Home Posts tagged Russian leader Vladimir Putin
Odisha News
କିଭ୍, ୨/୩: ଦିନକୁ ଦିନ ରୁଷର ଆକ୍ରମଣ ଯୋଗୁ ୟୁକ୍ରେନର ଦ୍ୱିତୀୟ ବଡ଼ ସହର ଖାରକିଭ୍ ସ୍ଥିତି ଅତ୍ୟନ୍ତ ଭୟଙ୍କର ହୋଇଯାଇଛି।ରୁଷ ଚାରିପଟୁ ଘେରି ଖାରକିଭରେ ଆକ୍ରମଣ କରୁଥିବାରୁ ସେଠାରେ ଫସିଥିବା ଲୋକଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହୋଇଛି। ଖାରକିଭ୍ରେ ଆକ୍ରମଣ ଜାରି ରହିଥିବା ବେଳେ ଭାରତୀୟମାନେ ଉଦ୍ଧାର ଅପେକ୍ଷାରେ ରହିଛନ୍ତି।ଏସବୁ ଭିତରେ ୟୁକ୍ରେନରେ ଅବସ୍ଥାପିତ ଭାରତୀୟ ଦୂତାବାସ ପକ୍ଷରୁ ଖାରକିଭରେ ଥିବା ଭାରତୀୟଙ୍କ ପାଇଁ ସତର୍କ ସୂଚନା ଜାରି Continue Reading
Seo wordpress plugin by www.seowizard.org.