ଭୁବନେଶ୍ୱର, ୨୪/୩ : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଭୁବନେଶ୍ୱରର ସହିଦ ନଗର ଥାନା ସବ୍-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନଙ୍କୁ ନିଲମ୍ବନ କରିଛନ୍ତି ପୁଲିସ କମିଶନର।ଜଣେ ବ୍ୟକ୍ତିଙ୍କଠାରୁ ଜବତ ହୋଇଥିବା ଡ୍ରାଇଭିଂ ଲାଇସେନ୍ସ ( DL)କୁ ଫେରାଇ ଦେବା ପାଇଁ ଗତକାଲି ସେ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଥିଲେ।ଅଭିଯୋଗକାରୀଙ୍କୁ DLଫେରାଇ ଦେବାକୁ ମୋଟ ୫ ହଜାର ଟଙ୍କା ମାଗିଥିଲେ ପ୍ରିୟବ୍ରତ ପ୍ରଧାନ। ଅଭିଯୋଗକାରୀ ଗତ ୨୧ ତାରିଖରେ ତାଙ୍କୁ ୩ ହଜାର Continue Reading