Home Posts tagged rs 10586 crore railway budget in odisha
Odisha News
ଭୁବନେଶ୍ବର, ୨୪/୭ : ଭାରତୀୟ ରେଳ ଭିତ୍ତିଭୂମିକୁ ମଜବୁତ କରିବା ଲାଗି କେନ୍ଦ୍ର ସରକାର ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ୨,୬୨,୦୦୦ କୋଟି ଟଙ୍କାର ବଜେଟ୍ ରଖିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ ପାଳିର ପ୍ରଥମ ବଜେଟ୍ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ଦିନ ବଜେଟ୍ ଉପସ୍ଥାପନ କରିଛନ୍ତି।ଏହି ବଜେଟ୍ରେ ଓଡ଼ିଶା ପାଇଁ ୧୦,୫୮୬ କୋଟି ଟଙ୍କାର ବଜେଟ୍ ରଖାଯାଇଛି। ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ବୁଧବାର ସାମ୍ବାଦିକ ସମ୍ମିଳନୀରେ Continue Reading
Seo wordpress plugin by www.seowizard.org.