ଟଧାରୀଙ୍କଠାରୁ ଏଜେଣ୍ଟ ଜରିଆରେ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱରରୁ ଆସିଥିବା ୧୦ ଜଣିଆ ସିବିଆଇ ଟିମ୍ ଚଢାଉ କରି ଟଙ୍କା ନେଉଥିବାବେଳେ ସହକାରୀ ପୋଷ୍ଟମାଷ୍ଟର ବିଶ୍ବରଞ୍ଜନ ବେହେରା ଓ ଏଜେଣ୍ଟ ବିମଳ କୁମାର ମୁଦୁଲିଙ୍କୁ ଗିରଫ କରିଛନ୍ତି। ଏହାସହ ସିବିଆଇ ଏହି ଦୁଇ ଜଣଙ୍କ Continue Reading